• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 21 December 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 1 hour ago

LAccMI Bus Services: ବ୍ଲକରୁ ଜିଲ୍ଲା ମହକୁମା କେବେ ଚାଲିବ ଲକ୍ଷ୍ମୀବସ୍ ? ବସଷ୍ଟାଣ୍ଡରେ ପଡ଼ି ପାଲଟିଲାଣି ଅସାମାଜିକଙ୍କ ଆଡ୍ଡାସ୍ଥଳୀ 

ଲକ୍ଷ୍ମୀ ବସ୍। ହତଶିରୀ ସ୍ଥିତି। କୋରାପୁଟ ହେଉ କି ରାୟଗଡ଼ା, ନବରଙ୍ଗପୁର ହେଉ ଅବା ମାଲକାନଗିରି। ସବୁଠି ବସ୍‌ଷ୍ଟାଣ୍ଡରେ ଖତ ଖାଉଛି ଶୀତତାପ ନିୟନ୍ତ୍ରିତ ଅରଖ ନୂଆ ଲକ୍ଷ୍ମୀ ବସ୍।  More
  • Sujit kumar Swain
  • 1 hour ago

Endowment Department: ସ୍ଥାଣୁ ସ୍ଥିତିରେ ରାଜ୍ୟ ଦେବୋତ୍ତର ବିଭାଗ ! ୧୮୯ କର୍ମଚାରୀ ପଦବୀରୁ ଖାଲି ପଡ଼ିଛି ୧୩୬

ସତରେ କଣ ସ୍ଥାଣୁ ପାଲଟିଛି ରାଜ୍ୟ ଦେବୋତ୍ତର କମିଶନ ? କାରଣ ଖୋଜା ଭିତରେ ବାସ୍ତବ ଚିତ୍ର ବୟାନ କରୁଛି ଭୁବନେଶ୍ବରସ୍ଥିତ କମିଶନଙ୍କ ମୁଖ୍ୟାଳୟ। ହାତ ଗଣତି କିଛି କର୍ମଚାରୀଙ୍କୁ ନେଇ ଚାଲିଛି ଅଫିସ୍। More
  • Sujit kumar Swain
  • 2 hours ago

BJD's Stand On One Nation One Election: ବିଜେଡି ତଣ୍ଟିରେ ଲାଗିଛି ୱାନ୍ ନେସନ୍ ୱାନ୍ ଇଲେକ୍ସନ୍ କଣ୍ଟା; ଦଳକୁ ଅକଳକୁ ଠେଲୁଛି ମୁଖିଆଙ୍କ ନୀରବତା

ୱାନ୍ ନେସନ୍ ୱାନ୍ ଇଲେକସନ୍ ପ୍ରସଙ୍ଗରେ ଦୁଇ ଫାଳ ବିଜେଡି। ଗୋଟିଏ ପଟେ ସଂସଦରେ ଷ୍ଟାଣ୍ଡକୁ ନେଇ ଦଳପତି ଚୁପ୍। ଏପଟେ ଆଭିମୁଖ୍ୟରେ ଅସ୍ପଷ୍ଟତାକୁ ନେଇ ବର୍ଷିଲେଣି ଏବେ ଯାଏଁ ମୁଖିଆଙ୍କ ନିଷ୍ପତ୍ତିକୁ ସୁରକ୍ଷା ଦେଇ ଆସୁଥିବା ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ।  More
  • Sonali Ojha
  • 2 hours ago

Crop Loss Fear: ଅମଳ ବେଳେ ଭାତହାଣ୍ଡି ଉଜାଡ଼ି ଦେଲା ଅଦିନିଆ ବର୍ଷା; କ୍ଷେତରେ ଲୋଟୁଛି ବର୍ଷକର ଦାନା ପାଣି

ପାଚିଲା ଧାନ କଳେଇକୁ ଉଠେଇଲା ବେଳକୁ ଭାଙ୍ଗିଯାଉଛି ଚାଷୀର ଦମ୍ଭ...କ୍ଷେତ ମଝିରେ ବତୁରା ଫସଲକୁ ବଞ୍ଚାଇବା ପାଇଁ ଉଦ୍ୟମ ସତ୍ତ୍ବେ ନିରାଶ ହେଉଛି ଚଷାପୁଅ...ଆଉ ବା କ’ଣ ଅଛି ଯେ ବଞ୍ଚିବ। ଖଳାକୁ ଯିବା ଆଗରୁ ବିଲ ମଝିରେ ଓଦାରେ ଯେତେବେଳେ ସରସର ହୋଇଯାଇଛି ବର୍ଷକର ଦାନାପାଣି, ସେତେବେଳେ ବୁଦ୍ଧିଶୂନ୍ୟ ବିଚରା ଚାଷୀ। ଅମଳ ବେଳକୁ ଅଦିନିଆ ବର୍ଷାରେ ଅକଲ୍ ଗୁଡୁମ୍ ଅବସ୍ଥା। More
  • Santosh Kumar Sahoo
  • 13 hours ago

Shortest Day Of The Year: ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା

ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ । More
  • Deepak Acharya
  • 14 hours ago

Panchang Today 21st December 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ନୂତନ ଗାଡ଼ି କ୍ରୟ କରନ୍ତୁ

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ... More
  • Sujit kumar Swain
  • 1 day ago

Demand Of Teachers Rises: ରସାତଳଗାମୀ ହେଲାଣି ପିଲାଙ୍କ ଭବିଷ୍ୟତ; ହାଇସ୍କୁଲରେ ୧୧ ହଜାରରୁ ଅଧିକ ଶିକ୍ଷକ ପଦ ଖାଲି...

ଗଣିତ, ବିଜ୍ଞାନ ଓ ଇଂରାଜୀରେ ଦୁର୍ବଳ ଓଡ଼ିଆ ଛାତ୍ର। ସ୍କୁଲରେ ନାହାନ୍ତି ଶିକ୍ଷକ, ଖାଲି ପଡ଼ିଛି ଗଣ୍ଡାଗଣ୍ଡା ପଦବି। ସ୍କୁଲ ଶିକ୍ଷାର ମୂଳ ବିଷୟରେ ପିଲାଙ୍କର ନାହିଁ ପକଡ। More
  • Sujit kumar Swain
  • 1 day ago

PM Narendra Modi: ଓଡ଼ିଶାକୁ ନଂ ୧ କରିବାକୁ ମିଶନ୍ ମୋଡରେ ମୋଦି-ଶାହ; ଜାନୁଆରୀରେ ଦୁଇ ଥର ଆସୁଛନ୍ତି ପ୍ରଧାନମନ୍ତ୍ରୀ

୨୫ ବର୍ଷ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତି। ୫ ବର୍ଷରେ ଏକ ନମ୍ବର ହେବ ଓଡ଼ିଶା। ନିର୍ବାଚନ ସମୟର ଦେଇଥିବା ପ୍ରତିଶ୍ରୁତିକୁ ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ଘନ ଘନ ଓଡ଼ିଶା ଗସ୍ତ। More
  • Sonali Ojha
  • 1 day ago

Srimandir Parikrama Project Row: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ନବୀକରଣ; ଆଇନମନ୍ତ୍ରୀଙ୍କ ସୂଚନା ପରେ ବଢ଼ିଲା ଆଶା

ଗଜପତି ମହାରାଜ ଏତିହ୍ୟ କରିଡର ପ୍ରକଳ୍ପରେ ସନାତନ ଧର୍ମର ଚାରି ଯଜ୍ଞର କାର୍ଯ୍ୟକାରିତା ଉପରେ ଗୁରୁତ୍ବ ଦେବାକୁ ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିବା ନେଇ ସୂଚନା ଦେଇଥିଲେ। ତା ସତ୍ତ୍ବେ ବି ନବୀନ ସରକାର ଏହା ଉପରେ ଧ୍ୟାନ ଦେଇ ନଥିବା ବେଳେ ମୋହନ ସରକାର ଏହାକୁ କିଭଳି କାର୍ଯ୍ୟକାରୀ କରୁଛନ୍ତି, ପରିକ୍ରମା ପ୍ରକଳ୍ପରେ କି ପରିବର୍ତ୍ତନ ଆଣୁଛନ୍ତି ଏବେ ତା ଉପରେ ନଜର। More
  • Sonali Ojha
  • 1 day ago

Weather Update: ଶୀତ ଭିତରେ ବର୍ଷାର ଦାଉ; ଖଳାରେ ଭିଜିଲା ଅମଳ ଧାନ, ଆହୁରି ୨ ଦିନ ବର୍ଷିବ

ପାଣିପାଗ ବିଭାଗର ପୂର୍ବାନୁମାନ, ବଙ୍ଗୋପସାଗରରେ ଦାନା ବାନ୍ଧିଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟା ଭିତରେ ଅବପାତରେ ପରିଣତ ହେବ। ଏହାକ୍ରମେ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରି ପୁଣି ଲଘୁଚାପରେ ପରିଣତ ହୋଇ ଦୁର୍ବଳ ହୋଇଯିବ। ଏହି ପ୍ରକ୍ରିୟା ଭିତରେ ଆସନ୍ତା ୨୨ ସକାଳ ଯାଏଁ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ସହ ଗୋଟିଏ ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। More
  • Sonali Ojha
  • 1 day ago

Vigilance Raid In Boudh: ଭିଜିଲାନ୍ସ ଜାଲରେ ୨ ଲାଞ୍ଚୁଆ ଅଫିସର୍; ଛାଡିଦେବାକୁ କହି କାନ୍ଦି ପକାଇଲେ

ତନ୍ତ ସରଞ୍ଜାମ ଅନୁଦାନ ଟଙ୍କା ପ୍ରଦାନ ପାଇଁ ଭେରିଫିକେସନ ରିପୋର୍ଟରେ ଦସ୍ତଖତ କରିବାକୁ ବୁଣାକାର ସମିତି ସମ୍ପାଦକଙ୍କଠାରୁ ଏମାନେ ଲାଞ୍ଚ ନେଉଥିଲେ। ଦସ୍ତଖତ କରିବା ପାଇଁ ସେମାନେ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। More