• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 30 October 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 3 months ago

Viral Audio: କୋହଭରା କାହାଣୀ ! ବଡ଼ ଭାଇକୁ ଫାରମାଲିନ୍‌ ଦେଇ ମାରିଦେଲା ସାନ ଭାଇ..

ବିଚଳିତ କରୁଛି ମୃତ୍ୟୁପୂର୍ବର ୨ ଭାଇଙ୍କ କଥାବାର୍ତ୍ତାର ଭାଇରାଲ୍ ଅଡ଼ିଓ । ଅଭିଯୋଗ ସତ୍ତ୍ବେ ଘସିପୁରା ପୋଲିସର ନିରବତାକୁ ନେଇ ଉଠିଲା ପ୍ରଶ୍ନ । More
  • Satyendu Shekher Mishra
  • 3 months ago

ଯାତ୍ରାରେ ଅଶ୍ଳୀଳତା ପ୍ରଦର୍ଶନରେ ଲାଗିବ କି ରୋକ୍ ?

ଡ୍ୟାନସ ବାରରେ ନାଚ ବନ୍ଦ ପରେ ଯାତ୍ରା ଉପରେ ହେବ କି ଆକ୍ସନ ? ଏକାଠି ହୋଇ ବିରୋଧ କରନ୍ତୁ ଯାତ୍ରାପାର୍ଟି ମାଲିକ କହିଲେ ଆଇନମନ୍ତ୍ରୀ । More
  • Sujit kumar Swain
  • 3 months ago

ଜହ୍ଲାଦ ପାଲଟିଲା ଫାର୍ମାସିଷ୍ଟ ସ୍ବାମୀ; ଆନେସ୍ଥେସିଆ ଦେଇ ପତ୍ନୀକୁ କଲା ହତ୍ୟା 

୪ ବର୍ଷ ତଳେ ଯାହାକୁ ପ୍ରେମ ବିବାହ କରିବାକୁ ଘର ପରିବାରକୁ ପର କରି ଚାଲି ଆସିଥିଲେ। ସେଇ ମଣିଷଟା ଯେ, ଅନ୍ୟ ଦୁଇ ଝିଅଙ୍କ ପାଇଁ ତାଙ୍କ ଝିଅକୁ ଏମିତି ଢଙ୍ଗରେ ମାରିଦେବ ବିଶ୍ବାସ କରିପାରୁନାହାନ୍ତି ।  More
  • Sujit kumar Swain
  • 3 months ago

ସରିଲା ଅପେକ୍ଷା; ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ

ଦୀପାବଳି ପୂର୍ବରୁ ନୂଆ ରାସନ କାର୍ଡ ଆବେଦନକାରୀଙ୍କ ପାଇଁ ଆସିଲା ଖୁସି ଖବର। ନଭେମ୍ବର ମାସରେ ଯୋଗ୍ୟ ନୂଆ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ ।  More
  • Sujit kumar Swain
  • 3 months ago

‘ବିଶ୍ୱାସରେ ବିଷ ଦେଇଥିଲେ ବବି, ଜଗନ୍ନାଥ ତାଙ୍କୁ ଶାସ୍ତି ଦେଇଛନ୍ତି’

ଟିକେଟ କଟାର ଗୁମର ଖୋଲିବା ସହ ପରାଜୟର ବି ପୋଲ୍ ଖୋଲିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। କହିଛନ୍ତି ଯଦି ଟିକେଟ ନବୀନ ବାଣ୍ଟିଥାନ୍ତେ ତାହାଲେ ବିଜେଡି ହାରି ନଥାନ୍ତା। More
  • Sujit kumar Swain
  • 3 months ago

ଆସିଲା ଗାଇଡଲାଇନ୍; ଦୀପାବଳିରେ ମାତ୍ର ୨ଘଣ୍ଟା ଫୁଟାଇ ପାରିବେ ବାଣ  

ଆଲୋକର ପର୍ବ ଦୀପାବଳି ପାଇଁ ପ୍ରଦୂଷଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଆସିଛି । ସଂଧ୍ୟା ୭ରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି । ୧୨୫ ଡେସିବେଲରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା ବି ହୋଇଛି । More
  • Sujit kumar Swain
  • 3 months ago

ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ଖୁସି ଖବର; ୩ୟ ପର୍ଯ୍ୟାୟରେ ମିଳିବ ‘ସୁଭଦ୍ରା’ ଟଙ୍କା...

ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  More
  • Sujit kumar Swain
  • 3 months ago

ପୁଣି ଫେରିପାରେ କୋରିଆ ଇସ୍ପାତ କମ୍ପାନି ‘ପୋସ୍କୋ’ !

 ଦକ୍ଷିଣ କୋରିଆର ଇସ୍ପାତ କଂପାନୀ ‘ପୋସ୍କୋ’ ଓଡ଼ିଶା ଫେରିବା ଚର୍ଚ୍ଚା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶିଳ୍ପମନ୍ତ୍ରୀ ସଂପଦ ସ୍ୱାଇଁ। JSW ହେଉ କି ପୋସ୍କୋ, ଅବା JSW-ପୋସ୍କୋ ଜଏଣ୍ଟ ଭେଞ୍ଚର୍ ଯେକୌଣସି ଅନ୍ତଃରାଷ୍ଟ୍ରୀୟ କମ୍ପାନୀ, ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଆମେ ସମସ୍ତଙ୍କୁ ସ୍ବାଗତ କରିବୁ।  More
  • Sujit kumar Swain
  • 3 months ago

ପତ୍ନୀହତ୍ୟା ମାମଲା: ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତିଙ୍କୁ ଝଟକା

ପତ୍ନୀହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା। ତଳକୋର୍ଟଙ୍କ ଆଜୀବନ ଦଣ୍ଡାଦେଶ କାଏମ୍ ରଖିଲେ ହାଇକୋର୍ଟ। More
  • Santosh Kumar Sahoo
  • 3 months ago

ବଡ଼ ଧରଣର ସାଇବର ଲୁଟର ପର୍ଦ୍ଦାଫାଶ, ଆନ୍ତଃରାଜ୍ୟ ସାଇବର ଲୁଟ୍‌ ମାମଲାରେ ୨୪ ଜଣ ଗିରଫ

ତଦନ୍ତ ସମୟରେ ଅଭିଯୁକ୍ତଙ୍କ ଠାରୁ ଜବତ ହୋଇଥିବା ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରୁ ମୋଟ ୧୬.୮୫ ଲକ୍ଷ ଟଙ୍କା ଫ୍ରିଜ୍‌ କରାଯାଇଛି। More
  • Santosh Kumar Sahoo
  • 3 months ago

ଉଜୁଡ଼ିବାକୁ ବସିଲାଣି ବେଉସା, ତଥାପି ହସୁଛି ମାଟି ଦୀପ

ମାଟିରେ ଗଢ଼ା ଚାଲିଛି ଭଳିକି ଭଳି ଦୀପ । ଦୀପାବଳି ପାଇଁ ଚଳଚଞ୍ଚଳ ନୟାଗଡ ଜିଲ୍ଲା ଖଣ୍ଡପଡ଼ା ସହରର କୁମ୍ଭାର ପରିବାର । ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ଦୀପାବଳି ପାଇଁ ମହିଳା ଓ ପୁରୁଷ ମାନେ ଲାଗି ପଡ଼ିଛନ୍ତି ମାଟି ଦୀପ ତିଆରି କାମରେ। More
  • Sonali Ojha
  • 3 months ago

ସୁନନ୍ଦାଙ୍କ ବିସ୍ଫୋରକ ବୟାନ; ବିଜେଡି ପରାଜୟର ଗୋଟି ଗୋଟି କାରଣ କହିଲେ

ବିଜେଡିରୁ ଇସ୍ତଫା ପରେ ବର୍ଷିଲେ ପୂର୍ବତନ ବରୀ ବିଧାୟିକା ସୁନନ୍ଦା ଦାସ । ବିଜେଡିରେ ଅଫିସର ଟିକେଟ ବାଣ୍ଟୁଥିଲେ ବୋଲି ସେ ଅଭିଯୋଗ ଆଣିଛନ୍ତି । ସିଧା ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କ ନାଁ ନେଇଛନ୍ତି ସୁନନ୍ଦା । More
  • Sonali Ojha
  • 3 months ago

ସ୍କୁଲ ମିଶ୍ରଣ ମାମଲାରେ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି; ୨୦ରୁ କମ୍ ପିଲା ଥିଲେ ବନ୍ଦ ହେବ

ରାଜ୍ୟ ସରକାରଙ୍କ ସ୍କୁଲ ମିଶ୍ରଣ ନିଷ୍ପତ୍ତି କାଏମ ରଖିଲେ ହାଇକୋର୍ଟ। ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରି ପାଖ ସ୍କୁଲରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ହାଇକୋର୍ଟ କାଏମ ରଖିଛନ୍ତି। More
  • Pallipuspa Samal
  • 3 months ago

Panchang Today 30th October 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More
  • Sonali Ojha
  • 3 months ago

ରାଜଧାନୀରେ ବୀଭତ୍ସ ହତ୍ୟା; ଗୋଡ଼ାଇ ଗୋଡ଼ାଇ ପନିକିରେ ହାଣିଲା ଦୁର୍ବୃତ୍ତ

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ I ହୋଟେଲ ଭିତରେ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ I ଡମଣା ଛକରେ ଥିବା ଏକ ହୋଟେଲ ଭିତରେ ହତ୍ୟାକାଣ୍ଡ ଘଟିଛି I More
  • Satyendu Shekher Mishra
  • 3 months ago

BJD ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ କରିଛନ୍ତି ସୁନନ୍ଦା ଦାସ। More
  • Santosh Kumar Sahoo
  • 3 months ago

ଆଜି ଧନତେରସ, ସୁନା କିଣିବାକୁ ଗହଣା ଦୋକାନରେ ଗହଳି

ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ୍। ବିଶ୍ବାସ ଅଛି, ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି। ଏଥିପାଇଁ ବିଭିନ୍ନ ଗହଣା ଦୋକାନରେ ଗ୍ରାହକଙ୍କ ଭିଡ଼ ଜମିଛି। More
  • Satyendu Shekher Mishra
  • 3 months ago

ପ୍ରମିଳାଙ୍କ ଦମ୍ଭୋକ୍ତି 'ଏବେ ନିର୍ବାଚନ ହେଲେ BJD ଜିତିବ ୧୪୦ ସିଟ୍', ଜୟନାରାୟଣ କହିଲେ...

ନିର୍ବାଚନ ବିପର୍ଯ୍ୟୟ ପରେ ବି BJDର ମୁହଁ ଭୁରୁଡି । More
  • Satyendu Shekher Mishra
  • 3 months ago

ଲିଙ୍ଗରାଜ ମନ୍ଦିର ଭିତରେ ଭିଡିଓ କରି ଫସିଗଲେ ଶିଳ୍ପା ସେଟ୍ଟୀ !

ଭିଡିଓ ଭାଇରାଲ୍ ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା । ଶିଳ୍ପାଙ୍କ ସହ ଭିିଡିଓରେ ଥିବା ସେବାୟତଙ୍କୁ ନୋଟିସ୍ । More
  • Santosh Kumar Sahoo
  • 3 months ago

ଇସ୍କନ ପକ୍ଷରୁ ଅଦିନ ସ୍ନାନ ଓ ରଥଯାତ୍ରା ପ୍ରସଙ୍ଗ, ଚିଠି ଲେଖି ବାରଣ କଲେ ଗଜପତି ମହାରାଜା

ବିଧି, ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ବି ହୋଇଛି । ତେଣୁ ନଭେମ୍ବର ୯ରେ ଯୋଜନା ଥିବା ରଥଯାତ୍ରା ଆୟୋଜନ ବନ୍ଦ କରନ୍ତୁ । More