• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 29 December 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 2 months ago

Zero Night Celebrations: ଜିରୋ ନାଇଟ୍ ବେଳେ ଜିରୋ ଟଲେରାନ୍ସ ନୀତି, ଟ୍ବିନସିଟିରେ କଡ଼ାକଡ଼ି ହେବ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ଧରପଗଡ଼

ଜିରୋ ନାଇଟ୍ ପାଇଁ ପୋଲିସର ଜିରୋ ଟଲେରାନ୍ସ। ସେଲିବ୍ରେସନ କର, କିନ୍ତୁ ସୀମା ଭିତରେ । ନୂଆବର୍ଷ ପାଳନ ଭିତରେ କେହି ଭୁଲି ନଯାଆନ୍ତୁ ନିୟମ । ଡ୍ରିଙ୍କ୍‌ ଏଣ୍ଡ ଡ୍ରାଇଭ୍ ଉପରେ ପୋଲିସର ଆଖି । More
  • Santosh Kumar Sahoo
  • 2 months ago

New Block in Odisha: ଘର ଦୁଆରେ ପ୍ରଶାସନକୁ ପହଞ୍ଚାଇବାକୁ ବଡ଼ ଯୋଜନା; ରାଜ୍ୟରେ ବିଭାଜନ ହେବ ବ୍ଲକ୍, ବଢିବ ପଞ୍ଚାୟତ

ବ୍ଲକ୍ ବଢାଇବାକୁ ଯୋଜନା, କିନ୍ତୁ କେମିତି କରିବେ ବିଭାଜନ ? କ‘ଣ ରହିବ ଆଧାର ? କାରଣ ଶେଷ ହୋଇନି ଜନ ଗଣନା । ତେଣୁ କେଉଁ ଆଧାରରେ ସରକାର ନୂଆ ବ୍ଲକ ଘୋଷଣା କରିବେ ତାକୁ ନେଇ ବଢିଛି ଦ୍ୱନ୍ଦ୍ବ । More
  • Sujit kumar Swain
  • 2 months ago

Accident In Odisha: ମିଳେଇଗଲା ନୂଆବର୍ଷ ଖୁସି; ଘାଟିରେ ୧୦ ଫୁଟ୍ ତଳକୁ ଖସିଲା ବସ୍, ଚାଲିଗଲା ୩ ଜୀବନ,୨୫ ଆହତ...

କାନ୍ଦ ବୋବାଳିରେ ପାଲଟିଯାଇଛି କେଇ ଘଣ୍ଟା ତଳର ମଜା ମଉଜ...ଆଖି ପିଛୁଳାକେ ଖିନଭିନ ହୋଇଯାଇଛି ଖୁସିର ପୁଟୁଳି... ଭାଗ୍ୟକୁ ଯେତେ ଅଣ୍ଡାଳିଲେ ବି, ସାଉଁଟିବାକୁ ଆଉ କିଛି ବି ନାହିଁ... More
  • Sujit kumar Swain
  • 2 months ago

Odisha CM Reviewed Crop Losses: ଉଜୁଡ଼ା କ୍ଷେତ ବୁଲିଲେ, ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ; କ୍ଷତି ଭରଣା ପ୍ରତିଶ୍ରୁତି ଦେଲେ CM...

ହାତରେ ଉଜୁଡା ଫସଲ, ଆଖିରୁ ଝରୁଛି ଲୁହ। କାନ୍ଦି କାନ୍ଦି ସରକାରଙ୍କୁ ଗୁହାରି କରୁଛି ଚଷା ପୁଅ। ମତେ ରକ୍ଷା କର, ଋଣ ଛାଡ଼ କର। ଅଦିନିଆ ବର୍ଷାରେ ଧୋଇଯାଇଛି ଫସଲ। ଅଣ୍ଟା ସଳଖିବା ମୁସ୍କିଲ।  More
  • Sujit kumar Swain
  • 2 months ago

Odisha Cricket Association: କୁଆଡ଼େ ଗଲା ୩୦୦୦ କୋଟି ? ପଦ ଛାଡ଼ିଲେ ବବି...

ଭଲ ହୋଇଛି ବବି ଦାସ ଇସ୍ତଫା ଦେଇଛନ୍ତି। କାରଣ ସେ ଖେଳ ଜାଣନ୍ତି ନାହିଁ।, କେବେ ଖେଳି ବି ନାହିଁନ୍ତି। ଏଭଳି ସଂଗୀନ ଅଭିଯୋଗ ଆଣିଛନ୍ତି OCAର ଜଣେ କର୍ମକର୍ତ୍ତା। More
  • Sonali Ojha
  • 2 months ago

CM Visit: ଫସଲ କ୍ଷତି ନେଇ ଜିଲ୍ଲାକୁ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ, କରିବେ ସ୍ଥିତି ଅନୁଧ୍ୟାନ

ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନିଷ୍ପତ୍ତି ଅନୁଯାୟୀ, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲା ଗସ୍ତ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକ ଏବଂ ଜଗତସିଂହପୁର ଜିଲ୍ଲା ଗସ୍ତ କରିବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। More
  • Sonali Ojha
  • 2 months ago

Panchang Today 29th December 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଜମିଜମା କ୍ରୟ କରନ୍ତୁ ..

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୨୧ ଗତେ ଧନୁ । ତିଥି-୧୪ ଶୀ ରାତ୍ରି ୦୪.୦୧ ଅମାବାସ୍ୟା  ।ଘାତଚନ୍ଦ୍ର- ରାତ୍ରି ୧୧.୨୧ ଗତେ ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ । More
  • Santosh Kumar Sahoo
  • 2 months ago

Jajpur BJD: ଯାଜପୁର ବିଜେଡିରେ ପଡିଛି ଘଳିଆ, ବିଜେପି କ୍ୟାମ୍ପକୁ ଡେଇଁଲେଣି ମାଳମାଳ ନେତା ଓ କର୍ମୀ

ଭୁଶୁଡୁଛି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ଶଙ୍ଖ ଗଡ଼ । ମାଳ ମାଳ ବିଜେଡି ନେତା ବିଜେପି କ୍ୟାମ୍ପକୁ ଡେଇଁଲେଣି । ଅନେକ ସରପଞ୍ଚ ଓ ସମିତି ସଭ୍ୟ ବି ଶାସକ ଦଳ ମୁହାଁ । More
  • Sonali Ojha
  • 2 months ago

Crop Loss Assessment: ଚାଷୀଙ୍କ ଟେନସନ୍ ଦୂରକଲେ ସିଏମ୍; ଆସନ୍ତା ୩୦ ସୁଦ୍ଧା କ୍ଷତି ଆକଳନ, DBTରେ ମିଳିବ ସହାୟତା

ଉଜାଡ଼ିଥିଲା ଅଦିନିଆ ବର୍ଷା...ଜୀବିକାକୁ ନେଇ ବିକଳ ହେଉଥିଲେ ଚାଷୀ....ଶେଷରେ ସହାୟତାରେ ହାତ ବଢ଼ାଇଲେ ମୋହନ ସରକାର। ଚାଷୀଙ୍କୁ କ୍ଷତିପୂରଣ ପାଇଁ ଅଣ୍ଟା ଭିଡ଼ିଥିବା ରାଜ୍ୟ ସରକାର କ୍ଷୟକ୍ଷତିର ଆକଳନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। More
  • Sonali Ojha
  • 2 months ago

HCES Report: ରାଜ୍ୟରେ ସୁଧୁରିନି ଦାରିଦ୍ର୍ୟ ସ୍ଥିତି; ଲୋକେ ଦୈନିକ ହାରାହାରି ୨୦ରୁ ୨୫ ଟଙ୍କାରେ ଜୀଉଁଛନ୍ତି ଜୀବନ

ଗାଁ ଗହଳିରେ ପାରିବାରିକ ବ୍ୟୟରେ ଓଡ଼ିଶା ଦେଶରେ ତଳଆଡ଼ୁ ତୃତୀୟ ଗ୍ରାମୀଣ ପରିବାରର ମାସିକ ହାରାହାରି ଖର୍ଚ୍ଚ ମାତ୍ର ୩ ହଜାର ୩୫୭ ଟଙ୍କା ଅର୍ଥାତ୍ ଗାଁର କୌଣସି ୪ରୁ ୫ ଜଣିଆ ପରିବାର ଦିନକୁ ଖର୍ଚ୍ଚ ମାତ୍ର ୧୧୨ ଟଙ୍କା ତାମାନେ ଜଣେ ଦିନକୁ ୨୦ରୁ ୨୫ ଟଙ୍କାରେ ଜୀବନ ଜୀଉଁଛନ୍ତି। ସଦ୍ୟ ପ୍ରକାଶିତ ହାଉସ୍ହୋଲ୍ଡ କଞ୍ଜମ୍ପସନ୍ ଏକ୍ସପେଣ୍ଡିଚର ସର୍ଭେ ୨୦୨୩-୨୪ରୁ ମିଳିଛି ଏମିତି ଚିନ୍ତାଜନକ ତଥ୍ୟ। More
  • Sonali Ojha
  • 2 months ago

Baby Boy Sold: ଜନ୍ମକଲା ଛୁଆକୁ ବିକିଦେଲେ ଦମ୍ପତି; ସେହି ଟଙ୍କାରେ କିଣିଲେ ନୂଆ ବାଇକ୍ !

ଧର୍ମୁ ଗାଁର ଦୁଇଜଣ ଯୁବକଙ୍କ ଯୋଗାଯୋଗ କ୍ରମେ ଉଦଳା ଉପଖଣ୍ଡ ସାଇଁକୁଳା ପଞ୍ଚାୟତ ମାଣିଚ ଗାଁର ଜଣେ ନିଃସନ୍ତାନ ଦମ୍ପତିଙ୍କୁ ୬୦ ହଜାର ଟଙ୍କାରେ ଶିଶୁଟିକୁ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ସେହି ଟଙ୍କାରେ ସେହିଦିନ ଏକ ନୂଆ ବାଇକ କିଣିଥିବା ଅଭିଯୋଗ ହୋଇଛି । More
  • Sonali Ojha
  • 2 months ago

Accident in Bhubaneswar: ସିରିଜ୍‌ ଦୁର୍ଘଟଣା; ପଛକୁ ପଛ ପିଟି ହେଲା ୪ଟି କାର୍‌ ଓ ପିକଅପ୍‌ ଭ୍ୟାନ୍‌, ଏକାଧିକ ଆହତ

ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ ନିସ୍ତୁକ ପିଟିଲେ ସ୍ଥାନୀୟ ଲୋକେ । ଦୁର୍ଘଟଣା ପରେ ଜାଭିୟର ଛକରେ ଟ୍ରାଫିକ ଜାମ । ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।  More