ସଂକ୍ଷେପରେ ଆଜିର ତାଜା ଖବର - Monday, 09 December 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Sujeet Kumar: ରିପିଟ୍ ହେଲା ମମତା ମହନ୍ତ ଥିଓରୀ, ସୁଜିତ୍ କୁମାରଙ୍କୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେପି

ବିଜେଡି ଛାଡ଼ି ବିଜେପି ଆସିଲେ । ଆଉ ରାଜ୍ୟସଭା ପ୍ରାର୍ଥୀ ହେଲେ । ସବୁ ଚର୍ଚ୍ଚାର ଅବସାନ ଘଟାଇ ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର l More

Accident In Odisha: ତିନି ମର୍ମନ୍ତୁଦ ଦୁର୍ଘଟଣା; ୨ ମୃତ, ୯ଜଣ ଗୁରୁତର...

କଣ୍ଟେନର ଧକ୍କାରେ ଚୂର୍ ମାର ହୋଇଗଲା ଘର । ବରଗଡ଼ ସଦର ଥାନା ତୁରୁଙ୍ଗା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।  More

Panchang Today 9th December 2024: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More

CAG find Irregularities: ମହାମାରୀ ନାଁରେ ମହା ଘୋଟାଲା; ସତ ଧରିଲେ ସିଏଜି, ଜୋର ଧରିଲା ରାଜନୀତି

କୋଭିଡ୍ ପରିଚାଳାନାରେ ବ୍ୟାପକ ଅନିୟମିତତା । ବିଲ୍ ଯାଞ୍ଚ ନକରି କୋଭିଡ୍ ପରିଚାଳନା ଲାଗି ଘରୋଇ ହସ୍ପିଟାଲକୁ ଦିଆଯାଇଛି କୋଟି କୋଟି ଟଙ୍କା । ସିଏଜି ଧରିଲେ ଅନିୟମିତତା । More

CBI Raid in Bhubaneswar: ରାଜଧାନୀର ଛାତି ଉପରେ କୋଟିଏ ଟଙ୍କାର ଟେଣ୍ଡର ଫିକ୍ସିଂ! ୩ ଗିରଫ, ଘାଣ୍ଟୁଛି ସିବିଆଇ

ସରକାରୀ ଉଦ୍ୟୋଗ ବ୍ରିଜ୍ ଆଣ୍ଡ୍ ରୁଫ କଂପାନୀ ଉପରେ ମେଗା ରେଡ୍... ରାଜଧାନୀର ଛାତି ଉପରେ ରାତିରେ ହୋଇଛି ଚଢ଼ାଉ... ଛାପା ମାରିଛି CBI । More

Srimandir Ratna Bhandar: ଡିସେମ୍ବର ୧୬ରୁ ରତ୍ନଭଣ୍ଡାର ମରାମତି; ଜାନୁଆରୀ ସୁଦ୍ଧା ସରିବ ଅଳଙ୍କାର ଗଣତି-ମଣତି !

ଡିସେମ୍ବର ୧୬ରୁ ଆରମ୍ଭ ହୋଇପାରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଗତ ସେପ୍ଟେମ୍ବର ମାସରେ ରତ୍ନଭଣ୍ଡାର GPR-GPS ରିପୋର୍ଟ ଆସିବା ପରେ ଏବେ ମରମତି କାର୍ଯ୍ୟ ଆରମ୍ଭ ଲାଗି ପ୍ରସ୍ତୁତ ହୋଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା।  More

CM Mohan Majhi Supports Farmers: ପ୍ରତିଶ୍ରୁତି ପୂରଣ କଲେ ମୋହନ ସରକାର, ଅନ୍ନଦାତାଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା

ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା ... ମଣ୍ଡିରେ ଧାନ ବିକି ଥିବା ଚାଷୀ ଡିବିଟି ମାଧ୍ୟମରେ କୁଇଣ୍ଟାଲ ପିଛା ପାଇଲେ ୩୧ଶହ ଟଙ୍କା । More

IPS DS Kutey: ଆଶିଷଙ୍କ ପରେ କେନ୍ଦ୍ରୀୟ ଡେପୁଟେସନରେ IPS ଡି.ଏସ୍‌ କୁଟ୍ଟେ

କେନ୍ଦ୍ରୀୟ ଡେପୁଟେସନରେ ଯିବେ IPS ଡି.ଏସ୍ କୁଟ୍ଟେ । ବିଏସ୍ଏଫ୍ ଆଇଜି ଭାବେ ଡେପୁଟେସନରେ ଯିବେ କୁଟ୍ଟେ । ଏବେ ସେ ଗୃହ ବିଭାଗର ଓଏସଡି ଅଛନ୍ତି । More