• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Thursday, 30 January 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Sial
  • 1 month ago

Road Accident: ରକ୍ତରେ ଭିଜିଲା ରାଜରାସ୍ତା; ୨ ଦୁର୍ଘଟଣାରେ ଗଲା ୫ ଜୀବନ

ଠିକ୍‌ ସେମିତି ଆଉ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦେଇ ଯାଇଥିବା ୨୦ ନମ୍ୱର ଜାତୀୟ ରାଜପଥରେ ଘଟିଥିଲା। ଆଜି ଅପରାହ୍ନରେ ହାଇୱାଟି କେନ୍ଦୁଝର ଅଭିମୁଖେ ଯାଉଥିବା ବେଳେ ପଛ ପାର୍ଶ୍ୱରୁ ଏକ ବାଇକ ପିଟି ହୋଇଯାଇଥିଲା। More
  • Saroj Kumar Jena
  • 1 month ago

Ration card Update: ବଢିଲା e-KYC ଅପଡେଟ୍ ସମୟସୀମା, ଠିକା କର୍ମଚାରୀଙ୍କୁ ବଡ ଆଶ୍ବସ୍ତି

ପୁଣି ବଢିଲା ରାସନ କାର୍ଡ e-KYC ଅପଡେଟ୍ ଡେଡଲାଇନ୍। ପୂର୍ବ ଘୋଷିତ ଶେଷ ତାରିଖକୁ ଆଉ ଥରେ ବଢାଇଲେ ରାଜ୍ୟ ସରକାର। ରାସନକାର୍ଡ ହିତାଧିକାରୀଙ୍କୁ ନୂଆ କାର୍ଡ ଦେବା ପୂର୍ବରୁ ପୂର୍ବ ନିର୍ଦ୍ଧାରିତ ଡେଡଲାଇନ୍ ଜାନୁଆରୀ ୩୧କୁ ଆସନ୍ତା ଫେବ୍ରୁଆରୀ ୧୫ ଯାଏଁ ବୃଦ୍ଧି ଘୋଷଣା କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। More
  • Tapaswini Nayak
  • 1 month ago

Weather Update:ଆଜିଠୁ ପାରଦ ଉପରମୁହାଁ; ବଢ଼ିବ ତାତି

ଆଗାମୀ ୪ରୁ ୫ ଦିନ ଯାଏଁ ଦିନ ଏବଂ ରାତି ତାପମାତ୍ରା ଅଧିକ ରହିବ। ତାପମାତ୍ରା ବୃଦ୍ଧି ସହ ଆସନ୍ତା ୪୮ ଘଣ୍ଟା ଯାଏ ଅସ୍ତବ୍ୟସ୍ତ କରିବ ଘନ କୁହୁଡ଼ି। More
  • Sonali Ojha
  • 1 month ago

Panchang Today 30th January 2025: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ନୂତନ ଗାଡ଼ି କ୍ରୟ କରନ୍ତୁ...

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୩୦ତାରିଖ ଗୁରୁବାର । ଚନ୍ଦ୍ର- ମକର ସନ୍ଧ୍ୟା ୦୬.୩୪ ଗତେ କୁମ୍ଭ । ତିଥି- ପ୍ରତିପଦ ଦିବା ୦୪.୧୦ ଗତେ ୨ୟା । ଘାତଚନ୍ଦ୍ର- ସିଂହ ରାଶିର, ସନ୍ଧ୍ୟା ୦୬.୩୪ ଗତେ ମିଥୁନ ଓ ମୀନ ରାଶିର। More
  • Deviprasad Jena
  • 1 month ago

Subhadra Yojana New Update: ସୁଭଦ୍ରା ଯୋଜନାର ଆସିବ ୩ଟି ନୂଆ ରୂପ, ମହିଳାଙ୍କ ପାଇଁ ତିନିଗୁଣା ଖୁସି..

ସୁଭଦ୍ରା ଯୋଜନାର ଆସିବ ନୂଆ ୩ଟି ରୂପ । କେବଳ ଆର୍ଥିକ ସହାୟତା ନୁହେଁ ଏଥର ମହିଳାଙ୍କୁ ଋଣଦେବ ସୁଭଦ୍ରା । ଏବେ କେବଳ ପାଞ୍ଚ ହଜାର ନୁହେଁ ଋଣ ନେଇ ବ୍ୟବସାୟ ଆରମ୍ଭ କରିପାରିବେ ମହିଳା । More
  • Santosh Kumar Sahoo
  • 1 month ago

Naba Das Murder Case: ନବ ଦାସ ହତ୍ୟାକାଣ୍ଡ: ଦୁଇ ବର୍ଷ ପରେ ବି ଫିଟୁନି ରହସ୍ୟ, ୨ ସପ୍ତାହ ଭିତରେ CBI ତଦନ୍ତ ଲାଗି ଚିଠି ଲେଖିବେ ଦୀପାଳି

ଦ୍ବିତୀୟ ଶ୍ରାଦ୍ଧ ବାର୍ଷିକୀରେ ବି ନବ ଦାସ ହତ୍ୟାକୁ ନେଇ ଅସମାହିତ ପ୍ରଶ୍ନ । କ'ଣ ସତରେ ଗୋପାଳ ଏକମାତ୍ର ଅଭିଯୁକ୍ତ ? ନା ରିମୋଟ୍ କଣ୍ଟ୍ରୋଲ୍ ଥିଲା ଆଉ କାହା ହାତରେ ? More
  • Manoranjan Sial
  • 1 month ago

Barabati Fire Safety Matter: ପ୍ରତିଶ୍ରୁତି ଦେଲେ ସରକାର, ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

ମ୍ୟାଚ ପୂର୍ବରୁ ସମ୍ପୂର୍ଣ୍ଣ ଷ୍ଟାଡିୟମ୍‌ରେ ଅଗ୍ନି ନିରାପତ୍ତା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଉଛି ବୋଲି ସରକାରୀ ଓକିଲ କୋର୍ଟଙ୍କୁ ଅବଗତ କରିଛନ୍ତି। More
  • Deviprasad Jena
  • 1 month ago

CMC Health Officer controversy:ସିଡିଏମଓଙ୍କୁ ସିଏମସି କମିଶନରଙ୍କ ଚିଠିକୁ ନେଇ ଆରମ୍ଭହେଲା ବିବାଦ, କିଏ କହୁଛି ସତ..

ସିଏମସିର ସ୍ୱାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ରଙ୍କୁ ନେଇ ଏବେ ଆରମ୍ଭ ହୋଇଛି ବିବାଦ। ସ୍ୱାସ୍ଥ୍ୟ ଅଧିକାରୀ ଛୁଟିରେ ନା ଡ୍ୟୁଟିରେ ଅଛନ୍ତି ତାକୁ ନେଇ ଜୋର୍ ଧରିଛି ଚର୍ଚ୍ଚା। More
  • Manoranjan Sial
  • 1 month ago

Lord Jagannath Land Scam: ଶ୍ରୀଜଗନ୍ନାଥଙ୍କ ଜମି ଉପରେ ମାଫିଆଙ୍କ ଆଖି

ମହାପ୍ରଭୁଙ୍କ ଭୂ-ସଂପତ୍ତିର ବେଆଇନ୍‌ ହସ୍ତାନ୍ତର ସଂପୂର୍ଣ୍ଣ ଅବୈଧ ବୋଲି ସ୍ପଷ୍ଟ କରିଛି ଶ୍ରୀମନ୍ଦିର ପ୍ରଶାସନ। ଜମି ବିକ୍ରିବଟା ବେଳେ ଶ୍ରୀମନ୍ଦିର ପ୍ରଶାସନକୁ ଯାଞ୍ଚ ପାଇଁ ଯୋଗାଯୋଗ କରାଯାଇପାରିବ ବୋଲି ପ୍ରଶାସନ ସ୍ପଷ୍ଟ କରିଛି। More