• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 15 January 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sonali Ojha
  • 1 month ago

Lingaraj Temple Dispute: ତୁଟିଲା ଲିଙ୍ଗରାଜଙ୍କ ନୀତି ବିବାଦ; ୨୪ ଘଣ୍ଟାରେ ADM ଦେବେ ରିପୋର୍ଟ

ଟ୍ରଷ୍ଟ ବୋର୍ଡ ବୈଠକ ପୂର୍ବରୁ ଆଇନମନ୍ତ୍ରୀ- ଠାକୁରଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ କଡ଼ା ପ୍ରତିକ୍ରିୟା ରଖି କହିଥିଲେ ଏଭଳି କାର୍ଯ୍ୟ ଦୁର୍ଭାଗ୍ୟଜନକ। ମହାପ୍ରଭୁଙ୍କ ସ୍ବତ୍ତ୍ବଲିପିରେ ରହିଥିବା ଆଇନଗତ ସମସ୍ୟାର ଶୀଘ୍ର ସମାଧାନ କରାଯିବ। ସେବାୟତଙ୍କ ବିବାଦରୁ ପ୍ରଭୁ ଲିଙ୍ଗରାଜ ଉପାସ ରହିବା ନୂଆ ନୁହେଁ। More
  • Sonali Ojha
  • 1 month ago

National Education Policy 2020: ଆହୁରି ସୁଦୃଢ଼ ହେବ ଶିକ୍ଷା ବ୍ୟବସ୍ଥା; ଜାତୀୟ ଶିକ୍ଷା ନୀତି -୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଜାତୀୟ ଶିକ୍ଷା ନୀତି (NEP)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ । ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌ ପ୍ରସ୍ତୁତି କରାଯିବ। More
  • Saroj Kumar Jena
  • 1 month ago

Loot At Gunpoint: ବନ୍ଧୁକ ଦେଖାଇ କିଓସ୍କରୁ ଲକ୍ଷାଧିକ ଟଙ୍କା ଲୁଟ

ସୁବର୍ଣ୍ଣପୁର ଜିଲ୍ଲା ହିକୁଡ଼ି ଫାଣ୍ଡି ଧର୍ମଶାଳାରେ ବଡ ଧରଣର ଡ଼କାୟତି । କିଓସ୍କ ବ୍ୟାଙ୍କ୍ ମାଲିକଙ୍କୁ ଲହୁ ଲୁହାଣ କରି ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କା। More
  • Saroj Kumar Jena
  • 1 month ago

Girl Found after 48 Hour: ଧନୁଯାତ୍ରାରୁ ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର

ବରଗଡ଼ ଧନୁଯାତ୍ରା ଦେଖିବାକୁ ଯାଇ ନିଖୋଜ ଯୁବତୀ ୪୮ ଘଣ୍ଟା ପରେ ଗୁରୁତର ଅବସ୍ଥାରେ ଉଦ୍ଧାର। କୁର୍ଲା ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ଯୁବତୀଙ୍କ ମୁଣ୍ଡରେ ଗଭୀର ଆଘାତ ସହ ଶରୀରରେ କ୍ଷତ ଚିହ୍ନ ରହିଥିଲା। More
  • Pallipuspa Samal
  • 1 month ago

Panchang Today 15th January 2025: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରକୁ ଆଣନ୍ତୁ ନୂତନ ଦ୍ରବ୍ୟ ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ବୁଧବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ.... More
  • Saroj Kumar Jena
  • 1 month ago

Weather Update: ୧୭ରୁ ପୁଣି ଥରାଇବ ଶୀତ, ୨-୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ତାପମାତ୍ରା

ରାଜ୍ୟରେ ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ତେବେ ଆସନ୍ତା ୧୭ ପରଠାରୁ ତାପମାତ୍ରା କମିବା ସହିତ ପୁଣି ଥରେ ଶୀତ ଥରାଇବ। ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। More
  • Sujit kumar Swain
  • 1 month ago

Missing Case: ଧନୁଯାତ୍ରା ଦେଖିବାକୁ ଯାଇ ନିଖୋଜ ଥିଲେ ଯୁବତୀ; ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର...

ମୁଣ୍ଡରେ ଗଭୀର କ୍ଷତ ସହିତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚି଼ହ୍ନ ରହିଛି । ମୁଣ୍ଡରେ ଆଘାତ ଲାଗିଥିବାରୁ ସେ ମାନସିକ ସନ୍ତୁଳନ ହରାଇଥିବା ଜଣାପଡିଛି । More
  • Sujit kumar Swain
  • 1 month ago

Milk In Mid-day Meals: ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର; ପିଲାଙ୍କୁ ସବୁଦିନ ଦିଆଯିବ ୨୦୦ ମିଲିଗ୍ରାମ୍ ଦୁଗ୍ଧ

ଏବେ ଆହୁରି ପୁଷ୍ଟିସାର ଯୁକ୍ତ ହେବ ପିଲାଙ୍କ ମଧ୍ୟାହ୍ନ ଭୋଜନ। ସୋୟାବିନ୍ ଓ ଅଣ୍ଡା ସହ ନିଇତି ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କ ମାନସିକ ଓ ଶାରୀରିକ ବିକାଶ ପାଇଁ ଭିଟାମିନ୍ A ଓ D ଯୁକ୍ତ ଦୁଗ୍ଧ ଦେବାକୁ ବ୍ୟବସ୍ଥା କରିଛନ୍ତି ସରକାର। More
  • Sujit kumar Swain
  • 1 month ago

Dhadi Darshan: ଶ୍ରୀମନ୍ଦିରରେ କେମିତି ହେବ ଧାଡ଼ି ଦର୍ଶନ ? ଭକ୍ତଙ୍କୁ ମିଳିବ କେତେ ଫାଇଦା ?

ଆଉ ତାରିଖ ଘୁଞ୍ଚିବନି, କି ଟ୍ରାଏଲ୍ ରନ୍ ବି ହେବନି । ଆର ସୋମବାରରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ । ଜାନୁଆରୀ ୨୦ରୁ ଭକ୍ତ ସିଧା ନାଟମଣ୍ଡପ ବ୍ୟାରିକେଡ୍‌ରେ ପଶି ରାମ୍ପରେ ଚଢ଼ି ଜଗା ଦର୍ଶନ କରିବେ।  More
  • Sujit kumar Swain
  • 1 month ago

BSKY Scam: BSKY କେଳେଙ୍କାରୀ ପେଡି ଖୋଲିବେ ସରକାର; ମନ ଇଚ୍ଛା ବିଲ୍ କରୁଥିଲେ କି ଘରୋଇ ହସ୍ପିଟାଲ ?

ବିଜେଡି ସରକାରରେ ଫ୍ଲାଗସିପ୍ ସ୍କିମ୍ BSKYରେ ହେଉଥିଲା କି ସ୍କାମ ? ମନ ଇଚ୍ଛା ବିଲ୍ କରୁଥିଲେ କି ଘରୋଇ ହସ୍ପିଟାଲ ? ସଂପୃକ୍ତ ଥିଲେ କି ସରକାରୀ ଅଧିକାରୀ ? More
  • Saroj Kumar Jena
  • 1 month ago

Hansita Abhilipsa Case: ହଂସିତାଙ୍କ ଆଉ ଜଣେ ସ୍ବାମୀଙ୍କ ସନ୍ଧାନ ମିଳିଲା, ଫିଟୁଛି କଳା ସାମ୍ରାଜ୍ୟର ଗୁମର

୨୦୧୬ରେ ଜଣେ ବିଲଡରଙ୍କ ପତ୍ନୀ ପରିଚୟ ଦେଇ ରାଜଧାନୀରେ ଜାଗା ମାଡି ବସିବାକୁ କରିଥିଲେ ଉଦ୍ୟମ। ଏପରିକି ଗୁଣ୍ଡା ଲଗାଇ ଭାଙ୍ଗି ଦେଇଥିଲେ ଘର। ସଂପୃକ୍ତ ବିଲଡରଙ୍କୁ ଡାକି ଜେରା କରିଛି ଆୟକର ବିଭାଗ। More