ସଂକ୍ଷେପରେ ଆଜିର ତାଜା ଖବର - Saturday, 08 February 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Actor Uttam Mohanty: ଏୟାରଲିଫ୍ଟ ହେଲେ ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତି, ଏହି ରୋଗରେ ଅଛନ୍ତି ପୀଡିତ

ଓଡ଼ିଆ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଚିକିତ୍ସା ପାଇଁ ଏୟାର ଲିଫ୍ଟ କରାଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ତାଙ୍କୁ ଏୟାରପୋର୍ଟ ନିଆଯାଇଛି l ସେଠାରୁ ତାଙ୍କୁ ଦିଲ୍ଲୀ ନିଆଯିବ l More

Barabati ODI Match: କାଲି ବାରବାଟୀ ମ୍ୟାଚ: ଲଢ଼େଇ ପୂର୍ବରୁ ଜଗା ଦର୍ଶନ କଲେ ଭାରତୀୟ ଖେଳାଳି

ମ୍ୟାଚ ପୂର୍ବରୁ  ଆଜି ସକାଳେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଟିମ୍ ଇଣ୍ଡିଆର ଖେଳାଳି। ବରୁଣ ଚକ୍ରବର୍ତ୍ତୀ, ୱାଶିଂଟନ୍ ସୁନ୍ଦର ଓ ଅକ୍ଷର ପଟେଲ୍ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। More

Migrant Workers: ଦାନା ପାଇଁ ଯାଇଥିଲେ ଦାଦନ; ଆନ୍ଧ୍ରରୁ ଆସିଲା ନିର୍ଯାତନାର ଭିଡିଓ

ସରୁନି ଶ୍ରମିକର ଦୁଃଖ କାହାଣୀ କମୁନି। ବାହାର ରାଜ୍ୟରେ ଶ୍ରମିକଙ୍କୁ ନିର୍ଯାତନା ହେଉକି ଦାଦନ ଶ୍ରମିକ ମୃତ୍ୟୁ ନୂଆପଡ଼ା ପାଇଁ ନିତିଦିନିଆ କଥା ହୋଇଗଲାଣି। ଏହି କ୍ରମରେ ଏକାଧିକ ମାମଲା ସାମ୍ନାକୁ ଆସିଛି। More

Subhadra Yojana: ଆଜି ମିଳିବ 'ସୁଭଦ୍ରା' ଟଙ୍କା; ଯାଜପୁରରେ କିସ୍ତି ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ

NPCIରେ ଅସୁବିଧା ନେଇ ୩ ଲକ୍ଷ ୩୮ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ଅଟକିଥିଲା। ସରକାର ହିତାଧିକାରୀଙ୍କୁ ବ୍ୟାଙ୍କ ଯିବାକୁ କହିବା ପରେ ୬୮ ହଜାର ହିତାଧିକାରୀଙ୍କର ଡକ୍ୟୁମେଣ୍ଟ କ୍ଲିୟର ହୋଇଛି। ବାକି ହିତାଧିକାରୀ NPCI କ୍ଲିୟର କଲେ ଆସନ୍ତା ମାର୍ଚ୍ଚ ୮ରେ ଉଭୟ ପ୍ରଥମ ଓ ଦ୍ବିତୀୟ କିସ୍ତି ଟଙ୍କା ପାଇବେ । More

Today Panchang 8th Feb 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । More

2024 General Election: ସବୁଠୁ ବ୍ୟୟବହୁଳ ଥିଲା ୨୪ ନିର୍ବାଚନ, ବିଜେଡିର ନିର୍ବାଚନୀ ଖର୍ଚ୍ଚ ବିଜେପିଠୁ ୭ ଗୁଣା

ବିଜେଡିର ୨୪ ନିର୍ବାଚନୀ ଖର୍ଚ୍ଚ ବିଜେପିଠୁ ୭ ଗୁଣା । ବିଧାୟକ ପ୍ରାର୍ଥୀଙ୍କୁ ବିଜେପି ୨୦ ଲକ୍ଷ ଦେଇଥିବା ବେଳେ ବିଜେଡି ଦେଇଛି ୩୦ ଲକ୍ଷ ।ସାଂସଦ ପ୍ରାର୍ଥୀଙ୍କୁ ବିଜେଡି ୫୦ ଲକ୍ଷ ଦେଇଥିବା ବେଳେ ବିଜେପି ଦେଇଛି ୬୦ ଲକ୍ଷ । More

Barabati ODI Match: ଦିନକ ପରେ ବାରବାଟୀରେ କ୍ରିକେଟର ମହାଯୁଦ୍ଧ, ସୁପର ସଣ୍ଡେରେ ହେବ ସୁପର୍ ସୋ’

ଦିନକ ପରେ ବାରବାଟୀ ବ୍ୟାଟେଲ୍...ସୁପର ସଣ୍ଡେରେ ହେବ ସୁପର୍ ସୋ’...ଇଂଲଣ୍ଡ-ଇଣ୍ଡିଆ ଦିନିକିଆରେ ଉଡ଼ିବ ଚୌକା ଛକ୍କା...ଫ୍ୟାନଙ୍କ ଉପସ୍ଥିତିରେ ଗର୍ଜିବ କଟକର ଐତିହାସିକ ବାରବାଟୀ ଷ୍ଟାଡ଼ିୟମ । More

Barabati Cricket Match Ticket Black: ବାରବାଟୀ କ୍ରିକେଟ୍‌ ପୂର୍ବରୁ ଟିକଟ୍‌ ଯୁଦ୍ଧର ଖୋଲିଲା ପୋଲ୍‌

ଭାରତ ଓ ଇଂଲଣ୍ଡ ମ୍ୟାଚ ଦେଖିବା ପାଇଁ ଟିକଟ ଖଣ୍ଡେ ମିଳୁନାହିଁ। ହେଲେ ଟିକଟ ପାଇଁ ହାଟବଜାରରେ ମୁଲଚାଲ୍‌ ହେଉଛି। ବ୍ଲାକର ଓ ଗ୍ରାହକଙ୍କ ମଧ୍ୟରେ ଚାଲିଛି ଦର କଷାକଷି। ଯେଉଁ ଟିକଟର ଦାମ୍ ମାତ୍ର ୧୧ ଶଙ୍କ ଟଙ୍କା, ତାକୁ ବ୍ଲାକର କହୁଛି ୫ ହଜାର ନହେଲେ ହେବନାହିଁ। More

Virat Kohli Fan: ଓଡ଼ିଆ ଯୁବକଙ୍କ ଛାତିରେ ‘ବିରାଟ’ଙ୍କ ଟାଟୁ, କୋହଲିଙ୍କୁ ଦେଖିବାକୁ ଗୋଆରୁ ଆସିଲେ ଭୁବନେଶ୍ୱର

ଛାତିରେ ବିରାଟ କୋହଲିଙ୍କ ଫଟୋର ଟାଟୁ । ପିଠିରେ ଜର୍ସି ନମ୍ବର ସହ ରହିଛି ବିରାଟଙ୍କ ନାଁ । ଆଉ ବିରାଟ କୋହଲିଙ୍କ ନାଁର ଠିକ୍‌ ତଳେ ଇଂରାଜୀରେ ଲେଖା ରହିଛି Greatest Of All Time । More

Subhadra Yojana: କାଲି ମିଳିବ ୧୮ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା, ଯାଜପୁରରେ ଚତୁର୍ଥ ପର୍ଯ୍ୟାୟ କିସ୍ତି ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଆଉ ୧୮ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ । More