• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 09 January 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 1 month ago

Mahaprasad: ଶହେ ଟଙ୍କାରେ ମିଳିବ ପେଟପୂରା ମହାପ୍ରସାଦ ! ଆଇନମନ୍ତ୍ରୀଙ୍କ ସୂଚନା ପରେ ଶ୍ରଦ୍ଧାଳୁ ଆଶ୍ବସ୍ତ

ଶହେ ଟଙ୍କାରେ ପେଟପୂରା ମହାପ୍ରସାଦ । ମିଳିବ ଅନ୍ନ,ଡାଲି, ବେସର, ମହୁର ଓ ଖଟା । ୧୦୦ ଟଙ୍କାରେ ଅବଢ଼ା କିଣି, ଜଣେ ଭକ୍ତ ଖାଇ ଯେମିତି ଶାନ୍ତି ହେବ ତା ଉପରେ ସରକାର ବିଚାର ବିମର୍ଶ କରୁଥିବା ନେଇ ଖୋଦ୍ ଆଇନମନ୍ତ୍ରୀଙ୍କ ସୂଚନା ପରେ ଆଶ୍ବସ୍ତ ହୋଇଛନ୍ତି ଜଗନ୍ନାଥ ପ୍ରେମୀ । More
  • Santosh Kumar Sahoo
  • 1 month ago

Pradeep Panigrahi: ବିଜେଡି ଉପରେ ବର୍ଷିଲେ ପ୍ରଦୀପ ପାଣିଗ୍ରାହୀ; କହିଲେ, ପଣା ସଂକ୍ରାନ୍ତିରେ ଖୋଲିବ ପାଞ୍ଜି

ପଣା ସଂକ୍ରାନ୍ତିରେ ଖୋଲିବ ବିଜେଡି ପାଞ୍ଜି । ଦୁର୍ନୀତିର ଲେଖା ଛିଡିବ, ଆଉ ରହିବନି ବିଜେଡି । ଦୋଷମୁକ୍ତ ହେଉ ହେଉ ବିଜେଡି ଓ ଦଳର ସୁପ୍ରିମୋଙ୍କୁ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କ ସିଧାସଳଖ ନିଶାନା । More
  • Santosh Kumar Sahoo
  • 1 month ago

Pravasi Bharatiya Divas 2025: ପ୍ରବାସୀଙ୍କ ପାଇଁ ମେଲିଛି ଓଡ଼ିଆ କଳା ଓ ସଂସ୍କୃତିର ପସରା, ସବୁଠି ଝଲସୁଛି ଉତ୍କର୍ଷ ଉତ୍କଳର ଛାପ

ନାଚୁଛି ଚଇତି ଘୋଡ଼ା... ବାଜୁଛି ବୀରବାଦ୍ୟ ଘୁମୁରା... ପରିବେଶକୁ ଦୁଲୁକାଉଛି ଦୁଲଦୁଲି...। ଓଡ଼ିଶା ମାଟିରେ ପାଦ ଦେଉ ଦେଉ, ନିଜ ପାଦକୁ ରୋକି ପାରୁନାହାନ୍ତି ଅତିଥି । More
  • Sujit kumar Swain
  • 1 month ago

IT Raids: କାହା ଛତ୍ରଛାୟାରେ ରହି ଦଲାଲି ଚଳାଇ ଆସୁଥିଲେ ହଂସିତା-ଅନୀଲ୍-ମନୋଜ-ସରୋଜ ?

ହାଇପ୍ରୋଫାଇଲ୍ କର୍ପୋରେଟ୍ ଦଲାଲ୍ ହଂସିତା ଅଭିଲିପ୍ସା ଉଡ଼ାଉଛନ୍ତି ହୋସ୍। ତାଙ୍କ ଠକ ସାମ୍ରାଜ୍ୟର ନେଟୱାର୍କରେ ନୂଆ ନୂଆ ଚେହେରାଙ୍କ ଆବିର୍ଭାବ। ପ୍ରଥମେ ଚର୍ଚ୍ଚା ହେଉଥିଲା କ୍ରାଇମ ପାର୍ଟନର ଅନୀଲ ମହାନ୍ତିଙ୍କ ନାଁ...ପରେ ସାମ୍ନାକୁ ଆସିଲେ କନ୍ଧମାଳ ବାଲିଗୁଡ଼ାର କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟ...ଆଉ ଏବେ ସରୋଜ ସାହୁ।  More
  • Santosh Kumar Sahoo
  • 1 month ago

Pravasi Bharatiya Divas: ଭୁବନେଶ୍ବରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଜନତା ମଇଦାନରେ ଏକାଠି ହେଲେ ଭାରତୀୟ ବଂଶୋଦ୍ଭବ

ଅସୁମାରୀ ଉତ୍ସାହ, ଅଭୂତପୂର୍ବ ଉଦ୍ଦୀପନା । ଭୁବନେଶ୍ୱରରେ ପ୍ରବାସୀ ମହାକୁମ୍ଭର ଭବ୍ୟ ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ କେନ୍ଦ୍ର ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସମ୍ମିଳନୀର ପ୍ରଥମ ଦିନରେ ଯୁବ ପ୍ରବାସୀ ଭାରତୀୟ ଦିବସର କରିଥିଲେ ଉଦଘାଟନ । More
  • Sujit kumar Swain
  • 1 month ago

Odisha Education: କମୁଛି ଡ୍ରପ ଆଉଟ୍ ହାର; ରାଜ୍ୟରେ ପ୍ରାଥମିକ ସ୍କୁଲ ଶିକ୍ଷା ପ୍ରତି ବଢୁଛି ପିଲାଙ୍କ ଆଗ୍ରହ

ଅଧାରୁ ଆଉ ପାଠ ଛାଡ଼ୁନାହାନ୍ତି ବିଦ୍ୟାର୍ଥୀ। କେବଳ ୨୦୨୩-୨୪ ଶିକ୍ଷାବର୍ଷରେ ସ୍କୁଲକୁ ଆସିଛନ୍ତି ଲକ୍ଷେରୁ ଅଧିକ ଛାତ୍ରଛାତ୍ରୀ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ୟୁ-ଡାଇଜ୍ ପ୍ଲସ୍ ରିପୋର୍ଟରୁ ସାମ୍ନାକୁ ଆସିଛି ଏଭଳି ଚମକାଇଲା ଭଳି ତଥ୍ୟ।  More