• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 21 January 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Sial
  • 1 month ago

ସ୍କୁଟିକୁ ପିଲା ଟ୍ରକ୍‌, ଦୁଇ ନାବାଳିକାଙ୍କ ମୃତ୍ୟୁ

କୁଳିପୋଷ ଅଞ୍ଚଳର ସୁଧୀର ଠାକୁର ସ୍କୁଟିରେ ଯାଉଥିଲେ। ଆଉ ତାଙ୍କ ପଛରେ ଜାନକୀ ଠାକୁର ଓ କରିସ୍ମା ଠାକୁର ମୂର୍ତ୍ତି ବସିଥିଲେ। ତେବେ ରାଜାମୁଣ୍ଡା ବାଇପାସ୍‌ରେ ସ୍କୁଟିକୁ ପିଟି ଦେଇଥିଲା ଟ୍ରକ୍‌। More
  • Santosh Kumar Sahoo
  • 1 month ago

Diarrhoea Concerns in Puri Kanasa: ଚିନ୍ତା ବଢ଼ାଇଲା କଣାସ ଡାଇରିଆ, ୮ ଦିନରେ ଗଲାଣି ୪ ମୁଣ୍ଡ

କଣାସରେ ଝାଡ଼ାବାନ୍ତି କାୟା । ୮ ଦିନରେ ଗଡ଼ିଲାଣି ୪ ମୁଣ୍ଡ । ସାମ୍ପଲ ଟେଷ୍ଟିଂ ପରେ ଡାଇରିଆରେ ଜଣଙ୍କ ମୃତ୍ୟୁକୁ ବି ମାନିଲେଣି ସରକାର । More
  • Saroj Kumar Jena
  • 1 month ago

Naba Das Death Timing: ନବ ଦାସଙ୍କ ମୃତ୍ୟୁ ସମୟକୁ ନେଇ ଆସିଲା ବଡ ପ୍ରଶ୍ନ, ଆପୋଲୋରେ ପହଞ୍ଚିବା ବେଳକୁ ଜୀବିତ ଥିଲେ କି?

ଭୁବନେଶ୍ବର ଆପୋଲୋ ହସ୍ପିଟାଲରେ ପହଞ୍ଚିବା ବେଳକୁ ନବ ଦାସ ଜୀବିତ ଥିଲେ ତ । ନବ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟରେ ଏମିତି ଅନେକ ପ୍ରଶ୍ନ ସାମ୍ନାକୁ ଆସିଛି। More
  • Manoranjan Sial
  • 1 month ago

Venus, Mars, Jupiter and Saturn to be Visible: ରାତି ଆକାଶରେ ହେବ ଚମତ୍କାର; ୨ ଦିନ ଦେଖିବେ ଅଲୌକିକ ଦୃଶ୍ୟ

ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି, ଏବେ ନୁହେଁ ହଜାର ହଜାର ବର୍ଷ ଧରି ଆମେ ଖାଲି ଆଖିରେ ଗ୍ରହ ଗୁଡ଼ିକୁ ଦେଖି ଆସୁଛୁ। ଆମ ପୂର୍ବ ପୁରୁଷମାନେ ଆଗରୁ ଦେଖିଥିଲେ, ଏବେ ମଧ୍ୟ ଦେଖୁଛୁ। More
  • Saroj Kumar Jena
  • 1 month ago

Farmers in Disbelief due to Token: ଟୋକନକୁ ନେଇ ଚିନ୍ତାରେ ଚାଷୀ, ସନ୍ଦେହରେ ୧୭ ହଜାର

ହଜାର ହଜାର ଚାଷୀଙ୍କୁ ଧାନ ବିକ୍ରି ଅନୁମତି ମିଳି ନଥିବାରୁ ଅସନ୍ତୋଷ ତେଜୁଛି। ଏପରି ସ୍ଥଳେ ବିଭାଗ ୧୭ ହଜାରରୁ ଊର୍ଦ୍ଧ୍ବ ଚାଷୀଙ୍କୁ ସସପେକ୍ଟେଡ୍ ଦର୍ଶାଇ ସରଜମିନ ତଦନ୍ତ କରି ରିପୋର୍ଟ ଦେବାକୁ ଜିଲ୍ଲା ସମବାୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି। More
  • Saroj Kumar Jena
  • 1 month ago

14 Maoist Died: ମିଳିତ ଅପରେସନରେ ୧୪ ମାଓବାଦୀ ସଫା

ଓଡ଼ିଶା ସୀମାନ୍ତରେ ଛିନଛତ୍ର ହୋଇଗଲା ମାଓମେଳି। ପୋଲିସ ଏନକାଉଣ୍ଟରରେ ସଫା ହୋଇଗଲେ ୧୪ ଜଣ ମାଓବାଦୀ। ଏବେ ବି ଅପରେସନ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଅନୁମାନ କରାଯାଉଛି। More
  • Manoranjan Sial
  • 1 month ago

Comedy In Khakee: ଗୁମର ଖୋଲିଲା ପ୍ରକାଶଙ୍କ ବହି; ମୁଖିଆ ନିଜ ନିର୍ବାଚନମଣ୍ଡଳୀ ଯାଇ ଅଫିସ୍‌ରଙ୍କୁ କହିଲେ, ଏଠାକୁ ବିଧାୟକଙ୍କୁ ଡାକ

ପ୍ରକାଶ ମିଶ୍ରଙ୍କ ବହି "COMEDY IN KHAKEE"ରେ ଆଜି ଓଡ଼ିଶାରେ ରିଲିଜ୍‌ ହୋଇଛି। ଯେଉଁଥିରେ ସେ ଲେଖିଛନ୍ତି, ମୁଖ୍ୟମନ୍ତ୍ରୀ ଭାବରେ ମୁଖିଆ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିକୁ ଅଭିଯୋଗ ଶୁଣିବାକୁ ଯାଇଥିଲେ। More
  • Tapaswini Nayak
  • 1 month ago

Vastu Tips: ଏହି ଦିଗରେ ଅଛି ତ ଦୋକାନ; ହେବେ ମାଲାମାଲ

ବାସ୍ତୁ ଅନୁଯାୟୀ, ଯେଉଁ ଦୋକାନର ମୁହଁ ପୂର୍ବ ଦିଗକୁ ହୋଇଥାଏ, ତାହା ସବୁଠୁ ଅଧିକ ଲାଭ ଦେଇଥାଏ । ଏହି ଦୋକାନର ଆୟ ବହୁତ ଭଲ ହୋଇଥାଏ। ସେହିପରି ଦକ୍ଷିଣ ମୁହାଁ ଦୋକାନ କେବେ ବି ଭଲ ଲାଭ ଦେଇ ପାରି  ନଥାଏ। More
  • Tapaswini Nayak
  • 1 month ago

Weather Update: ଶୀତରେ ଲାଗିବ ବ୍ରେକ; ବଢ଼ିବ ତାପପାତ୍ରା

୨୨ ତାରିଖରେ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁବଳୟର ଉପସ୍ଥିତି ସମ୍ଭାବନା ଥିବାରୁ, ରାଜ୍ୟକୁ ଉଷ୍ମ ଜଳବାୟୁ ପ୍ରବେଶ କରିବ । ଫଳରେ ରାତିର ତାପମାତ୍ରାରେ ବୃଦ୍ଧି ଘଟି ଶୀତ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। More
  • Deepak Acharya
  • 1 month ago

Panchang Today 21th January 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଦିବା ୧୦.୦୩ ଗତେ ତୁଳା । ତିଥି- ୭ମୀ ଦିବା ୧୨.୪୦ ଗତେ ୮ମୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୧୦.୦୩ ପର୍ଯ୍ୟନ୍ତ । ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୧୨.୪୦ ଗତେ ୧ ପାଦ-କୃଷିହାନି-ଭୂମିଦାନ । More
  • Manoranjan Sial
  • 1 month ago

Two Naxals Killed In Encounter: ଘଞ୍ଚ ଜଙ୍ଗଲରେ ମେଳି କରୁଥିଲେ ନକ୍ସଲ

ଓଡ଼ିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ପାଇଥିଲା। ସେହି ସୂଚନା ଆଧାରରେ ରବିବାହ ବିଳମ୍ବିତ ରାତିରେ ଛତିଶଗଡ଼, ଓଡ଼ିଶା ପୋଲିସ୍ ଓ ସିଆରପିଏଫ୍ ଯବାନମାନେ ମିଳିତ ଭାବେ ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କରିଥିଲେ। More
  • Santosh Kumar Sahoo
  • 1 month ago

PM Awas Yojana: ଆସନ୍ତା ୨୪ରୁ ରାଜ୍ୟରେ ଆବାସ ସର୍ଭେ, ଭିନ୍ନେ ହୋଇଥିବା ପୁଅ ବି ପାଇବେ PM ଆବାସ

୨୪ରୁ ଆବାସ ସର୍ଭେ । ଉଭୟ ଅଫଲାଇନ୍ ଏବଂ ଅନଲାଇନରେ ଆବେଦନ । କୋହଳ ହେଲା ମାନଦଣ୍ଡ । ମୋଟର ସାଇକେଲ ଏବଂ ଫ୍ରିଜ୍ ଥିଲେ ବି ହୋଇପାରିବେ ସାମିଲ । More
  • Santosh Kumar Sahoo
  • 1 month ago

Naba Das Murder Mystery: ଯୋଜନାବଦ୍ଧ ଥିଲା କି ନବ ଦାସଙ୍କ ହତ୍ୟା ? ପ୍ରମାଣ ନଷ୍ଟ ପାଇଁ ପାଦେ ପାଦେ ହୋଇଥିଲା କି ଷଡ଼ଯନ୍ତ୍ର ?

ପୂରା ଯୋଜନାବଦ୍ଧ ଥିଲା କି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ? ପ୍ରମାଣ ନଷ୍ଟ ପାଇଁ ପାଦେ ପାଦେ ହୋଇଥିଲା କି ଷଡ଼ଯନ୍ତ୍ର ? କାରଣ ହତ୍ୟା ଘଟଣାଠୁ ଶବ ବ୍ୟବଚ୍ଛେଦ ପର୍ଯ୍ୟନ୍ତ ସବୁଥିରେ ପ୍ରମାଣ ନଷ୍ଟ ପାଇଁ ଭରା ଉଦ୍ୟମର ମିଳିବାରେ ଲାଗୁଛି ପୁଳା ପୁଳା ତଥ୍ୟ । More
  • Manoranjan Sial
  • 1 month ago

Sexual Assault : ନ୍ୟାୟ ଦାବିରେ କଲେଜରେ ହଙ୍ଗାମା କଲେ ପୀଡ଼ିତା

ଦୁଷ୍କର୍ମ ଉଦ୍ୟମ କରିଥିବା ଅଧ୍ୟାପକ ଓ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରିବାକୁ ଦାବି କରିଥିଲେ ପୀଡ଼ିତା। ଖବର ପାଇ ପୋଲିସ କଲେଜରେ ପହଞ୍ଚିଥିଲା। ପୀଡ଼ିତା ଓ ତାଙ୍କ ସାଥୀମାନଙ୍କୁ ବୁଝାସୁଝା କରିଥିଲା। ମାମଲା ତଦନ୍ତ ଚାଲିଥିବା କହିଥିଲେ। ହେଲେ ପୀଡ଼ିତା ଓ ତାଙ୍କ ସାଥୀମାନେ ନିଜ ଜିଦରେ ଅଟଳ ରହିଥିଲେ। More
  • Saroj Kumar Jena
  • 1 month ago

Ration Card corruption: ରାସନ କାର୍ଡରେ ଅଛନ୍ତି ଶତାଧିକ ସରକାରୀ ଚାକିରିଆ

ଏଚଆରଏମଏସ୍ ତଥ୍ୟ ଅନୁସାରେ ବାଲେଶ୍ବର ଜିଲ୍ଲାର ଭୋଗରାଇରେ ୩୦୨ ଓ ଜଳେଶ୍ବରରେ ୧୮୦ ଜଣ ସରକାରୀ ଚାକିରିଆ ବର୍ଷ ବର୍ଷ ଧରି ରାସନ ସାମଗ୍ରୀ ହାତୋଉଥିବା ଇକେୱାଇସିରୁ ଧରା ପଡ଼ିଛି। ତେଣୁ ସେମାନଙ୍କୁ ଚିହ୍ନଟ କରି କାର୍ଡ ପ୍ରତ୍ୟାହାର ପାଇଁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଖାଦ୍ୟ ଓ ଯୋଗାଣ ବିଭାଗ ପ୍ରମୁଖ ସଚିବ। More