• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 15 February 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Saroj Kumar Jena
  • 6 days ago

PRO League Hockey: କଳିଙ୍ଗରେ FIH PRO League ହକି ଆରମ୍ଭ, ଇଂଲଣ୍ଡକୁ ପରାସ୍ତ କଲେ ଭାରତୀୟ ମହିଳା

ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ପ୍ରୋ ଲିଗ ହକି ଶନିବାର ଆରମ୍ଭ ହୋଇଛି। ଅନ୍ତିମ ମିନିଟ ଗୋଲ ବଳରେ ଭାରତୀୟ ମହିଳା ଦଳ ଇଂଲଣ୍ଡକୁ ୩-୨ରେ ହରାଇଥିବା ବେଳେ ପୁରୁଷ ଦଳ ୧-୩ରେ ସ୍ପେନ ନିକଟରୁ ପରାଜିତ ହୋଇଛି। More
  • Saroj Kumar Jena
  • 6 days ago

Anubhab Mohanty: ଅନୁଭବ ମହାନ୍ତିଙ୍କ ଆତ୍ମଜୀବନି ଉନ୍ମୋଚିତ

ଅଭିନେତା ତଥା ରାଜନେତା ଅନୁଭବ ମହାନ୍ତିଙ୍କ ଆତ୍ମଜୀବନି ଶନିବାର ଉନ୍ମୋଚିତ ହୋଇ ଯାଇଛି। ବ୍ଲକ୍ ବଷ୍ଟରରୁ ବାଲଟ ବକ୍ସ ନାମରେ ଅନୁଭବ ମହାନ୍ତିଙ୍କ ପୁସ୍ତକର ଉନ୍ମୋଚନ ହୋଇଛି। ଚଳଚିତ୍ର ଓ ସାହିତ୍ୟ ଜଗତ ଏବଂ ରାଜନୈତିକ ମହଲର ବହୁ ବିଶିଷ୍ଟ ବ୍ୟକ୍ତି ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। More
  • Manoranjan Sial
  • 6 days ago

ଜାତୀୟ ରାଜପଥ ୧୬ ପାଲଟିଛି ମରଣଯନ୍ତା ?

ଗଞ୍ଜାମ ଦେଇ ଯାଇଛି ୧୬ ନମ୍ୱର ଜାତୀୟ ରାଜପଥ। ଏହି ଜାତୀୟ ରାଜପଥର ଉଭୟ କଡ଼ରେ ରହିଛି ଅନେକ ଗାଁ। ତା’ସହ ବଡ଼ ବଡ଼ ମାର୍କେଟ, ବସଷ୍ଟାଣ୍ଡ ଥିବାରୁ ଲୋକେ ଏହା ଉପରେ ନିର୍ଭରଶୀଳ। More
  • Saroj Kumar Jena
  • 6 days ago

Mo bus Accident: ମୋ ବସ ସାଜିଛି ମଣିଷ ମରା ବସ

ଟ୍ବିନ୍ ସିଟିର ଲାଇଫଲାଇନ୍ ସାଜିଥିବା ଏହି ବସକୁ ଲୋକେ କହିଲେଣି ମଣିଷ ମରା ବସ୍। ଗତରାତିରେ ତମାଣ୍ଡୋରେ ଜଣେ ମହିଳାଙ୍କୁ ଯେଭଳି ଘୋଷାଡ଼ି ମାରିଲା ସମସ୍ତଙ୍କୁ ବିଚଳିତ କରିଛି। କେବଳ କାଲି ନୁହେଁ, ଗତ କିଛି ମାସ ହେଲା ଅନେକ ଲୋକଙ୍କ ଜୀବନ ନେଲାଣି। More
  • Manoranjan Sial
  • 6 days ago

Lalit Death Mystery: ମୃତ୍ୟୁକୁ ୩ ବର୍ଷ ପୂରିବ, ମିଳିଲାନି ବ୍ୟବଚ୍ଛେଦ ରିପୋର୍ଟ

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଝାରସୁଗୁଡ଼ାସ୍ଥିତ ବାସଭବନରେ ରହି କାମ କରୁଥିଲେ ବେଲାଳସେନଙ୍କ ପୁଅ ଲଳିତ। ବର୍ଷ ବର୍ଷ ଧରି ନବଦାସଙ୍କ ଘରେ ସେ ରୋଷଇ କରୁଥିଲେ। More
  • Saroj Kumar Jena
  • 6 days ago

Sura routray Return: ଘର ୱାପସୀ କଲେ ସୁର ରାଉତରାୟ

ରାଜ୍ୟ କଂଗ୍ରେସକୁ ଘରବାହୁଡ଼ା ବଳ। ଦଳ ଛାଡ଼ିଥିବା ଓ ବହିଷ୍କୃତ ନେତାଙ୍କୁ ପିସିସି ସଭାପତିଙ୍କର ଗତକାଲି ସର୍ବକ୍ଷମା ଘୋଷଣା ପରେ ଆଜି ଭେଟେରାନ୍ ସୁର ରାଉତରାୟଙ୍କର ହୋଇଛି ଘର ୱାପସୀ। ସୁର କହିଛନ୍ତି- ଗଲା ୯ମାସ ହେଲା ଯନ୍ତ୍ରଣାରେ ଥିଲେ, କିନ୍ତୁ ଆଜି ଭାରି ଖୁସି। More
  • Manoranjan Sial
  • 6 days ago

Engineering Jobs: ଇଞ୍ଜିନିୟରିଂ ପାଠର ବିକଳ ଚିତ୍ର; ଅଧା ପିଲାଙ୍କୁ ମିଳୁନି ଚାକିରି

ରାଜ୍ୟରେ ଗତ ୧୦ ବର୍ଷ ମଧ୍ୟରେ ଇଞ୍ଜିନିୟରିଂ ଡିଗ୍ରୀରେ ପାସ କରିଛନ୍ତି ୩୪ ହଜାର ୪୭୧ ପିଲା। ସେଥିରୁ ଚାକିରି ପାଇଛନ୍ତି ମାତ୍ର ୧୫ ହଜାର ୨୮୯। ବଳକା ୧୯ ହଜାର ୧୮୨ ଛାତ୍ରଛାତ୍ରୀ ବେକାର। ଡିପ୍ଲୋମା ସ୍ଥିତି ଆହୁରି ସାଙ୍ଘାତିକ। More
  • Saroj Kumar Jena
  • 6 days ago

Vk Pandian: ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ନାଚୁଛନ୍ତି ବିଜେଡି ନେତା: ଜୟନାରାୟଣ

ନିର୍ଦ୍ଦେଶକ ପାଣ୍ଡିଆନ୍, ନାଚୁଛନ୍ତି ବିଜେଡି ନେତା। ଏଭଳି ବୟାନ ଦେଇ ଆଜି ବିଜେଡିର ଗୁମର ଖୋଲିଛନ୍ତି ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି, ଗୃହକୁ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ଅଚଳ କରିଛନ୍ତି ବିଜେଡି ବିଧାୟକ। More
  • Manoranjan Sial
  • 6 days ago

e-KYC Update: e-KYCକୁ ନେଇ ସନ୍ଦେହ ଥିଲେ ଟୋଲ୍ ଫ୍ରି ନଂ '୧୯୬୭' ଫୋନ୍‌ କର

ରାଜ୍ୟରେ ଭୂତ ହିତାଧିକାରୀ ଚିହ୍ନଟ ଓ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ୍ କାର୍ଡ ଯୋଗାଇ ଦେବାର ଉଦ୍ଦେଶ୍ୟ ନେଇ ରାଜ୍ୟ ସରକାର ଗତବର୍ଷ ଜୁନ୍ ମାସରୁ e-KYC ଅପଡେଟ୍ ପ୍ରକ୍ରିୟା ଆରମ୍ଭ କରିଥିଲେ। More
  • Saroj Kumar Jena
  • 6 days ago

Double Murder: ୫ ବର୍ଷ ପରେ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ, ଗିରଫ ହେଲେ ଚାକରାଣୀ ଓ ସ୍ବାମୀ

ଚାକରାଣୀକୁ ବୃଦ୍ଧ ଦମ୍ପତି ଗାଳିଗୁଲଜ କରୁଥିବାରୁ ରାଗ ରଖି ଏଭଳି ହତ୍ୟାକାଣ୍ଡ କରିଥିବା ଅଭିଯୁକ୍ତ ପୋଲିସ ଆଗରେ କହିଛି । କିନ୍ତୁ ଏହାକୁ ଅସ୍ବୀକାର କରିଛନ୍ତି ମୃତ ଦମ୍ପତିଙ୍କ ଝିଅ ଇତିସ୍ମିତା । ଏଥିରେ କେବଳ ଚାକରାଣୀ କିମ୍ବା ତାଙ୍କ ସ୍ବାମୀ ନୁହେଁ ବରଂ ଅନ୍ୟ କାହାର ସଂପୃକ୍ତି ରହିଛି । More
  • Manoranjan Sial
  • 6 days ago

Tara Prasad Bahinipati Criticized: ତାରା କହିଲେ, ମନ୍ତ୍ରୀଙ୍କ ଏଜେଣ୍ଟମାନେ ଠନ୍‌ଠନ୍‌ କରୁଛନ୍ତି

ତାରାଙ୍କ ଅଭିଯୋଗର ଜବାବ ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଔଷଧ ବିକଳରେ ତାଟିଆ କାମୁଡୁଛନ୍ତି ବିରୋଧୀ ଦଳ। ଆମ ସରକାର ଅତି ଶୁଦ୍ଧ ଓ ପବିତ୍ରାର ସହ କାମ କରୁଛି। ୮ ମାସ ଭିତରେ କୌଣସି ଗୋଟିଏ ହେଲେ ଅଭିଯୋଗ ଆସିନି। More
  • Tapaswini Nayak
  • 7 days ago

Ration Card: ଆଜି ତୁରନ୍ତ କରନ୍ତୁ ଏହି କାମ.. ନହେଲେ କଟିବ ରାସନ କାର୍ଡ

ରାସନ କାର୍ଡ e-KYC ପାଇଁ ଆଜି ପୁରୁଛି କଣ୍ଟ। ଡେଡଲାଇନର ଆଜି ଶେଷ ଦିନ। ଯେଉଁ ହିତାଧିକାରୀ e-KYC କରି ନାହାନ୍ତି, ଆଜି କରି ଦିଅନ୍ତୁ। ଆଉ ଯେଉଁମାନେ ନ କରିବେ, ତାକୁ ସରେଣ୍ଡର କରାଗଲା ବୋଲି ଧରି ନିଆଯିବ। More
  • Tapaswini Nayak
  • 7 days ago

Road Accident: ଆଖି ପିଛୁଳାକେ ସବୁ ଓଲଟପାଲଟ; ଆସିଲା,ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା

ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝର ପଟରୁ ଏକ ବାଇକରେ ୨ ଜଣ ଯୁବକ ଯାଉଥିଲେ। ଏହି ସମୟରେ ୪୯ ନମ୍ୱର ନମ୍ୱର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ନିକଟରେ ଏକ ଅଜଣା ଗାଡ଼ି ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। More
  • Santosh Kumar Sahoo
  • 7 days ago

Today Panchang 15th Feb 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶନିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୧୧.୫୨ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । More
  • Deviprasad Jena
  • 1 week ago

Mo Bus Accident in Bhubaneswar: ରାଜଧାନୀରେ ପୁଣି ମୋ ବସ୍ ଆତଙ୍କ ; ଚାଲିଗଲା ଜଣେ ମହିଳାଙ୍କ ଜୀବନ

ମୋ ବସ୍‌ ବାରମ୍ବାର ମୃତ୍ୟୁର ଦୂତ ସାଜିବା ପରେ ଟ୍ୱିନ୍‌ସିଟିର ପ୍ରକାଶ ପାଇଛି ଉଦ୍‌ବେଗ । କିଛି ଦିନ ତଳେ ରାଜଧାନୀ ଭୁବନେଶ୍ୱର ରଘୁନାଥପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟାଇ ଜୀବନ ନେଇଥିଲା ମୋ ବସ୍ । More
  • Deviprasad Jena
  • 1 week ago

Odisha Education System: ରାଜ୍ୟରେ ଗୁଣାତ୍ମକ ଶିକ୍ଷାର ବିପର୍ଯ୍ୟସ୍ତ ସ୍ଥିତି; ଅଷ୍ଟମ ଶ୍ରେଣୀ ପିଲା ଜାଣି ନାହାନ୍ତି ଫେଡ଼ାଣ ହରଣ

ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ । ଅଷ୍ଟମ ଶ୍ରେଣୀ ପିଲା କରି ପାରୁନାହାନ୍ତି ଫେଡ଼ାଣ ହରଣ । କାହିଁକି ଏମିତି ସ୍ଥିତି ତାକୁ ନେଇ ତେଜିଛି ରାଜନୀତି । More
  • Santosh Kumar Sahoo
  • 1 week ago

Bhakta Das: ଭକ୍ତ ଦାସଙ୍କ ବଡ଼ ନିଷ୍ପତ୍ତି, ସବୁ ନେତାଙ୍କ ଉପରୁ ବହିଷ୍କାର ଓ ନିଲମ୍ବନ ପ୍ରତ୍ୟାହାର

ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବନ ଓ ବହିଷ୍କାର କରାଯାଇଥିଲା, ତାକୁ ପ୍ରତ୍ୟାହାର କରି ଦିଆଗଲା । More
  • Deviprasad Jena
  • 1 week ago

Amazon Online Order: ଅନଲାଇନ୍‌ରେ ମଗାଇଥିଲେ ଲାପଟପ୍ ଆସିଲା ମାର୍ବଲ ପଥର ଖଣ୍ଡ

ଅନଲାଇନ୍‌ରେ ଲାପଟପ୍ ଅର୍ଡର କରିଥିବା ସମ୍ବଲପୁରର ଜଣେ ଗ୍ରାହକଙ୍କ ପାଖରେ ପହଁଚିଛି ମାର୍ବଲ ପଥର ଖଣ୍ଡ । ଅନଲାଇନ୍ ସଂସ୍ଥାଠାରୁ କୌଣସି ସନ୍ତୋଷଜନକ ଉତ୍ତର ନପାଇବାରୁ ସେ ଥାନାରେ ଅଭିଯୋଗ କରିଛନ୍ତି । More
  • Deviprasad Jena
  • 1 week ago

35 Crore Buffalo In Bhubaneswar: ମତ୍ସ୍ୟ-ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଛି ୩୫ କୋଟିର ମଇଁଷୀ ଭୀମ

ରାଜ୍ୟସ୍ତରୀୟ ପ୍ରାଣୀ ସମାବେଶରେ ଧମାଲ୍ ମଚାଉଛି ୩୫ କୋଟିର ମଇଁଷି । କଳା ଚିକ୍ ଚିକ୍ ଦିଶୁଥିବା ଏହି ମଇଁଷିର ନାଁ ରହିଛି ଭୀମ । More