ସଂକ୍ଷେପରେ ଆଜିର ତାଜା ଖବର - Wednesday, 11 December 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Online Gaming: ଆଇ.ଜିଙ୍କ ବଡ଼ ବୟାନ: ଅନଲାଇନ ଗେମ୍‌ରୁ ଅପରାଧୀ ପାଳଟିଯାଉଛନ୍ତି ଯୁବପିଢ଼ି

ଆମେ ତଦନ୍ତ କରୁଥିବା ଅଧିକାଂଶ ମାମଲାରେ ସଂପୃକ୍ତ ଯୁବପିଢ଼ି। ସେମାନଙ୍କ ଭିତରୁ ଅଧିକାଂଶ ଅନଲାଇନ୍‌ ଗେମ୍‌ ଖେଳି ଲକ୍ଷ ଲକ୍ଷ ଟଙ୍କା ହାରି ଯାଉଛନ୍ତି । ତା’ ପରେ ପାଳଟିଯାଉଛନ୍ତି ଅପରାଧୀ । ଏମିତି କହିଛନ୍ତି ଉତ୍ତରାଂଚଳ ଆଇ.ଜି ହିମାଂଶୁ ଲାଲ। More

Naveen Under Fire: ମହିଳାଙ୍କ ପାଇଁ କାହିଁକି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ନବୀନ ?

କାହିଁକି ନବୀନଙ୍କ ଛାତି ଫାଟି ପଡ଼ୁଛି ? ରାଜରାସ୍ତାରେ ହଜାର ହଜାର ମହିଳାଙ୍କୁ କାହିଁକି ବସାଇଛନ୍ତି ? ରାଜ୍ୟରେ ୨୪ ବର୍ଷର ସରକାରୀ ଶାସନ କରିବା ପରେ ଗଣମାଧ୍ୟମ ଆଗରେ ନବୀନଙ୍କ ବିବୃତି ପରେ ବିଜେପି ରଖିଛି କଡ଼ା ଆଭିମୁଖ୍ୟ । More

Panchang Today 11th December 2024: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୧୧.୪୭ ଗତେ ମେଷ। ତିଥି-୧୧ ଶୀ ରାତ୍ରି ୦୧.୦୯ ଗତେ ୧୨ଶୀ। ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୧.୪୭ ଗତେ ମେଷ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୧.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ। More

Suresh Pujari: ବାହାରେ ଛକିଛି ଭିଜିଲାନ୍ସ, ଯିଏ ଲାଞ୍ଚ ନେବ...ସିଏ ଯିବ

ଖଣ୍ଡଗିରି ସବରେଜିଷ୍ଟ୍ରାର୍ ଅଫିସ୍‌ର କନିଷ୍ଠ କିରାଣି ଦେବଯାନୀ କର । ଯାହାଙ୍କ ଚାକିରି କାଳକୁ ପୂରିଛି ମାତ୍ର ୪ ବର୍ଷ । ଅଥଚ ଗ୍ରାସିଥିଲା ଲାଞ୍ଚର ମୋହ । More

Mission Shakti: ମିଶନ ଶକ୍ତି ସଦସ୍ୟାଙ୍କ ଧାରଣା, ତେଜିଲା ପଲିଟିକ୍ସ; ସରକାରଙ୍କୁ ନିଶାନା କଲେ ବିରୋଧୀ

୯ ମାସର ବକେୟା ଦରମାକୁ ନେଇ ଗାନ୍ଧି ମାର୍ଗରେ ଗର୍ଜୁଛନ୍ତି ମିଶନ ଶକ୍ତି ମହିଳା । ରାଜ୍ୟ ସରକାରଙ୍କୁ ଘେରିବା ସହ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ୬ଟି ସଙ୍ଘକୁ ନେଇ ଗଠନ ହୋଇଥିବା ଅଲ୍ ଓଡ଼ିଶା GPLF ବା ଗ୍ରାମ ପଂଚାୟତ ଲେଭେଲ୍ ଫେଡେରସନ୍ । More

Pravasi Bharatiya Divas: ପ୍ରବାସୀ ଭାରତୀୟ ଦିବସ ପାଇଁ କାଉଣ୍ଟଡାଉନ୍, ଭୂମିପୂଜା ପରେ ଆଜିଠୁ ନିର୍ମାଣ କାମର ଶ୍ରୀଗଣେଶ

ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ କାଉଣ୍ଟଡାଉନ୍ । ଓଡ଼ିଶା ପ୍ରଥମ ଥର ଆୟୋଜନ କରୁଛି ଏହି ମେଗା ଇଭେଣ୍ଟ । ହାତରେ ପାଖାପାଖି ମାସେ ସମୟ ରହିଲା। ଏଥିପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । More

Bhubaneswar Ring Road Project: ଟ୍ରାଫିକ ଯନ୍ତ୍ରଣାରୁ ମୁକ୍ତ ହେବ ରାଜଧାନୀ, କ୍ୟାପିଟାଲ ସିଟିକୁ ଘେରି ରହିବ ରିଂ ରୋଡ୍

ଭୁବନେଶ୍ବର ସହରରେ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହ ତାଳ ଦେଇ ଯେଉଁଭଳି ଯାନବାହନ ସଂଖ୍ୟା ବଢ଼ି ଚାଲିଛି, ସେଥିରେ ଲୋକେ କଲବଲ ହେଉଛନ୍ତି । ତେଣୁ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । More

Ratna Bhandara: ୧୭ରୁ ରତ୍ନଭଣ୍ଡାର ମରାମତି, ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି

ଶନିବାର, ରବିବାର ଓ ବିଶେଷ ଦିନରେ ମରାମତି ନ କରିବାକୁ ପରାମର୍ଶ ଦିଆଯାଇଛି । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦିନ ୧ଟାରୁ ସଂଧ୍ୟା ୫/୬ଟା ଯାଏଁ ମରାମତି କାମ ହେବ । More