• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 27 December 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Swadesi Megha Mallhar Prusty
  • 2 months ago

Panchang Today 27th December 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଜମି କ୍ରୟ କରନ୍ତୁ ..

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୧.୫୬ ଗତେ ବିଛା ତିଥି-୧୨ ଶୀ ରାତ୍ରି ୦୨.୨୬ ଗତେ ୧୩ ଶୀ  ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି -ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୨୭ ଗତେ ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୨.୨୬ ପର୍ଯ୍ୟନ୍ତ More
  • Santosh Kumar Sahoo
  • 2 months ago

Development Plans in Chitrakonda: ନାଁ ବଦଳିଲା, ହେଲେ ବଦଳୁନି ଭାଗ୍ୟ...ବିଚ୍ଛିନ୍ନାଞ୍ଚଳକୁ ଫିଟୁନି ବିକାଶର ରାସ୍ତା

ପାହାଡ଼ ବୁକୁରେ ପଥର ଚିରି ବସତି । ଏଠି ବାଟ ଶେଷ, ବିକାଶ ବି ଯେମିତି ଶେଷ । ଅପହଞ୍ଚ ଏତେ, ସହାୟତାର ହାତ ଚାହିଁଲେ ବି ବଢ଼ାଇ ହେଉନି କିମ୍ବା ଇଚ୍ଛାଶକ୍ତିର ଅଭାବ ସହାୟତାକୁ ପହଞ୍ଚାଇ ଦେଉନି । More
  • Santosh Kumar Sahoo
  • 2 months ago

Crorepati Live in Slum: ସମ୍ବଲପୁରରେ ST ଜମି ହଡ଼ପର ସାଂଘାତିକ କାହାଣୀ, ବହୁ କୋଟି ସଂପତ୍ତିର ମାଲିକ...କିନ୍ତୁ ରହୁଛନ୍ତି ବସ୍ତିରେ

ତାଙ୍କୁ ନପଚାରି ତାଙ୍କ ପୈତୃକ ଜାଗାରେ ଚାଲିଛି ପ୍ଲଟିଂ। ବଡ଼ ବଡ଼ କୋଠା ତୋଳୁଛନ୍ତି ସହରୀ ବାବୁଭାୟା। ହେଲେ ସେ ନିଜେ କେଉଁଠି ରହୁଛନ୍ତି ଜାଣନ୍ତି । ଏକ ଅନାମଧେୟ ବସ୍ତିର ଏକ ଅନ୍ଧାରୁଆ ଝୁମ୍ପୁଡ଼ି ଘରେ । More
  • Santosh Kumar Sahoo
  • 2 months ago

Crop Loss: ଛାଡ଼ିଗଲା ବର୍ଷା, ଏବେ ବି ପାଣିରେ ବତୁରୁଛି ବର୍ଷକର ଦାନା

ବିଲକୁ ବାରମ୍ବାର ଆସୁଥିଲେ, ଉଜୁଡ଼ା କ୍ଷେତକୁ ଦେଖୁଥିଲେ ହେଲେ ଧୈର୍ଯ୍ୟ ରହୁନଥିଲା ବିଚଳିତ ଲାଗୁଥିଲା-ଶେଷରେ ହୃଦଘାତରେ ଜୀବନ ଚାଲିଗଲା। କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ ସନ୍ଥପୁରା ଗାଁରେ ଚାଷୀ ଭାବଗ୍ରାହୀ ମଲ୍ଲିକଙ୍କ ମୃତ୍ୟୁ ପରେ ଏମିତି ଶୋକାକୁଳ ପରିବେଶ ତାଙ୍କ ପରିବାରରେ । More
  • Santosh Kumar Sahoo
  • 2 months ago

Students’ Union Elections: ବନ୍ଦ କରିଥିଲେ ନବୀନ, ଆରମ୍ଭ କରିବେ ମୋହନ... ଆସନ୍ତା ବର୍ଷରୁ ହେବ ଛାତ୍ର ସଂସଦ ନିର୍ବାଚନ

ଏବର୍ଷ ସିନା ହେଲାନି, ଆସନ୍ତାବର୍ଷ ନିଶ୍ଚିତ ହେବ ଛାତ୍ର ସଂସଦ ନିର୍ବାଚନ । କଟକରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନରେ ମୁଖ୍ୟମନ୍ତ୍ରୀଙ୍କ ଏ ଘୋଷଣାରେ ଉତ୍ସାହିତ ଛାତ୍ରଛାତ୍ରୀ । More
  • Santosh Kumar Sahoo
  • 2 months ago

BJD Foundation Day: ପ୍ରତିଷ୍ଠା ଦିବସରେ ଅସମ୍ଭାଳ ହେଲା ବିଜେଡି କଳି, ନବୀନଙ୍କ ଆଗରେ ବି ଗୋହି ଖୋଳି ବର୍ଷିଲେ ନେତା

ପ୍ରତିଷ୍ଠା ଦିବସରେ ବି ପଦାରେ ପଡିଲା ବିଜେଡି ଗୋଷ୍ଠୀ କନ୍ଦଳ । ମୁଖିଆଙ୍କ ଆଗରେ ଗୋହି ଖୋଳିଲେ ବରିଷ୍ଠ ନେତା । ତା ପୁଣି ଶଙ୍ଖ ଭବନରେ। ନେତା,କର୍ମୀ, ସାଂସଦ ଓ ବିଧାୟକଙ୍କ ଉପସ୍ଥିତିରେ । More