ସଂକ୍ଷେପରେ ଆଜିର ତାଜା ଖବର - Monday, 23 December 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Fire Mishap In Bhubaneswar: ହୁ ହୁ ହୋଇ ଜଳୁଛି ଇଲେକ୍ଟ୍ରୋନିକ୍ସ ଗୋଦାମ, ନିଆଁ ଲିଭାଉଛି ରୋବଟ୍‌

ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ୬ଟି ଦମକଳ ଗାଡ଼ି ପହଞ୍ଚିଛି । ଅଗ୍ନିଶମ ବାହିନୀ ପକ୍ଷରୁ ପ୍ରାୟ ୨ ଘଣ୍ଟା ଧରି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରହିଛି । ଏହି ନିଆଁ ଲିଭା କାର୍ଯ୍ୟରେ ଅଗ୍ନିଶମ ବାହିନୀ ସହ ଲାଗିଛି ରୋବଟ୍‌ । More

BJD Files Formal Complaint: ୨୪ ନିର୍ବାଚନରେ ଗଫଲତି!! ବିଜେଡି କହିଲା, ଭୋଟ୍-ଗଣତି ଭୋଟରେ ଅଛି ତାରତମ୍ୟ

ରେଜଲ୍ଟର ୬ ମାସ ପରେ ୨୪' ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା ବିଜେଡି । ଅଭିଯୋଗ ଆଣି ନିର୍ବାଚନ କମିଶନ୍‌ଙ୍କ ଦ୍ୱାରସ୍ଥ ହୋଇଛି ବିଜେଡି ପ୍ରତିନିଧି ମଣ୍ଡଳୀ । More

Panchang Today 23rd December 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଦ୍ରବ୍ୟ କ୍ରୟ କରନ୍ତୁ

ତିଥି-ଅଷ୍ଟମୀ ସନ୍ଧ୍ୟା ୦୫.୦୮ ଗତେ ନବମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୦୯ ପର୍ଯ୍ୟନ୍ତ । More

Untimely Rain: ବାତ୍ୟା ‘ଦାନା’କୁ ବଳିଗଲା ଅଦିନ ମେଘ; ଅମଳ ବେଳରେ ସବୁଠି ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ

ଧାନ ତ ନୁହେଁ, ସୁନା ଫଳିଥିଲା..ଫସଲ ତ ନୁହେଁ, କ୍ଷେତ ମଝିରେ ଆହାର ପୂରିଥିଲା। ହେଲେ ସେହି ସୁନାର ଫସଲ ଆଉ ବର୍ଷକର ଆହାର ଉଜୁଡ଼ିଯିବା ପରେ ଚାଷୀ ବା ଆଉ କରିବ କ’ଣ, ଶେଷରେ ହତାସ ହୋଇଯାଇଛି। More

Ruben Banerjee's Book: ରୁବେନ୍ ବାନାର୍ଜୀଙ୍କ ପୁସ୍ତକକୁ ନେଇ ହଲଚଲ୍, ଖୋଲିଦେଲେ ପାଣ୍ଡିଆନ୍‌ଙ୍କ ଗୁମର

ରୁବେନ୍ ବାନାର୍ଜୀଙ୍କ 'ନବୀନ ପଟ୍ଟନାୟକ' ପୁସ୍ତକକୁ ନେଇ ସବୁଠି ହଲ୍‌ଚଲ୍ । କିପରି ପାଣ୍ଡିଆନ୍ ନବୀନଙ୍କୁ କବଜା କରି ରଖିଥିଲେ ଓ ବିଜେଡିରେ କେତେ ଶକ୍ତିଶାଳୀ ଥିଲେ ତାହା ବହିରେ ଉଲ୍ଲେଖ ଅଛି । More

Rain Expected Again in Odisha: ପୁଣି କାଚିବ ବର୍ଷା ! ୨୪ ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ପାଣିପାଗ ବିଭାଗ କହିଛି, ପୂର୍ବରୁ ଦକ୍ଷିଣ, ପଶ୍ଚିମରୁ ଆଭ୍ୟନ୍ତରୀଣ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତର ପ୍ରଭାବରେ ଆସନ୍ତାକାଲି ଯାଏଁ ବର୍ଷା ହେବ । ଏହା କ୍ରମେ ଦୁର୍ବଳ ହେବା ପରେ ବଦଳିବ ପାଣିପାଗର ମିଜାଜ । More

Chief Secretary: ଡିସେମ୍ବର ୩୧ରେ ସରୁଛି ମନୋଜଙ୍କ କାର୍ଯ୍ୟକାଳ; ବର୍ଷ ଆରମ୍ଭରେ ରାଜ୍ୟ ଦେଖିବ କି ପ୍ରଶାସନିକ କଳର ନୂଆ ମୁଖିଆ ?

ମନୋଜ ଆହୁଜାଙ୍କୁ ଏକ୍ସଟନସନ ଦେବେ, ନା ନୂଆ କାହାକୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ମିଳିବ? ଯାହାକୁ ନେଇ ପାୱାର କରିଡରରେ ଚର୍ଚ୍ଚା।  More

Puri Srimandir: ନୂଆବର୍ଷରୁ ଦିଅଁ ଦର୍ଶନ ପାଇଁ ନୂଆ ପ୍ରଣାଳୀ, ସେବାୟତ ଉଠାଇଲେ ଆପତ୍ତି

ଡିସେମ୍ବର ୩୦-୩୧ ଦୁଇଦିନ ପରୀକ୍ଷାମୂଳକ ଭାବେ ଦର୍ଶନ ଚାଲିବ । ତେଣେ ପରିଚାଳନା କମିଟିରେ ବିନା ବିଚାରବିମର୍ଶ ଓ ଛତିଶା ନିଯୋଗର ମତାମତ ନିଆ ନଯାଇ ନୂଆ ବ୍ୟବସ୍ଥା ଲାଗୁ କରାଯାଉଥିବାରୁ ଆପତ୍ତି ଉଠାଇଛନ୍ତି ସେବାୟତ । More