ସଂକ୍ଷେପରେ ଆଜିର ତାଜା ଖବର - Sunday, 10 November 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Women To Offer Millet to Goddess Lakshmi: ମାଣବସା ଗୁରୁବାରରେ ଲାଗିହେଉ ମାଣ୍ଡିଆ ଭୋଗ, ପୁଷ୍ଟିଶସ୍ୟ ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ପୁଣି ଥରେ ଖାଇବା ଥାଳିର ବୈଭବ ବଢ଼ାଇବ ବିସ୍ମୃତ ଖାଦ୍ୟ। ପାଟିକୁ ସୁଆଦ ଦେବ, ଶରୀରକୁ ସୁସ୍ଥ ରଖିବ ମିଲେଟ୍ ବା 'ପୁଷ୍ଟିଶସ୍ୟ'। More

Satakoshia Tiger Reserve: ସାତକୋଶିଆ କୋର୍ ଏରିଆରେ OTV; ବାଘଶୂନ୍ୟ ସାତକୋଶିଆରେ କେମିତି ହେବ ମହାବଳ ବଂଶ ବିସ୍ତାର ?

୨୦୧୮ରେ ମଧ୍ୟପ୍ରଦେଶରୁ ମହାବଳ ମହାବୀର ଓ ବାଘୁଣୀ ସୁନ୍ଦରୀକୁ ଆଣି ଅଭୟାରଣ୍ୟରେ ବାଘବଂଶ ବୃଦ୍ଧି ଯୋଜନା ବି ଫେଲ୍ ମାରିଲା। ଏବେ ସେହି ତ୍ରୁଟି ସୁଧାରି ଟାଇଗର୍ ରିକଭରି ପ୍ଲାନ ଜରିଆରେ ବ୍ୟାଘ୍ର ଅଭୟାରଣ୍ୟ ପୂର୍ବ ଗୌରବ ଫେରାଇ ଆଣିବାକୁ ଯୋଜନା କରୁଛି ବନ ବିଭାଗ।  More

Suspicion Grows in Love Jihad Case: ଲଭ୍ ଜିହାଦ୍ ମାମଲାରେ ବଢୁଛି ନାନା ଶଙ୍କା; ଆତଙ୍କୀ ଲିଙ୍କରେ ରହି ଅଭିଯୁକ୍ତ ଭିଆଉଥିଲା କି ସାଇବର୍ ଅପରାଧ ?

ଲଭ୍ ଜିହାଦ୍ ଭଳି ଜଘନ୍ୟ କାଣ୍ଡର ଅଭିଯୁକ୍ତ ମହମ୍ମଦ୍ ସମୀର୍ ମନସୁରର ରହିଛି କି ଆତଙ୍କୀ ଲିଙ୍କ୍ ? ଜାମ୍ମ-କାଶ୍ମୀରରୁ ଜଗତସିଂହପୁର ଭାୟା ବିହାର । ଚଳାଇ ଆସୁଥିଲା କି ସାଇବର୍ ଅପରାଧର ନେଟୱର୍କ ? More

Child Theft Scandal In Balasore: ଛୁଆ କାହାର ? କେଉଁଠୁ ଆସିଲା ? ତଦନ୍ତ କରୁଛି ପୋଲିସ

ବାଲେଶ୍ୱର ଜିଲ୍ଲା ରେମୁଣା ବିଜେଡି କାଉନସିଲରଙ୍କ ଘରୁ ୪ ମାସର ଶିଶୁ ପୁତ୍ର ଉଦ୍ଧାର ଘଟଣାରେ ପୋଲିସ ତଦନ୍ତ ଜାରି ରହିଛି । More

Shortage of Water: ଦୂଷିତ ପାଣି ପାଲଟିଛି ଜୀବନରେଖା! ଫେଲ୍ ମାରିଛି ବସୁଧା ଯୋଜନା

ଆମ୍ବୁଟାକୁଆ ଖାଇ ଡହଳବିକଳ ହେଉଥିବା କନ୍ଧମାଳର ମାଣ୍ଡିପଙ୍କା ଗାଁରେ ଏବେ ପାଣି ପାଇଁ ହାହାକାର ପରିସ୍ଥିତି । More

Loot in Bhubaneswar: ରାଜଧାନୀ ମାତିଲେ ଲୁଟେରା, ଝରକା ତାଡ଼ି ଘରୁ ଲୁଟିନେଲେ ସୁନା ଓ ଟଙ୍କା

ଏହି ଲୁଟ୍‌ ଖବର ପାଇ ଘଟଣାସ୍ଥଳରେ ସାଣ୍ଟିଫିକ୍ ଟିମ୍ ସହ ଇନଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । More

Droupadi Murmu Odisha Visit: ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି, ନୌସେନାର ସମରାଭ୍ୟାସରେ ହେବେ ସାମିଲ

ଏହି 'ଅପରେସନ ଡେମୋନଷ୍ଟ୍ରେସନ' ବା ପରିଚାଳନାଗତ ପ୍ରଦର୍ଶନୀରେ ନୌସେନା ନିଜର ଅଜେୟ ସାମୁଦ୍ରିକ କ୍ଷମତା ଓ ଶକ୍ତି ପ୍ରଦର୍ଶନ କରିବା ଲାଗି ପ୍ରସ୍ତୁତ କରିଛି । More

Panchang Today 10th November 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଗୃହ ଶାନ୍ତି ପୂଜା କରନ୍ତୁ

ସୌର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More

National Education Policy 2020: ରାଜ୍ୟରେ ଚଳିତ ଶିକ୍ଷାବର୍ଷରୁ ପ୍ରଚଳିତ ହେବ ଜାତୀୟ ଶିକ୍ଷା ନୀତି

ନୂତନ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ୪ ବର୍ଷର ସ୍ନାତକ ବା ଗ୍ରାଜୁଏସନ୍ କୋର୍ସ ଆରମ୍ଭ ହେବ । More

Subhadra Yojana: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ୨୪ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଲଣ୍ଡନରୁ ଫେରୁ ଫେରୁ ସୁଭଦ୍ରାକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା । ଆସନ୍ତା ୨୪ ତାରିଖରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । More

Mahila Commission Controversy: ସରକାର କଲେ ବରଖାସ୍ତ, ହେଲେ ୧୮ ଦିନ ପରେ ବି ଗାଦି ଛା଼ଡୁନାହାନ୍ତି ମହିଳା କମିଶନ ଅଧ୍ୟକ୍ଷା

ପଦବୀରୁ ହଟାଯିବାର ୧୮ ଦିନ ପରେ ଚେୟାର ଛାଡୁନାହାନ୍ତି ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା। More

Controversy Over Secret Cremation of Woman's Body: ଶ୍ମଶାନରେ ଶବ ଦାହ ଝମେଲା, ମୃତ ଶାଶୁଙ୍କୁ ଆଣି ବୋହୁ ସଂସ୍କାର କଲା ବେଳେ ଅଟକାଇଲା ପୋଲିସ୍

ଭୁବନେଶ୍ବର ସତ୍ୟନଗର ମଶାଣିରେ ଢେର ସମୟ ଧରି ଚାଲିଥିଲା ଏ ପାଲା । ବଡ଼ କଥା ହେଲା- ଅନ୍ତିମ ସଂସ୍କାର ଅଧାରୁ ଯାହାଙ୍କ ଦରପୋଡ଼ା ଶବକୁ ପୋଲିସ୍ ଜବତ କରିଛି- ସେ ହେଲେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ପତ୍ନୀ ଅଶ୍ରୁକଣା ପ୍ରଧାନ, ବୟସ ୭୬ । More

Boudh To Get Train Service Soon: ବୌଦ୍ଧ ଦେଖିବ ରେଳ ଆଲୁଅ; ଦ୍ରୁତ ଗତିରେ ଚାଲିଛି ୭ ଟନେଲ୍ କାମ... 

ନୟାଗଡ଼ ଡେଇଁଲେ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଆହୁରି ଆକର୍ଷଣୀୟ ହେବ ରେଳ ଯାତ୍ରା। କାରଣ ଦଶପଲ୍ଲାରୁ ବୌଦ୍ଧ ପର୍ଯ୍ୟନ୍ତ ୭ଟି ଟନେଲ ଦେଇ ଯିବ ଟ୍ରେନ।  More