• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 03 January 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 2 months ago

Loot in Sambalpur: ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି, ୩୦ କେଜି ସୁନା ଧରି ଚମ୍ପଟ ମାରିଲେ ଲୁଟେରା

ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି। ଡକାୟତ ବୋହିନେଲେ ୨୦ କୋଟିର ୩୦ କେଜି ସୁନା । ସୁନା ସହ ନଗଦ ୩ ଲକ୍ଷ ଟଙ୍କା ନେଇ ସଂସ୍ଥାରେ ବୁଲାଇଦେଲେ କଳାକନା । More
  • Pramod Behera
  • 2 months ago

Web Series Cheat Fund: ତରଙ୍ଗ ପ୍ଲସ୍ OTTରେ ୱେବ୍‌ସିରିଜ୍ ‘ଚିଟ୍‌ଫଣ୍ଡ୍‌’ ରିଲିଜ୍‌; କହୁଛି ଅଙ୍ଗେ ନିଭା ଦୁଃଖ କାହାଣୀ

ତରଙ୍ଗ ପ୍ଲସ୍ OTT ପ୍ଲାଟଫର୍ମରେ ଓଡ଼ିଆ ୱେବସିରିଜ୍ ‘ଚିଟଫଣ୍ଡ’ ରିଲିଜ। ମହାଠକେଇର ଗୁମର କାହାଣୀ ଦେଖୁଛନ୍ତି ଦର୍ଶକ। ୱେବ୍ ସିରିଜରେ ରହିଛି ଚିଟଫଣ୍ଡ ସଂସ୍ଥାଙ୍କ ମାୟାଜାଲର କାହାଣୀ। ଦର୍ଶକଙ୍କ ଭିତରେ ରୋମାଞ୍ଚ ଭରୁଛି ୱେବସିରିଜ୍ ‘ଚିଟଫଣ୍ଡ’ର କାହାଣୀ। More
  • Sonali Ojha
  • 2 months ago

New Governor Of Odisha: ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ; ରାଜଭବନରେ ସମସ୍ତ ପ୍ରସ୍ତୁତି ଶେଷ

ଆଜି ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ସକାଳ ୧୦ଟା ୧୫ରେ ଶପଥ ପାଠ କରାଇବେ ହାଇକୋର୍ଟ ମୁଖ୍ୟ ବିଚାରପତି । More
  • Pallipuspa Samal
  • 2 months ago

Panchang Today 3rdJanuary 2025:ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଗାଡ଼ି କ୍ରୟ କରନ୍ତୁ..

ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୩ ତାରିଖ ଶୁକ୍ରବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ.... More
  • Santosh Kumar Sahoo
  • 2 months ago

Elephants: ଚାଷୀଙ୍କୁ ଘାରିଛି ଉତ୍ପାତିଆ ଦନ୍ତା ଚିନ୍ତା, ପାଚିଲା ଧାନ କିଆରିରେ ଉପଦ୍ରବ କରୁଛନ୍ତି ହାତୀ

ବିଲରେ କଟା ହୋଇ ପଡିଛି ପାଚିଲା ଧାନ। ଅମଳ ଫସଲ ଖଳାକୁ ନେବାକୁ ଚାଷୀ ତରତର। ହେଲେ ନିଦ ହଜାଇଛନ୍ତି ହାତୀ ପଲ। ଜମିରେ ପଶି ଉଜାଡି ଦେଉଛନ୍ତି ଚାଷୀର ବର୍ଷକର ପରିଶ୍ରମ। More
  • Santosh Kumar Sahoo
  • 2 months ago

ABHA: ପୁଳା ପୁଳା ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ, ସ୍କାନ କଲେ ଜାଣିହେବ ପୂର୍ବ ରୋଗର ବିସ୍ତୃତ ତଥ୍ୟ

ମାଳ ମାଳ ପ୍ରେସକ୍ରିପସନ୍ ଝମେଲାରୁ ମିଳିବ ମୁକ୍ତି । ଗୋଟିଏ କାର୍ଡରେ ରହିବ ରୋଗୀଙ୍କ ସମସ୍ତ ତଥ୍ୟ । ରାଜ୍ୟ ସରକାର ଲାଗୁ କରିବାକୁ ଯାଉଛନ୍ତି ଆଭା କାର୍ଡ ବ୍ୟବସ୍ଥା । More
  • Santosh Kumar Sahoo
  • 2 months ago

Pravasi Bharatiya Divas: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ମହାତୟାରି, ଅତିଥି ଦେଖିବେ ଓଡ଼ିଶାର କଳା ଓ ସଂସ୍କୃତିର ଝଲକ

ସମୟ କମ୍, ଆୟୋଜନ ବେଶୀ । ଅତିଥି ସତ୍କାରରେ କେମିତି ବିଶ୍ବରେ ଉଦାହରଣ ସାଜିବ ଓଡିଶା । ସେଥିପାଇଁ ଏ ବିଶାଳ ତୟାରି, ପ୍ରଥମ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ବର ଜନତା ମଇଦାନରେ ରାତି ଦିନ ଚାଲିଛି ଟେଣ୍ଟ ବନ୍ଧା ଓ ମଣ୍ଡପ ସଜ୍ଜା କାମ । More
  • Sonali Ojha
  • 2 months ago

Dadan: ଚର୍ଚ୍ଚାରେ ପୋଲିସ-ସର୍ଦ୍ଦାର ଦୋସ୍ତି; ସର୍ଦ୍ଦାର-IICଙ୍କ ମଧ୍ୟରେ ଡିଲ୍ ଚାଲିଥିବା ଅଭିଯୋଗ

ଚା ଦୋକାନର ଏକ ଫଟୋ ଏବେ ଭାଇରାଲ୍ ହେବାରେ ଲାଗିଛି। ଯେଉଁଥିରେ ଅଛନ୍ତି ଦାଦନ ସର୍ଦ୍ଦାର ଶ୍ରୀଧର କୁମ୍ଭାର, ସୁଶାନ୍ତ ପାତ୍ର ଓ ଖୋଦ୍ ପାଟଣାଗଡ଼ ଆଇଆଇସି ହରିବନ୍ଧୁ ଗଡ଼ତିଆ।ପୋଲିସ ବାବୁ ଏଠି କଣ କରୁଛନ୍ତି, କେଉଁ ବିଷୟରେ କଥା ହେଉଛନ୍ତି? More
  • Sonali Ojha
  • 2 months ago

Odisha Politics: ନୂଆବର୍ଷରେ ୩ ଦଳର ନୂଆ ମୁଖିଆ ! ନୂଆ ନେତୃତ୍ବଙ୍କୁ ନବୀନ ବାଟ ଛାଡିବା ଚର୍ଚ୍ଚା

କିଏ ଧରିବେ ରାଜ୍ୟ ବିଜେପିର ମଙ୍ଗ? କିଏ ହେବେ କଂଗ୍ରେସର ନୂଆ ମଙ୍ଗୁଆଳ? ବିଜେଡି ସୁପ୍ରିମୋ ଯଦିଓ ନବୀନ, ହେଲେ ସେନାପତି କିଏ ହେବେ? More