• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 14 December 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 1 month ago

IAS Bishnupada Sethi: CBI ସ୍କାନରରେ IAS ବିଷ୍ଣୁପଦ ସେଠୀ, ୩ ଡ୍ରାଇଭରଙ୍କୁ ଜେରା ସହ ବାବୁଙ୍କୁ ହାଜର ପାଇଁ ସମନ୍

ଭୁବନେଶ୍ୱରରୁ ୧୦ ଲକ୍ଷ ଲାଞ୍ଚ ଜବତ ଘଟଣାରେ ଲିଙ୍କର ଚେର ଖୋଜି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିଷ୍ଣୁପଦଙ୍କ ପାଖରେ ପହଞ୍ଚିବା ପରେ ପାୱାର କରିଡରରେ ହଇଚଇ । More
  • Satyendu Shekher Mishra
  • 1 month ago

Odisha Politics: ଦୋଛକିରେ BJD.. ଦ୍ୱନ୍ଦ୍ୱରେ ନେତା; ବିଗିଡ଼ିଲାଣି ସଂଗଠନ.. ଦୋହଲିଗଲାଣି ନେତୃତ୍ୱ !

ବିଜେଡିର ସଭ୍ୟସଂଗ୍ରହ ଅଭିଯାନ ଏକପ୍ରକାର ଫେଲ୍ । ଜାତୀୟ ରାଜନୀତିରୁ ପ୍ରଭାବ ହରାଇ ଚାଲିଛି ବିଜେଡି । More
  • Sujit kumar Swain
  • 1 month ago

Online Gaming: ଯୁବପୀଢ଼ିଙ୍କୁ ବିଗାଡୁଛି ଅଙ୍ଗୁଳି ଟିପରେ ରୋଜଗାର ନିଶା; ଅନଲାଇନ ଗେମ୍ ଖେଳି ହେଉଛନ୍ତି ସର୍ବସ୍ବାନ୍ତ

ଅନଲାଇନ ଗେମରେ ଲକ୍ଷ ଲକ୍ଷ ଟଙ୍କା ଶ୍ରାଦ୍ଧ କରୁଛନ୍ତି ଯୁବପୀଢ଼ି । ଧାର କରଜ ଶୁଝିବା ପାଇଁ କିଏ କରୁଛନ୍ତି ବ୍ୟାଙ୍କ ଡକାୟତି ତ ଆଉ କିଏ କରୁଛନ୍ତି ଛିନତାଇ । More
  • Sujit kumar Swain
  • 1 month ago

Tigress Jinnat: ଝାଡ଼ଖଣ୍ଡ ଜଙ୍ଗଲରେ ବାଘୁଣୀ ଜିନତ୍, ଟେନସନରେ ବନ ବିଭାଗ

ମହାବଳ ବଂଶ ବିସ୍ତାର ପାଇଁ ଶିମିଳିପାଳ ଆସିଥିବା ବାଘୁଣୀ ଜିନତ୍ ହଠାତ୍ ଝାଡ଼ଖଣ୍ଡ ଜଙ୍ଗଲକୁ ପଳାଇବାକୁ ନେଇ ହରଡ଼ଘଣାରେ ବନ ବିଭାଗ। ପୁଣି ଫେରିବ କି ନାହିଁ, ଆଶଙ୍କା। More
  • Sonali Ojha
  • 1 month ago

Pregnant Woman Shot Dead: ଗର୍ଭବତୀଙ୍କୁ ଗୁଳି ଘଟଣାରୁ ଉଠିଲା ପରଦା; ସ୍ୱାମୀ ହିଁ ରଚିଥିଲା ହତ୍ୟାର ବ୍ଲୁ ପ୍ରିଣ୍ଟ

ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବେନ୍ ବେହେରାଙ୍କୁ ଗତ ବର୍ଷ ଫେବୃଆରୀରେ ବିବାହ କରିଥିଲେ ଛେଣ୍ଡିପଦାର ସୌମ୍ୟା। ଗର୍ଭରେ ଖେଳୁଥିଲା ୭ ମାସର ରକ୍ତ ମାଂସର ପିଣ୍ଡୁଳାଟିଏ। ୨ ମାସ ପରେ ପାଦ ଥାପିଥାନ୍ତା । ହେଲେ ସ୍ୱାମୀର ଗୁଳିମାଡ଼ ଯୋଗୁ ମା’ ତ ଚାଲିଗଲା, ସେହି ମା’ର ଗର୍ଭରେ ଆଖିବୁଜିଲା ୭ ମାସର ଗର୍ଭସ୍ଥ ସନ୍ତାନ। More
  • Sonali Ojha
  • 1 month ago

FIR against Munna Khan: ପ୍ରାର୍ଥନାକୁ କଦର୍ଥ କରିବା ପଡ଼ିଲା ମହଙ୍ଗା; ସାଂସଦ ମୁନ୍ନା ଖାଁଙ୍କ ନାଁରେ ଏତଲା

ଅତି ପ୍ରିୟ ଓ ପରିଚିତ ପ୍ରାର୍ଥନାକୁ କଦର୍ଥ କରି ସାଂସଦ ମୁନ୍ନା ଖାଁ ଅଡ଼ୁଆରେ ପଡ଼ିଛନ୍ତି। କବିଙ୍କୁ ତାତ୍ସଲ୍ୟ କରି କିଛି ଠିକ୍ କରି ନାହାଁନ୍ତି। ତାଙ୍କର କ୍ଷମା ପ୍ରାର୍ଥନାରେ ରାମକୃଷ୍ଣ ପ୍ରେମୀ ସନ୍ତୁଷ୍ଟ ନୁହଁନ୍ତି। More