ସଂକ୍ଷେପରେ ଆଜିର ତାଜା ଖବର - Saturday, 16 November 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

BJD Chairperson Loses Confidence Vote: ବିଜେପି ଅନାସ୍ଥା ଅସ୍ତ୍ରରେ ପୁଣି ଚିତପଟାଙ୍ଗ ବିଜେଡି, ହାତରୁ ଗଲା ଢେଙ୍କାନାଳ ସଦର ବ୍ଲକ

ବିଜେଡି ହାତରୁ ଖସୁଛି ଗୋଟିଏ ପରେ ଗୋଟିଏ ବ୍ଲକ୍ ଅଧ୍ୟକ୍ଷ ଆଉ ପୌରାଧ୍ୟକ୍ଷ । ଆଜି ଢେଙ୍କାନାଳ ସଦର ବ୍ଲକରେ ଅନାସ୍ଥାରେ ମାତ୍ ଖାଇଛି ବିଜେଡି । More

Elephant Census: ଓଡ଼ିଶାରେ କେତେ ହାତୀ ? ୪୮ ବନଖଣ୍ଡରେ ଚାଲିଛି ଗଣନା

ହାତୀର ଗଡ଼ କୁହାଯାଉଥିବା ଆଠଗଡ଼ରେ କେତେ ଅଛନ୍ତି ଗଜରାଜ ? ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ୫ଟି ରେଞ୍ଜରେ ହାତୀଙ୍କ ସଂଖ୍ୟା ବଢ଼ିଛି ନା ହ୍ରାସ ପାଇଛି ? More

Mahanadi Transformation: ନୂଆ ରୂପ ପାଇବ ମହାନଦୀ ପଠା; ୨୦୦ କୋଟି ଟଙ୍କାରେ ନିର୍ମିତ ହେବ ମହାନଦୀ ରିଭରଫ୍ରଣ୍ଟ

ଗୁଜରାଟର ସାବରମତୀ ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠା । ଆମ ରାଜ୍ୟର ଲାଇଫଲାଇନ କୁହାଯାଉଥିବା ମହାନଦୀ ହେବ ମହାନଦୀ ବିହାର। More

Lord Jagannath Land Fraud: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା...

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦିଆଯାଇଛି । ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ଜାଲିଆତି ଅଭିଯୋଗ ହୋଇଛି ।  More

Elephants In Odisha: ଡ୍ରୋନ କହିବ ଜଙ୍ଗଲରେ କେତେ ଅଛନ୍ତି ହାତୀ ?

ଚଳିତ ଥର ପ୍ରଥମ ଥର ଲାଗି ହାତୀ ଗଣନାରେ ବ୍ୟବହାର ହୋଇଛି ଡ୍ରୋନ୍। More

Panchang Today 16th November 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ନୂତନ ଭୂମି କ୍ରୟ କରନ୍ତୁ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ପ୍ରତିପଦ ରାତ୍ରି ୧୧.୫୦ ଗତେ ୨ୟା ଘାତଚନ୍ଦ୍ର- ବିଛା More

State Eligibility Test: ରାଜ୍ୟରେ ହେଉନି ଅଧ୍ୟାପକ ଚୟନ ସର୍ବନିମ୍ନ ଯୋଗ୍ୟତା ପରୀଷା, କରିବାକୁ ଦାବି

ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ଅଧ୍ୟାପକ ଚୟନ ନିମନ୍ତେ ସର୍ବନିମ୍ନ ଯୋଗ୍ୟତା ଭାବେ SET ( State Eligibility Test) ପରୀକ୍ଷା କରିବାକୁ ଛାତ୍ରଛାତ୍ରୀ ଏବଂ ବୁଦ୍ଧିଜୀବୀ ମହଲରେ ଦାବି ହୋଇ ଆସୁଥିଲେ ମଧ୍ୟ ୨୪ ବର୍ଷର ବିଜେଡି ସରକାର ଏ ଦିଗରେ କର୍ଣ୍ଣପାତ କରିନଥିଲା l More

Direct Flight: ଭୁବନେଶ୍ୱରରୁ ଇନ୍ଦୋର-ଡେରାଡୁନ୍-କୋଚିକୁ ଡାଇରେକ୍ଟ ଫ୍ଲାଇଟ୍‌, ଆଉ ଝାରସୁଗୁଡ଼ାରୁ...

ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଏବଂ ମୁମ୍ବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ଦିଗ ଦେବ । More

Extra Marital Affair: ବୟଫ୍ରେଣ୍ଡ ସହ ମିଶି ନିଜ ଛୁଆଙ୍କୁ ଚେଙ୍କ ଦେଲା ମାଆ !

ମୈତ୍ରୀବିହାର ଅଞ୍ଚଳର ଘଟଣାକୁ ନେଇ ରାଜଧାନୀରେ ହଇଚଇ । ଡିସିପି କହିଲେ ‘ଦୋଷୀଙ୍କୁ ମିଳିବ କଡ଼ା ଦଣ୍ଡ’ । More

Kartik Purnima: କାର୍ତ୍ତିକ ପୂର୍ଣ୍ଣିମାରେ ରାଜାରାଜେଶ୍ୱର ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ

ଜଗା ସହ ମାସକର ଭାବ ତୁଟାଇ ଫେରିଲେ ହବିଷ୍ୟାଳି । More

Similipal Tiger Reserve: ଯମୁନା ପରେ ଜିନତ୍, ଚଳଞ୍ଚଳ ଶିମିଳିପାଳ; ମହାରାଷ୍ଟ୍ରରୁ ଆସିଲା ଦ୍ୱିତୀୟ ମହାବଳ

ଶିମିଳିପାଳ ପାଇଲା ଦ୍ୱିତୀୟ ମରାଠା ବାଘୁଣୀ । ଜିନ୍‌ଗତ ବିବିଧତା ପାଇଁ ଯମୁନା ପରେ ଜିନତକୁ ନିଜର କରିଛି ରାଜ୍ୟର ସବୁଠୁ ବଡ଼ ବ୍ୟାଘ୍ର ଅଭୟାରଣ୍ୟ । More