• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Sunday, 05 January 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 2 weeks ago

Drone Spotted Over Puri Srimandir: ସୁରକ୍ଷା ବ୍ୟବସ୍ଥାକୁ ଫୁ’ କରି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍; ଏଯାଏଁ ଧରାପଡ଼ିନାହାନ୍ତି ଅଭିଯୁକ୍ତ...

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍...ଅଟକିଲା, ଉଡ଼ିଲା ଆଉ ଛୁ’ ମାରିଲା... ପ୍ରଶାସନ ଓ ପୋଲିସକୁ ଖୋଲା ଚ୍ୟାଲେଞ୍ଜ... ଶ୍ରୀମନ୍ଦିର ଉପର ନୋ ଫ୍ଲାଇଂ ଜୋନ୍ ସତ୍ତ୍ବେ ଘୁରି ବୁଲିଲା ଡ୍ରୋନ୍। More
  • Swadesi Megha Mallhar Prusty
  • 2 weeks ago

Intense Cold Weather: ଜାରି ରହିଛି ଶୀତର ପ୍ରକୋପ, ପ୍ରବଳ ଥଣ୍ତାରେ ଥରୁଛି ପୂରା ଓଡ଼ିଶା ..

ରାଜ୍ୟରେ ଜାରି ରହିଛି ଶୀତ ଲହରି । ଆଜି ବି କଲବଲ କରିବ ଜାଡ଼ । More
  • Sonali Ojha
  • 2 weeks ago

Panchang Today 5th January 2025: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଜମିଜମା କ୍ରୟ କରନ୍ତୁ ...

ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୫ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ଦିବା ୦୨.୩୪ ଗତେ ମୀନ ତିଥି- ଷଷ୍ଠୀ ରାତ୍ରି ୦୮.୧୫ ଗତେ ସପ୍ତମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୨.୩୪ ଗତେ ଧନୁ ରାଶିର । More
  • Santosh Kumar Sahoo
  • 2 weeks ago

Pravasi Bharatiya Divas: ଭବ୍ୟ ହେବ ପ୍ରବାସୀ ଭାରତୀୟ ଦିବସ...ହୋମ୍ ଷ୍ଟେରେ ରହିବେ, ଡବଲ ଡେକର ବସରେ ବୁଲିବେ ଅତିଥି

ଆରମ୍ଭ ହୋଇସାରିଛି କାଉଣ୍ଟଡାଉନ୍ । ଆଉ ମାତ୍ର ୩ ଦିନର ଅପେକ୍ଷା। ଭୁବନେଶ୍ବରରେ ଆରମ୍ଭ ହେବ ୧୮ତମ ପ୍ରବାସୀ ଭାରତୀୟ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାଏଁ, ତାସହିତ ବୈଦେଶିକ ବ୍ୟାପାର ମନ୍ତ୍ରୀ ବି ଯୋଗଦେବେ ଏହି ୩ ଦିନିଆ ପ୍ରବାସୀ ଭାରତୀୟ ମହାକୁମ୍ଭରେ । More
  • Santosh Kumar Sahoo
  • 2 weeks ago

Pravat Biswal: କଟକ ବିଜେଡିକୁ ଡେଇଁଲା ଅନ୍ତଃକନ୍ଦଳ ! ଦଳରେ କିଏ ରାବଣ ଓ କଂସ, ବଢ଼ିଲା ଚର୍ଚ୍ଚା

କିଏ ସେ ରାବଣ, ଆଉ କିଏ ସେ କଂସ ? ବିଜେଡିର କେଉଁ ନେତାଙ୍କୁ ରାବଣ ଓ କଂସ ସହ ତୁଳନା କଲେ ପ୍ରଭାତ ବିଶ୍ବାଳ ? ଖାଲି ସେତିକି ନୁହେଁ ରାଜନୀତିର ଏହି ରାବଣ ଓ କଂସଙ୍କ ପାଇଁ ସେ ନାଲି ପୋଷାକ ପିନ୍ଧିବା ଆରମ୍ଭ କରିଛନ୍ତି । More
  • Santosh Kumar Sahoo
  • 2 weeks ago

Subhadra Yojana: ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍, ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ସୁଭଦ୍ରାକୁ ନେଇ ପୁଣି ଏକ ବଡ଼ ଅପଡେଟ୍ । ପୂର୍ବ ସ୍ଥିରୀକୃତ ମାର୍ଚ୍ଚ ୮ ମହିଳା ଦିବସ ନୁହେଁ ବରଂ ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ମିଳିଯିବ ୨ଟି ଯାକ କିସ୍ତିର ଟଙ୍କା । More
  • Sujit kumar Swain
  • 2 weeks ago

Gold Jewelleries Stolen: ଫାଇନାନ୍ସ ସଂସ୍ଥାରୁ ସୁନା ଚୋରି; ଚିନ୍ତାରେ ଗ୍ରାହକ, ମିଳିବ ତ ବନ୍ଧକ ସୁନା ?

ଫାଇନାନ୍ସ ସଂସ୍ଥାରୁ କଷ୍ଟ ଉପାର୍ଜିତ ସୁନା ଅଳଙ୍କାର ଚୋରି ପରେ ଏବେ ବଢ଼ିଛି ଗ୍ରାହକଙ୍କ ଚିନ୍ତା। ମିଳିବ ତ ବନ୍ଧକ ସୁନା ? ଯଦି ନମିଳେ କ’ଣ କରିବେ ? ଆଶା ଆଶଙ୍କାରେ ଗ୍ରାହକ। More
  • Sujit kumar Swain
  • 2 weeks ago

Jajpur Firing Incident: ଦିବାଲୋକରେ ଫିଲ୍ମ ଷ୍ଟାଇଲରେ ଲୁଟ୍; ଡକାୟତଙ୍କ ଗୁଳିରେ ୨ଜଣଙ୍କର ମୃତ୍ୟୁ...

ଲୁଟ୍ ପାଇଁ ଫାୟାରିଂ। ଦିନ ଦ୍ବିପ୍ରହରରେ ଜୁଏଲାରୀ ଦୋକାନରେ ଆତଙ୍କରାଜ। ଡକାୟତି ବେଳେ ଫୁଟିଲା ଗୁଳି। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚାଲିଗଲା ୨ ଜୀବନ।  More