• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 24 October 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 3 months ago

ଭୀଷଣ ବାତ୍ୟା ‘ଦାନା’: ରାତି ୩ରୁ ଭୋର୍ ଭିତରେ ଆରମ୍ଭ ହୋଇପାରେ ଲ୍ୟାଣ୍ଡଫଲ୍ !

ଏବେ ପାରାଦୀପ ଠାରୁ ୮୦ କିଲୋମିଟର ଏବଂ ଧାମରା ଠାରୁ ୧୧୦ କିଲୋମିଟର ଦୂରରେ ରହିଛି ଏହି ସାମୁଦ୍ରିକ ଝଡ଼ । ଘଣ୍ଟାକୁ ୧୦ରୁ ୧୨ କିମି ବେଗରେ ଆଗକୁ ବଢୁଛି ।  More
  • Sujit kumar Swain
  • 3 months ago

Cyclone Dana: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ PM; ଫୋନ ଯୋଗେ ବତ୍ୟା ଅପଡେଟ୍ ନେଲେ ମୋଦି

ମୋଦି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ।  More
  • Sujit kumar Swain
  • 3 months ago

ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ CJI; ନିଯୁକ୍ତ କଲେ ରାଷ୍ଟ୍ରପତି 

ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । More
  • Sujit kumar Swain
  • 3 months ago

ଅଣଚାଶ ପବନ ସାଙ୍ଗକୁ ନିର୍ଘାତ ବର୍ଷା ଧରି ଆସୁଛି ‘ଦାନା’; ଅଧାରୁ ଅଧିକ ଓଡ଼ିଶାକୁ ପ୍ରବଳ ବର୍ଷା ୱାର୍ଣ୍ଣିଂ

ବାତ୍ୟା ସ୍ଥଳଭାଗ ଅତିକ୍ରମ କଲା ପରେ ଏହା କ୍ରମଶ ଦୁର୍ବଳ ହୋଇ ଡିପ୍-ଡିପ୍ରେସନ ଓ ଲଘୁଚାପରେ ପରିଣତ ହୋଇ ଅଧାରୁ ଅଧିକ ଓଡ଼ିଶାକୁ ଗ୍ରାସିବ।  More
  • Swadesi Megha Mallhar Prusty
  • 3 months ago

Cyclone Dana: ବଡ଼ ଖବର!! ଏହି ସମୟରେ କରିବ ବାତ୍ୟା ଦାନା ଲ୍ୟାଣ୍ଡଫଲ୍

ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’ । କେତେବେଳେ କରିବ ଲ୍ୟାଣ୍ଡଫଲ୍ ? ଆଜି ରାତି ଘଡିସନ୍ଧି । More
  • Santosh Kumar Sahoo
  • 3 months ago

ମୁଖ୍ୟମନ୍ତ୍ରୀଙ୍କ ‘ବାତ୍ୟା’ ସମୀକ୍ଷା, ଏବେ ଯାଏଁ ୩ ଲକ୍ଷରୁ ଅଧିକଙ୍କୁ ସ୍ଥାନାନ୍ତରଣ

ଆଜି ଲୋକସେବା ଭବନରେ SRC, ରାଜସ୍ବମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ବାତ୍ୟା ଦାନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । More
  • Santosh Kumar Sahoo
  • 3 months ago

IMD ଡିଜିଙ୍କ ବଡ଼ ସୂଚନା; କହିଲେ, ବାତ୍ୟା ‘ଦାନା’ର ସୃଷ୍ଟି ହେବନି ଆଖି

ବାତ୍ୟା ‘ଦାନା’ର ଆଖିକୁ ନେଇ ମଧ୍ୟ ସୂଚନା ଦେଇଛନ୍ତି IMD ଡିଜି । ସେ କହିଛନ୍ତି, ବାତ୍ୟା ଦାନାର ଆଖି ସୃଷ୍ଟି ହୋଇନି କି ହେବନି । ବହୁତ ବଡ଼ ବାତ୍ୟା ହେଲେ ଆଖି ସୃଷ୍ଟି ହୋଇଥାଏ । More
  • Santosh Kumar Sahoo
  • 3 months ago

ମାଡ଼ି ଆସୁଛି ଭୀଷଣ ବାତ୍ୟା, ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା

ଭୀଷଣ ବାତ୍ୟା ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି । More
  • Sonali Ojha
  • 3 months ago

ବାତ୍ୟା ନେଇ ବଡ଼ ସୂଚନା; ଲ୍ୟାଣ୍ଡଫଲ୍ ପରେ ସାମାନ୍ୟ ରିକର୍ଭ କରିବ ‘ଦାନା’ !

ବାତ୍ୟା ଗତିପଥରେ ସାମାନ୍ୟ ରିକର୍ଭ। ଲ୍ୟାଣ୍ଡଫଲ୍ ପରେ ସାମାନ୍ୟ ରିକର୍ଭ କରିପାରେ ବାତ୍ୟା। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି। More
  • Sonali Ojha
  • 3 months ago

Cyclone Dana: ମାଡ଼ି ଆସୁଛି 'ଦାନା', ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା

ବାତ୍ୟା ଦାନା ପ୍ରଭାବରେ ଅଶାନ୍ତ ହେଲାଣି ସମୁଦ୍ର। ପଶ୍ଚିମବଙ୍ଗ ଗଙ୍ଗା ସାଗର ବିଚରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାରେ ଲାଗିଛି। ଧୀରେ ଧୀରେ ପବନର ବେଗ ମଧ୍ୟ ତୀବ୍ର ହେଲାଣି। More
  • Pallipuspa Samal
  • 3 months ago

Panchang Today 24th October 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More
  • Sonali Ojha
  • 3 months ago

Cyclone Dana: ଦୁଇ ଦିନ ଯାଏ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ହବିଷ୍ୟାଳି

ବାତ୍ୟା ଦାନା ମାଡ଼ରୁ ବର୍ତ୍ତିବା ପାଇଁ ଚାଲିଛି ବଡ଼ ତୟାରି। ବାତ୍ୟା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ନହେବ ସେଥିପାଇଁ ମନ୍ଦିର ପ୍ରଶାସନ ସତର୍କତାମୂଳକ ପଦକ୍ଷେପ ନେଇଛି। More
  • Sonali Ojha
  • 3 months ago

Cyclone Dana: ଭୀଷଣ ବାତ୍ୟାର ରୂପ ନେଲା ସାମୁଦ୍ରିକ ଝଡ଼ ‘ଦାନା’

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି । ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଏବେ ତାହା ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି । More
  • Satyendu Shekher Mishra
  • 3 months ago

Cyclone Dana: ଖାଁ ଖାଁ ପୁରୀ ସହର, ନର୍ଜନ ସମୁଦ୍ର କୂଳ !

ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ନେଇ ମନ୍ତ୍ରୀଙ୍କ ସମୀକ୍ଷା । ୨୪ ଓ ୨୫ରେ ଶ୍ରୀମନ୍ଦିର ନଆସିବାକୁ ଭକ୍ତଙ୍କୁ ପରାମର୍ଶ । More
  • Satyendu Shekher Mishra
  • 3 months ago

ବାତ୍ୟା ‘ଦାନା’ ପାଇଁ ଏହି ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ-ବଟନିକାଲ୍ ଗାର୍ଡେନ୍

ଜୀବଜନ୍ତୁଙ୍କୁ ସୁରକ୍ଷିତ ରଖିବାକୁ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଉଦ୍ୟମ । More
  • Santosh Kumar Sahoo
  • 3 months ago

କାଲି ରାତିରୁ ‘ଦାନା’ ଲ୍ୟାଣ୍ଡଫଲ୍, ୪ ଜିଲ୍ଲାକୁ ପ୍ରବଳ ପବନ ସହ ବର୍ଷା ଚେତାବନୀ

ସମୁଦ୍ର ଭିତରେ ଶକ୍ତିଶାଳୀ ହୋଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଦାନା। ଆସନ୍ତାକାଲି ରାତିରୁ ୨୫ ତାରିଖ ସକାଳ ଭିତରେ ଭିତରକନିକା ଓ ଧାମରା ନିକଟରେ ଦାନା ଅତିଭୀଷଣ ବାତ୍ୟାର ରୂପ ନେଇ କରିବ ଲ୍ୟାଣ୍ଡଫଲ୍। More
  • Santosh Kumar Sahoo
  • 3 months ago

ଏଇଠି ହେବ ଲ୍ୟାଣ୍ଡଫଲ୍ ! ସମୁଦ୍ରରେ ଥାଇ ତାଉ ଦେଖାଇବା ଆରମ୍ଭ କଲାଣି ‘ଦାନା’

ଭଦ୍ରକ ଜିଲ୍ଲା ଧାମରାରୁ କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା। ସମ୍ଭାବ୍ୟ ଲ୍ୟାଣ୍ଡଫଲ୍ ସ୍ଥଳରେ ସ୍ପଷ୍ଟ ବାରି ହେଲାଣି ବାତ୍ୟାର ପୂର୍ବାଭାସ। ସମୁଦ୍ରରେ ଥାଇ ତାଉ ଦେଖାଇବା ଆରମ୍ଭ କଲାଣି ଦାନା । More
  • Santosh Kumar Sahoo
  • 3 months ago

ବାତ୍ୟା ପାଇଁ ଯୁଦ୍ଧ ସ୍ଥିତି ଭଳି ଉଦ୍ଧାରକାର୍ଯ୍ୟ, ୧୦ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ ଲକ୍ଷ୍ୟ

ବାତ୍ୟା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାରକାର୍ଯ୍ୟ। ସମୁଦ୍ରକୂଳ ଓ ତଳିଆ ଅଂଚଳରେ ଥିବା ଲୋକଙ୍କୁ ଉଦ୍ଧାର କରି ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ୍ କେନ୍ଦ୍ରରେ ରଖାଯାଉଛି। More