ସଂକ୍ଷେପରେ ଆଜିର ତାଜା ଖବର - Wednesday, 27 November 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Navy Day Celebrations In Puri: ପ୍ରଥମ ଥର ଓଡ଼ିଶାରେ ପାଳନ ହେବ ନୌସେନା ଦିବସ; ୫୦ରୁ ଅଧିକ ଏୟାରକ୍ରାଫ୍ଟ ଦେଖାଇବେ ରଣକୌଶଳ

ଡିସେମ୍ବର ୪ରେ ପାଳନ ହେବ ନୌସେନା ଦିବସ। ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  More

Ration Card: ଭୂତ ଖାଉଛନ୍ତି ରାସନ; ସତ ଧରିଛି  E-KYC, ମଲା ଲୋକଙ୍କ ନାଁରେ ବୁହା ଚାଲିଛି ସରକାରୀ ଚାଉଳ

ରାଜ୍ୟରେ ଧରା ପଡ଼ିଛନ୍ତି ଲକ୍ଷେ ୭୭ ହଜାରରୁ ଅଧିକ ଭୂତ ରାସନକାର୍ଡ ହିତାଧିକାରୀ। ଆସେମ୍ଲିରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଏ ଉତ୍ତର ସମସ୍ତଙ୍କୁ ତାଜୁବ କରିଛି।  More

Ration Card: ‘ଭୂତ ଖାଉଥିଲେ ରାସନ ଚାଉଳ, ରାଜ୍ୟରେ ୧ ଲକ୍ଷ ୭୭ ହଜାର ୬୮ ଜଣ ମୃତ ହିତାଧିକାରୀ ଚିହ୍ନଟ’

ଇ-କେୱାଇସି ବେଳେ ଏକ ଲକ୍ଷ 77 ହଜାର 68 ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । ବାଲେଶ୍ବର ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।  More

IAS Sujata Karthikeyan: ମିସେସ୍ ପାଣ୍ଡିଆନ୍‌ଙ୍କ ଛୁଟି ବାତିଲ୍; ଆଜିଠୁ କାର୍ଯ୍ୟରେ ଯୋଗଦେଲେ

କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ । ୬ ମାସ ଛୁଟିରୁ ଫେରିବା ପରେ ଆଜି ଚାକିରିରେ ଯୋଗ ଦେଇଛନ୍ତି। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଯୋଗ ଦେଇଛନ୍ତି ସୁଜାତା। More

Panchang Today 27th November 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଗୃହ ଶାନ୍ତି ପୂଜା କରନ୍ତୁ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More

ECMO Machine: ଚିକିତ୍ସା କ୍ଷେତ୍ରରେ ଏକମୋ ମେସିନର ମିରାକେଲ୍

SCBରେ ୯ ଏକମୋ ମେସିନ ସତ୍ତ୍ବେ କାହିଁକି ନଗଣ୍ୟ ସଫଳତା ହାର ? More

Paddy Procurement: ନୂଆ ସରକାର, ନୂଆ ନିୟମ; ତଥାପି ଯାଉନି ଚାଷୀଙ୍କ ଚିନ୍ତା!

ନୂଆ ସରକାର, ନୂଆ ନିୟମ ଓ ଧାନ ପାଇଁ ମିଳିବ କୁଇଣ୍ଟାଲ୍ ପିଛା ୩୧ଶହ ଟଙ୍କା । More

Mohan Majhi: ଅଟକାଇ ପାରିଲାନି ପଦବି-କ୍ଷମତା-ଦାୟିତ୍ୱ ଭାର, ବନ୍ଧୁଙ୍କ ଦେହାନ୍ତ ପରେ ଗସ୍ତ ବାତିଲ କଲେ ସିଏମ୍

ସାଧାରଣ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଶେଷ ଥର ପାଇଁ ଆଖି ପୂରେଇ ଦେଖି ନେବାକୁ, ଗତକାଲି ଜରୁରୀ ଦିଲ୍ଲୀ ଗସ୍ତ ବାତିଲ କରିବାକୁ ପଛାଇନଥିଲେ ମୋହନ । More

Subhadra Yojana: ୨୦୨୫ ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଡେଡଲାଇନ୍

୮ ତାରିଖରେ ମିଳିବ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା । ମିଡିଆ ରିପୋର୍ଟ ପରେ ବଣ୍ଡା ଘାଟି ନେଇ ଚେତିଲା ପ୍ରଶାସନ । More

Rajya Sabha By Election: କିଏ ଯିବେ ରାଜ୍ୟସଭା? କାହାକୁ ପ୍ରାଇଜ ଦେବ ଦଳ ?

ମମତାଙ୍କ ଷ୍ଟାଇଲରେ ବିଜେପିରୁ ରାଜ୍ୟସଭା ଯିବେ କି ସୁଜିତ କୁମାର ? ନା ଆଉ କାହାକୁ ପ୍ରାଇଜ ଦେବ ଦଳ ? More