• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 28 November 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Satyendu Shekher Mishra
  • 2 months ago

Subhadra Yojana: କମ୍ ରେଜିଷ୍ଟ୍ରେସନ ଓ ଅଧିକ ଫର୍ମ ଖାରଜ ଅଞ୍ଚଳକୁ ଫୋକସ୍

କମ୍ ରେଜିଷ୍ଟ୍ରେସନ ଓ ଅଧିକ ଫର୍ମ ଖାରଜ ଅଞ୍ଚଳକୁ ଫୋକସ୍ । ଆଦିବାସୀ ଅଞ୍ଚଳକୁ ବେଶୀ ଫୋକସ୍ ଦିଆଯାଉଛି- ଉପ-ମୁଖ୍ୟମନ୍ତ୍ରୀ । More
  • Swadesi Megha Mallhar Prusty
  • 2 months ago

Tight Security in Bhubaneswar: ପୋଲିସ ମୁଖିଆମାନଙ୍କ ମାନସ ମନ୍ଥନ, ପନ୍ନୁର ଧମକ ପରେ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ

ସମ୍ମିଳନୀକୁ ଉଦଘାଟନ କରିବେ ଗୃହମନ୍ତ୍ରୀ ଅମିତ ଶାହ । ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି କଫରେନ୍ସରେ ଯୋଗ ଦେବେ । More
  • Satyendu Shekher Mishra
  • 2 months ago

PMAY: ଖୁସି ଖବର ! ବାଇକ୍-ଫ୍ରିଜ୍-ଲ୍ୟାଣ୍ଡଫୋନ୍ ଥିଲେ ବି ମିଳିପାରେ ଆବାସ..

ସବୁ ଜିଲ୍ଲାପାଳଙ୍କ ପାଖକୁ ପଠାଗଲା ନୂଆ ଗାଇଡଲାଇନ୍ । ଘରେ ଥାଇ ଅନଲାଇନରେ ଜାଣି ହେବ ଆବେଦନପତ୍ର ଷ୍ଟାଟସ୍ । More
  • Sujit kumar Swain
  • 2 months ago

Sex Racket In Bhubaneswar: ରାଜଧାନୀରେ ଚାଞ୍ଚଲ୍ୟ; ଖଣ୍ଡଗିରିରେ ସେକ୍ସ ରାକେଟ୍‌ ଠାବ, ୪ ଯୁବତୀଙ୍କୁ ଉଦ୍ଧାର କଲା ପୋଲିସ

ଖଣ୍ଡଗିରି ଅଞ୍ଚଳରୁ ଠାବ ହେଲା ସେକ୍ସ ରାକେଟ। ବାଂଲାଦେଶୀ ଯୁବତୀ ସେକ୍ସ ରାକେଟ ଚଳାଉଥିବା ସନ୍ଦେହ କରାଯାଉଛି। ୪ ଯୁବତୀଙ୍କୁ ଉଦ୍ଧାର କରି ଛାନଭିନ୍ ଚଳାଇଛି ପୋଲିସ। More
  • Sujit kumar Swain
  • 2 months ago

Subhadra Yojana: ‘ସୁଭଦ୍ରା’କୁ ନେଇ ଆସିଲା ବଡ଼ ସୂଚନା; ‘୧୫ ଦିନ ଭିତରେ ସରିବ ରିଜେକ୍ସନ ଯାଞ୍ଚ’

୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ବ ଦିଆଯାଉଛି ବୋଲି ମଧ୍ୟ କହିଛନ୍ତି । More
  • Pallipuspa Samal
  • 2 months ago

Panchang Today 28th November 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More
  • Santosh Kumar Sahoo
  • 2 months ago

PM Narendra Modi's Odisha Visit: ମୋଦି-ଶାହଙ୍କ ଗସ୍ତ ଆଗରୁ ବଢ଼ିଲା ପଲିଟିକାଲ୍ ପାରା, ବିଜେଡି ଅସନ୍ତୁଷ୍ଟ ବିଜେପିକୁ ଡେଇଁବା ନେଇ ବୟାନବାଜି

ଆସୁଛନ୍ତି ମୋଦି । ଓଡ଼ିଶାରେ କାଟିବେ ତିନି ଦିନ । ନିର୍ବାଚନୀ ପ୍ରତିଶ୍ରୁତି ସହ ସରକାରୀ ଯୋଜନାର କରିବେ ସମୀକ୍ଷା । ଏହା ସହ ବିଜେପି ସାଂସଦ ଓ ବିଧାୟକଙ୍କ ରିପୋର୍ଟ କାର୍ଡ ବି ପରଖିବେ । More
  • Santosh Kumar Sahoo
  • 2 months ago

IAS Sujata Karthikeyan: ଫେରିଲେ ସୁଜାତା କାର୍ତ୍ତିକେୟନ, ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ ଭାବେ କଲେ ଜଏନ୍

ନଭେମ୍ବର ୨୭। ପାଣ୍ଡିଆନ ଦମ୍ପତିଙ୍କ ପାଇଁ ସଂଯୋଗ ନା ଦୁର୍ଯୋଗ ? ନଭେମ୍ବର ୨୭, ୨୦୨୩ରେ ଆଇଏଏସ୍ ଚାକିରି ଛାଡ଼ି ରାଜନୀତିରେ ଯୋଗ ଦେଇଥିଲେ ଭି. କାର୍ତ୍ତିକେୟନ ପାଣ୍ଡିଆନ । More
  • Santosh Kumar Sahoo
  • 2 months ago

Child Trafficking in Bhubaneswar: ରାଜଧାନୀକୁ ଗ୍ରାସିଲା ଶିଶୁବିକ୍ରି କଳଙ୍କ, ୪ ବର୍ଷର ଝିଅକୁ ବିକିଦେଲେ ବିହାରୀ ଦଂପତି

ରାଜଧାନୀରେ ହଇଚଇ ! ୪୦ ହଜାର ଟଙ୍କାରେ ପିଲା ବିକ୍ରି ! ୪ ବର୍ଷର ଅବୋଧ କନ୍ୟାଶିଶୁକୁ ଅନ୍ୟ ହାତରେ ଟେକିଦେଲେ ବାପା ଓ ସାବତ ମାଆ । ସଭ୍ୟ ସମାଜକୁ ଲଜ୍ଜିତ କଲା ଭଳି ଏ ଘଟଣା ଘଟିଛି ଖୋଦ୍ ଭୁବନେଶ୍ବର ବଡଗଡ଼ ଥାନା ଅଞ୍ଚଳରେ । More
  • Sujit kumar Swain
  • 2 months ago

Navy Day Celebrations In Puri: ପ୍ରଥମ ଥର ଓଡ଼ିଶାରେ ପାଳନ ହେବ ନୌସେନା ଦିବସ; ୫୦ରୁ ଅଧିକ ଏୟାରକ୍ରାଫ୍ଟ ଦେଖାଇବେ ରଣକୌଶଳ

ଡିସେମ୍ବର ୪ରେ ପାଳନ ହେବ ନୌସେନା ଦିବସ। ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  More
  • Sujit kumar Swain
  • 2 months ago

Ration Card: ଭୂତ ଖାଉଛନ୍ତି ରାସନ; ସତ ଧରିଛି  E-KYC, ମଲା ଲୋକଙ୍କ ନାଁରେ ବୁହା ଚାଲିଛି ସରକାରୀ ଚାଉଳ

ରାଜ୍ୟରେ ଧରା ପଡ଼ିଛନ୍ତି ଲକ୍ଷେ ୭୭ ହଜାରରୁ ଅଧିକ ଭୂତ ରାସନକାର୍ଡ ହିତାଧିକାରୀ। ଆସେମ୍ଲିରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଏ ଉତ୍ତର ସମସ୍ତଙ୍କୁ ତାଜୁବ କରିଛି।  More