• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 17 December 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 1 month ago

IAS Bishnupada Sethi: ପଦରୁ ହଟିଲେ IAS ବିଷ୍ଣୁପଦ ସେଠୀ, OSD ଭାବେ ବଦଳି କଲେ ରାଜ୍ୟ ସରକାର

ବିଷ୍ଣୁପଦ ସେଠୀଙ୍କ ସ୍ଥାନରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ସଞ୍ଜୀବ ମିଶ୍ରଙ୍କୁ ଦାୟିତ୍ବ ମିଳିଛି । ଏଥିସହ IAS ମନୋଜ ସାହୁଙ୍କୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦାୟିତ୍ବ । More
  • Swadesi Megha Mallhar Prusty
  • 1 month ago

Repair Work of Puri Ratna Bhandar: ରତ୍ନଭଣ୍ଡାରକୁ ପ୍ରବେଶ କଲା ASI, ପ୍ରଥମ ଦିନରେ ସରିଲା ଭାରାବନ୍ଧା

ପୁରୀ ଟ୍ରେଜେରିରୁ ଚାବି ଆସିଲା .. ଭାରା ବନ୍ଧା ହେଲା । ଆଗେ ଛଡ଼ାଯିବ ଚୂନ ପ୍ଲାଷ୍ଟର । ତାପରେ ଆରମ୍ଭ ହେବ ମରାମତି । More
  • Sujit kumar Swain
  • 1 month ago

IAS Bishnupada Sethi: ବିଷ୍ଣୁପଦ-ଚଞ୍ଚଲଙ୍କ ଲିଙ୍କ୍‌କୁ ନେଇ ଆସିଲା ବଡ଼ ଖବର: ଦିଲ୍ଲୀରେ ହାଜର ହେବେ IAS ବିଷ୍ଣୁପଦ !

ଦିଲ୍ଲୀରେ ହାଜର ହୋଇପାରନ୍ତି IAS ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ CBIକୁ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି । More
  • Sujit kumar Swain
  • 1 month ago

Potato Mission Faces Hurdles: ଆଳୁ ମିଶନରେ ପଚା ବିହନ; ସଫଳ ହେବ ତ ରାଜ୍ୟ ସରକାରଙ୍କ ମିଶନ ?

ଚାଷୀଙ୍କୁ ପଚା ଆଳୁ ଦେଉଛି ଉଦ୍ୟାନ ବିଭାଗ ! ପଚା ଆଳୁରେ କେମିତି ଫଳାଇବେ ସୁନା ଚିନ୍ତାରେ ଚାଷୀ। ବାହାର ରାଜ୍ୟ ଉପରେ ଆଳୁ ପାଇଁ ଆଉ ନିର୍ଭର ନ କରି ନିଜେ ସ୍ବାବଲମ୍ବୀ ହେବାକୁ ରାଜ୍ୟ ସରକାରଙ୍କ ଆଳୁ ମିଶନ । More
  • Sujit kumar Swain
  • 1 month ago

Previous BJD Govt Shielded Criminals: BJDକୁ ଟାର୍ଗେଟ୍ କଲେ ମୁଖ୍ୟମନ୍ତ୍ରୀ; କହିଲେ-'ପୋଲିସକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର କରୁଥିଲା ପୂର୍ବ ସରକାର'

କଟକରେ ପୂର୍ବ ସରକାରକୁ ଟାର୍ଗେଟ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶା ହାବିଲଦାର କନଷ୍ଟେବଲ୍ ସିପାହୀ ମହାସଂଘ ବାର୍ଷିକ ଉତ୍ସବରେ ଟାର୍ଗେଟ୍ । More
  • Pallipuspa Samal
  • 1 month ago

Panchang Today 17th December 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ.... More
  • Sujit kumar Swain
  • 1 month ago

Puri Srimandir Ratna Bhandar: ଆଜିଠୁ ବହୁ ପ୍ରତୀକ୍ଷିତ ରତ୍ନଭଣ୍ଡାର ମରାମତି କାମ; ସମସ୍ତେ ପିନ୍ଧିବେ ପାରମ୍ପରିକ ପୋଷାକ

ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେପଟେମ୍ବର 21 ଓ 22 ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଏବଂ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ।  More
  • Sujit kumar Swain
  • 1 month ago

Odisha Cold Wave: ଶୀତରେ ଥରୁଛି ସାରା ଓଡ଼ିଶା, ଆସୁଛି ବର୍ଷା, ଚିନ୍ତାରେ ଚାଷୀ...

ରାଜ୍ୟରେ ଗଲା କିଛି ଦିନ ହେବ ଅନୁଭୂତ ହେଉଛି ଅସହ୍ୟ ଜାଡ। କଳାହାଣ୍ଡିରୁ କଟକ, କନ୍ଧମାଳରୁ କେନ୍ଦୁଝର। ହଠାତ୍ ମାଡି ଆସିଥିବା ଥଣ୍ଡାରେ ଥରୁଛି ସାରା ରାଜ୍ୟ। ୪ ଡିଗ୍ରୀକୁ ଖସି ଆସିଲାଣି ପାରଦ। More
  • Santosh Kumar Sahoo
  • 1 month ago

PM Narendra Modi: ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ହେବେ ସାମିଲ

ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । More
  • Santosh Kumar Sahoo
  • 1 month ago

Bishnupada Sethi: ଖୋଲୁଛି ବିଷ୍ଣୁପଦ-ଚଞ୍ଚଲ ଲିଙ୍କର ଗୁମର, CBI ରେଡ୍‌ର ଦିନକ ପୂର୍ବରୁ ଭେଟଘାଟକୁ ନେଇ ପ୍ରଶ୍ନ

ବିଷ୍ଣୁପଦ-ଚଞ୍ଚଲ ମୁଖାର୍ଜୀ ଲିଙ୍କର ଖୋଲୁଛି ଗୁମର । ୭ରେ ସିବିଆଇ ରେଡ୍ । ତା’ର ଦିନକ ପୂର୍ବରୁ ୫ରେ ବିଷ୍ଣୁପଦଙ୍କୁ ଭେଟିଥିଲେ ବ୍ରିଜ ଆଣ୍ଡ ରୁଫ୍ କଂପାନୀର ଗ୍ରୁପ୍ ଜେନେରାଲ ମ୍ୟାନେଜର ଚଞ୍ଚଲ ମୁଖାର୍ଜୀ । More
  • Santosh Kumar Sahoo
  • 1 month ago

Ratna Bhandar: କାଲିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି, ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଫୋକସ୍

ଅନ୍ତ ହେବାକୁ ଯାଉଛି ଆଉ ଏକ ବଡ଼ ପ୍ରତୀକ୍ଷା । ୫ ଦଶନ୍ଧି ପରେ ରତ୍ନଭଣ୍ଡାର ଖୋଲିଲା । ଆଉ ଏହାର ୫ ମାସ ପରେ ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଦୀର୍ଘଦିନର ଚିନ୍ତା, ଉଦବେଗକୁ ଆଶ୍ବସ୍ତ କରି କାଲିଠୁ ଆରମ୍ଭ ହେଉଛି ଭଣ୍ଡାର ଘର ମରାମତି । More
  • Santosh Kumar Sahoo
  • 1 month ago

Why does BJD continue supporting BJP: କେଉଁ ଭୟରେ ପୀଡ଼ିତ ବିଜେଡି ? ସତ୍ତାରୁ ଯିବା ପରେ ବି ତୁଟୁନି କେନ୍ଦ୍ରୀୟ ବିଜେପି ମୋହ

ସତ୍ତାରୁ ଯିବା ପରେ ବି ବିଜେଡିର ସମର୍ଥନ ବିଜେପି ସହ। ଭୟ ନା ଭକ୍ତି ନା ଆଉ କିଛି ? ଦିଲ୍ଲୀରେ ବିଜେଡି ସ୍ବର କମୁଥିବା ବେଳେ ଅନାସ୍ଥାକୁ ବିରୋଧ କାହିଁକି କରୁଛି ବିଜେଡି ? More
  • Swadesi Megha Mallhar Prusty
  • 1 month ago

Severe Cold: ଶୀତରେ ଥରୁଛି ସାରା ଓଡ଼ିଶା, କାଲିଠୁ ୩ଦିନ ଯାଏଁ ପୁଣି ବର୍ଷା ସମ୍ଭାବନା !

ସଞ୍ଜ ନଉଁ ନଉଁ ଖସି ଖସି ଆସୁଛି ପାରଦ, ଆଉ ରାତିରେ ମାଡି ଆସୁଛି ଅସମ୍ଭାଳ ଜାଡ । ଲାଞ୍ଜିଗଡ, ଏମ୍. ରାମପୁର, କାଟକୁରା, ଡୁମେରପଦର, ସିରିମସ୍କା, କର୍ଲାଘାଟ ଓ ଅଡରି ଅଂଚଳରେ ଅସହ୍ୟ ହେଲାଣି ଶୀତ । ରାତି ତ ରାତି, ଦିନ ବେଳା ବି ଦେହ ଥରିଉଠୁଛି । More