• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Tuesday, 18 February 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Manoranjan Sial
  • 1 month ago

Water crisis in Ganjam: ଲୁଣିଆ ପାଣିରୁ ମିଳିବ ମୁକ୍ତି, ଘରକୁ ଆସିବ ମିଠା ପାଣି

ସମୁଦ୍ରର ଲୁଣି ପାଣିକୁ ଟ୍ରିଟ୍‌ମେଣ୍ଟ କରି ଗଞ୍ଜାମ ଜିଲ୍ଲାର ଦୁଇ ସମୁଦ୍ର କୁଳିଆ ଗାଁ ଆର୍ଯ୍ୟପଲ୍ଲୀ ଓ ମାଟିଖାଲକୁ ଯୋଗାଣ ହେବ ମଧୁର ଜଳ। ଦୂର ହେବ ବର୍ଷ ବର୍ଷର ଲୁଣି ପାଣି ସମସ୍ୟା। ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ଆଗେଇ ଆସିଛନ୍ତି ଇଣ୍ଡିଆନ୍‌ ରେର୍‌ ଆର୍ଥ ଲିମିଟେଡ୍ (IRE) ଓ ରାଜ୍ୟ ସରକାର। More
  • Sujit kumar Swain
  • 1 month ago

CBI Raids IAS Bishnupada Sethi Residence: ପୁଣି କଡ଼ ଲେଉଟାଇଲା CBI; ୭୦ ଦିନ ପରେ IAS ବିଷ୍ଣୁପଦଙ୍କ ଘରେ ସିବିଆଇ ରେଡ୍

IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍ । ବ୍ରିଜ୍ ଆଣ୍ଡ ରୁଫ୍ କଂପାନୀ ସହ ଲିଙ୍କକୁ ନେଇ ଖୋଳତାଡ଼ । ସକାଳ ପ୍ରାୟ ୬ଟା। ଭୁବନେଶ୍ବରସ୍ଥିତ ବିଷ୍ଣୁପଦଙ୍କ ସରକାରୀ ବାସଭବନ। IASଙ୍କ ଆଖି ନଖୋଲୁଣୁ ଘରେ ପଶିଥିଲେ ଦିଲ୍ଲୀ ସିବିଆଇର ୮ ଜଣିଆ ଟିମ୍।  More
  • Manoranjan Sial
  • 1 month ago

KISS Bhubaneswar: କିସ୍‌ରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ନେଇ ଡାହା ମିଛ ତଥ୍ୟ ଦେଇଛନ୍ତି ଅଚ୍ୟୁତ!

୨୦୧୭ ମସିହାରେ ବିଧାନସଭା ତଥ୍ୟ ଅନୁଯାୟୀ କିସ୍‌ ଆଦିବାସୀ ସ୍କୁଲ ଲାଗି ରାଜ୍ୟ ସରକାର ପ୍ରତି ମାସରେ ୭୫ ଟନ୍‌ ଚାଉଳ ଯୋଗାଉଛନ୍ତି। ଅର୍ଥାତ ପ୍ରତିବର୍ଷ କିସ୍‌କୁ ଚାଉଳ ଦେବା ବାବଦରେ ସରକାର ଖର୍ଚ୍ଚ କରୁଛନ୍ତି ପ୍ରାୟ ୨୨ କୋଟି ୫୦ ଲକ୍ଷ ଟଙ୍କା। More
  • Sujit kumar Swain
  • 1 month ago

KIIT Student Death Case: କୁତ୍ସିତ କାରନାମା, ନ୍ୟାୟ ମାଗୁଛି 'କିଟ୍' ପୀଡ଼ିତା; ଭୟଙ୍କର ସନ୍ଦେହ ଘେରରେ କର୍ତ୍ତୃପକ୍ଷ

ବୟଫ୍ରେଣ୍ଡର ବ୍ଳାକମେଲ୍ ପରେ ଗୁମୁରି ଗୁମୁରି କାନ୍ଦୁଥିଲା...ଭିତରେ ଭିତରେ ଜଳୁଥିଲା...ମାନସିକ ଯନ୍ତ୍ରଣାରେ ଛଟପଟ ହେଉଥିଲା...। ବାରମ୍ବାର କାକୁତିମୀନତି ପରେ ବି, କର୍ଣ୍ଣପାତ କରିନଥିଲା କିଟ୍। ଯେଉଁ ନାମୀ କଲେଜରେ ନାଁ ଲେଖାଇବାକୁ, ଆଖିରେ ଆଖିଏ ସ୍ବପ୍ନ ନେଇ ନିଜ ଦେଶ ଛାଡ଼ିଥିଲା...ସେଇ କଲେଜର ଉଦାସୀନତା ପାଇଁ ତାକୁ ଚିରଦିନ ଲାଗି ଆଖି ବୁଜିବାକୁ ପଡ଼ିଲା।  More
  • Sonali Ojha
  • 1 month ago

Today Panchang 18th Feb 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ଷ୍ଠୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ । More
  • Deviprasad Jena
  • 1 month ago

Major Scam: ରାତାରାତି କୋଟିପତି ହେବା ନିଶାରେ ସର୍ବସ୍ୱାନ୍ତ ହେଲେ ଜମାକାରୀ; ଠକିନେଲେ କୋଟି କୋଟି ଟଙ୍କା

ଲୋଭ ହେଲା କାଳ । ରାତାରାତି କୋଟିପତି ହେବାର ନିଶା ଲୋକଙ୍କୁ ସର୍ବସ୍ୱାନ୍ତ କରିଦେଇଛି । ସମ୍ବଲପୁର ଜିଲ୍ଲାରେ ଅଧିକ ସୁଧ ଲୋଭରେ ଠକେଇର ଶିକାର ହୋଇଛନ୍ତି ଶତାଧିକ ଲୋକେ । More
  • Manoranjan Sial
  • 1 month ago

Plus Two Exam: ଆସନ୍ତାକାଲିଠାରୁ ଆରମ୍ଭ ହେଉଛି + ୨ ପରୀକ୍ଷା

କପି ରୋକିବାକୁ ପଞ୍ଚସ୍ତରୀୟ ସ୍କ୍ବାଡ୍ ଏବଂ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି। ପରୀକ୍ଷା ସରିବା ୪୫ ଦିନ ଭିତରେ ରେଜଲ୍ଟ ବାହାର କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଶ୍ନ ପତ୍ର ଲିକ୍‌ ବା ଗୁଜବ କଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। More
  • Manoranjan Sial
  • 1 month ago

Jagadish Mohanty : ଗାଳ୍ପିକ ପବିତ୍ର ପାଣିଗ୍ରାହୀଙ୍କୁ ‘ଜଗଦୀଶ କଥା ସମ୍ମାନ’

ଯୁବଲେଖକଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଦିଆଯାଉଥିବା ‘ଜଗଦୀଶ ଯୁବ ସମ୍ମାନ’ ଏଥର ଗାଳ୍ପିକା ସୁନନ୍ଦା ପ୍ରଧାନଙ୍କୁ ପ୍ରଦାନ କରାଯାଇଥିଲା। More
  • Deviprasad Jena
  • 1 month ago

KIIT Student Death: ନେପାଳ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବେଗ ପରେ ଏମିତି ଅପିଲ୍ କଲେ କିଟ୍ କର୍ତ୍ତୃପକ୍ଷ

ପାଠ ପଢ଼ିବା ପାଇଁ ବିଦେଶରୁ ଆସିଥିବା ପିଲାଙ୍କୁ ଧମକଚମକ ଏବଂ ସିକ୍ୟୁରିଟି ଗାର୍ଡଙ୍କ ନିସ୍ତୁକ ମାଡ଼ର ଭିଡିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହେବାରେ ଲାଗିଛି । ନେପାଳ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବେଗ ପରେ ଛେପ ଢୋକିଛନ୍ତି କିଟ୍ କର୍ତ୍ତୃପକ୍ଷ । ପିଲାଙ୍କୁ ଜୋର୍ କରି ବିଦା କରିସାରିବା ପରେ ସେମାନଙ୍କୁ ଫେରିବାକୁ ଅପିଲ୍ କରିଛନ୍ତି । More
  • Deviprasad Jena
  • 1 month ago

Police Encounter in Bhubaneswar: ପୋଲିସ୍ ଗୁଳିରେ ଘାଇଲା ହେଲେ ଆନ୍ତଃରାଜ୍ୟ ଆପାର୍ଟମେଣ୍ଟ ଲୁଟେରା

ରାଜଧାନୀ ଉପକଣ୍ଠରେ ମଝିରାତିରେ ଏନକାଉଣ୍ଟର। ପ୍ରଥମଥର ପାଇଁ କମିଶନରେଟ୍ ପୋଲିସ୍ ଗୁଳିରେ ଘାଇଲା ଆନ୍ତଃରାଜ୍ୟ ଆପାର୍ଟମେଣ୍ଟ ଲୁଟେରା । ଏହି ଆନ୍ତଃରାଜ୍ୟ ଗ୍ୟାଙ୍ଗର ରାଜ୍ୟ ଭିତରେ କାହା ସହ ଲିଙ୍କ୍ ଅଛି, ସେ ନେଇ ଖୋଳତାଡ଼ ଚାଲିଛି । More