• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 04 January 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 2 weeks ago

Pravasi Bharatiya Divas: ଭବ୍ୟ ହେବ ପ୍ରବାସୀ ଭାରତୀୟ ଦିବସ...ହୋମ୍ ଷ୍ଟେରେ ରହିବେ, ଡବଲ ଡେକର ବସରେ ବୁଲିବେ ଅତିଥି

ଆରମ୍ଭ ହୋଇସାରିଛି କାଉଣ୍ଟଡାଉନ୍ । ଆଉ ମାତ୍ର ୩ ଦିନର ଅପେକ୍ଷା। ଭୁବନେଶ୍ବରରେ ଆରମ୍ଭ ହେବ ୧୮ତମ ପ୍ରବାସୀ ଭାରତୀୟ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାଏଁ, ତାସହିତ ବୈଦେଶିକ ବ୍ୟାପାର ମନ୍ତ୍ରୀ ବି ଯୋଗଦେବେ ଏହି ୩ ଦିନିଆ ପ୍ରବାସୀ ଭାରତୀୟ ମହାକୁମ୍ଭରେ । More
  • Santosh Kumar Sahoo
  • 2 weeks ago

Subhadra Yojana: ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍, ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ସୁଭଦ୍ରାକୁ ନେଇ ପୁଣି ଏକ ବଡ଼ ଅପଡେଟ୍ । ପୂର୍ବ ସ୍ଥିରୀକୃତ ମାର୍ଚ୍ଚ ୮ ମହିଳା ଦିବସ ନୁହେଁ ବରଂ ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ମିଳିଯିବ ୨ଟି ଯାକ କିସ୍ତିର ଟଙ୍କା । More
  • Sujit kumar Swain
  • 2 weeks ago

Gold Jewelleries Stolen: ଫାଇନାନ୍ସ ସଂସ୍ଥାରୁ ସୁନା ଚୋରି; ଚିନ୍ତାରେ ଗ୍ରାହକ, ମିଳିବ ତ ବନ୍ଧକ ସୁନା ?

ଫାଇନାନ୍ସ ସଂସ୍ଥାରୁ କଷ୍ଟ ଉପାର୍ଜିତ ସୁନା ଅଳଙ୍କାର ଚୋରି ପରେ ଏବେ ବଢ଼ିଛି ଗ୍ରାହକଙ୍କ ଚିନ୍ତା। ମିଳିବ ତ ବନ୍ଧକ ସୁନା ? ଯଦି ନମିଳେ କ’ଣ କରିବେ ? ଆଶା ଆଶଙ୍କାରେ ଗ୍ରାହକ। More
  • Sujit kumar Swain
  • 2 weeks ago

Jajpur Firing Incident: ଦିବାଲୋକରେ ଫିଲ୍ମ ଷ୍ଟାଇଲରେ ଲୁଟ୍; ଡକାୟତଙ୍କ ଗୁଳିରେ ୨ଜଣଙ୍କର ମୃତ୍ୟୁ...

ଲୁଟ୍ ପାଇଁ ଫାୟାରିଂ। ଦିନ ଦ୍ବିପ୍ରହରରେ ଜୁଏଲାରୀ ଦୋକାନରେ ଆତଙ୍କରାଜ। ଡକାୟତି ବେଳେ ଫୁଟିଲା ଗୁଳି। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚାଲିଗଲା ୨ ଜୀବନ।  More
  • Swadesi Megha Mallhar Prusty
  • 2 weeks ago

Subhadra Yojana Registrations: 'ସୁଭଦ୍ରା': କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି, ୩୧ ସୁଦ୍ଧା ଆବେଦନ କଲେ ମିଳିବ ୨ କିସ୍ତି

ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ବି ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ ଆବେଦନକାରୀ ମହିଳାଙ୍କୁ । More
  • Sonali Ojha
  • 2 weeks ago

Panchang Today 4th January 2025: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରୁ ବାହାରନ୍ତୁ...

ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୪ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୫ ମୀ ରାତ୍ରି ୧୦.୦୧ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୩ ଗତେ ୨ ପାଦ-କୃଷି ଓ ବଂଶହାନି -ଭୂମି ଓ ତିଳକାଞ୍ଚନ ଦାନ । More
  • Swadesi Megha Mallhar Prusty
  • 2 weeks ago

Massive Firecracker Explosion: ବାଣ ନେଲା ଜୀବନ ! ପ୍ରଚଣ୍ଡ ବିସ୍ଫୋରଣରେ ଉଡ଼ିଲା ଛାତ

ପୁଣି କାଳ ହେଲା ବାଣ ବିସ୍ଫୋରଣ । ଉଡିଗଲା ଘରର ଛାତ । More
  • Santosh Kumar Sahoo
  • 2 weeks ago

National Kho Kho team: ହକି ପରେ ‘ଖୋ ଖୋ’ ଟିମ୍‌ର ପ୍ରାୟୋଜକ ହେବ ଓଡ଼ିଶା

ଏହି ସ୍ପନସରସିପର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ରହିବ । ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ । More
  • Sujit kumar Swain
  • 2 weeks ago

Naveen Patnaik Field Visit: ବିଜେଡିର ପ୍ରାୟୋଜିତ ଥିଲା କି ନବୀନଙ୍କ ବିଲ ବୁଲା ? ଚାଷୀଙ୍କ କାନ୍ଦ ପରେ ହସର ଭାଇରାଲ ଭିଡିଓକୁ ନେଇ ଟ୍ରୋଲ୍...

ନବୀନଙ୍କ ବିଲ ବୁଲାବେଳେ ହୋଇଥିଲା କି ଡ୍ରାମା ? ସାଲେପୁରରେ ପ୍ରାୟୋଜିତ ଟୁର୍ କରାଇଥିଲେ କି ସେଠିକାର ବିଜେଡି ନେତା ? ଚାଷୀଙ୍କୁ ଶୁଆ ଭଳି ପାଠ ପଢ଼ାଇ ସୃଷ୍ଟି କରିଥିଲେ କି ଇମୋସନାଲ୍ ନାଟକ ?  More
  • Santosh Kumar Sahoo
  • 2 weeks ago

Big Announcement for Farmers: ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, SDRF ଫଣ୍ଡରୁ ଅନ୍ନଦାତାଙ୍କୁ ଦିଆଯିବ ୨୯୧ କୋଟି

ସର୍ବସ୍ବାନ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାକୃତିକ ବିପର୍ଯ୍ୟୟ ଭାବେ ବିବେଚିତ ହେବ ଅଦିନିଆ ବର୍ଷା । ସେଇ ଆଧାରରେ ଅନ୍ନଦାତାଙ୍କୁ ଦିଆଯିବ କ୍ଷତିପୂରଣ । More
  • Santosh Kumar Sahoo
  • 2 weeks ago

Subhadra Yojana: 'ସୁଭଦ୍ରା'କୁ ନେଇ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କଲେ ମିଳିବ ୨ଟି କିସ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ମିଳିଛି । ତା’ମଧ୍ୟରୁ କୃଷି ଉଦ୍ୟୋଗୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ରୋଜଗାର ଏବଂ ୠଣ ଦେବା ପାଇଁ ୮୭୪.୧୪ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ଅନୁମୋଦନ ମିଳିଛି । More
  • Santosh Kumar Sahoo
  • 2 weeks ago

Loot in Sambalpur: ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି, ୩୦ କେଜି ସୁନା ଧରି ଚମ୍ପଟ ମାରିଲେ ଲୁଟେରା

ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି। ଡକାୟତ ବୋହିନେଲେ ୨୦ କୋଟିର ୩୦ କେଜି ସୁନା । ସୁନା ସହ ନଗଦ ୩ ଲକ୍ଷ ଟଙ୍କା ନେଇ ସଂସ୍ଥାରେ ବୁଲାଇଦେଲେ କଳାକନା । More