• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 07 March 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Santosh Kumar Sahoo
  • 2 weeks ago

Mohan Majhi: ‘FIR ନ ରଖିଲେ ଆଇଆଇସି ହେବେ ସସ୍‌ପେଣ୍ଡ’

ରାଜ୍ୟରେ ୧୪ଟି ଥାନାର ନୂତନ କୋଠା ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ତାଗିଦ କରିବା ସହ ପୋଲିସ ଡିଜିଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି । More
  • Deepak Acharya
  • 2 weeks ago

Panchang Today 7th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର। ଚନ୍ଦ୍ର- ବୃଷ ଦିବା ୧୧.୪୬ ଗତେ ମିଥୁନ। ତିଥି- ୮ମୀ ଦିବା ୦୯.୧୮ ଗତେ ୯ମୀ। ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୧.୪୬ ଗତେ କନ୍ୟା ରାଶିର। ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି More
  • Deviprasad Jena
  • 2 weeks ago

Cracker Explosion: ପୁଣି ବାଣ ଅଘଟଣ, ଦୁଇ ଶିଶୁଙ୍କ ସହ ୫ ଗୁରୁତର

ପୁଣି ବାଣ ଟ୍ରାଜେଡି। ଯାଜପୁର ଜାଲପୁରରେ ଏକ ବେଆଇନ ବାଣ ଗୋଦାମରେ ଭୟଙ୍କର ବାଣ ବିସ୍ପୋରଣ ଘଟି ୫ ଜଣ ଗୁରୁତର ହୋଇଛନ୍ତି। ଯାହାଙ୍କ ମଧ୍ୟରେ ଅଛନ୍ତି ଆହତ ବ୍ୟବସାୟୀଙ୍କ ସହ ଜଣେ ପଡ଼ୋଶୀଙ୍କର ଦୁଇ ନବଜାତ ଶିଶୁ। ଯାଜପୁର ଟାଉନ୍ ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳକୁ ଯାଇ ଛାନଭିନ୍ କରୁଛନ୍ତି। More
  • Santosh Kumar Sahoo
  • 2 weeks ago

BJD Trapped: ନିଜ ଜାଲରେ ଫସିଗଲା କି ବିଜେଡି ? ନବୀନ ନ ଯିବାକୁ ନେଇ ତେଜିଲା ପାପ-ପୂଣ୍ୟ ରାଜନୀତି

ନିଜ ଜାଲରେ ନିଜେ ଫସିଲା କି ବିଜେଡି? ବିଜୁଙ୍କୁ ନେଇ କରୁଥିବା ରାଜନୀତିରେ ମିଳିଲା କି ଶକ୍ତ ଝଟକା ? ଖୋଦ୍ ନିଜ ଦଳର ବରିଷ୍ଠ ନେତା ଏହାକୁ ନିନ୍ଦା କରିଛନ୍ତି। More
  • Santosh Kumar Sahoo
  • 2 weeks ago

Odisha High Court: ଜଷ୍ଟିସ୍ ହରିଶ ଟଣ୍ଡନ ହାଇକୋର୍ଟ ମୁଖ୍ୟ ବିଚାରପତି

ସୂଚନା ଅନୁସାରେ ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେଇଥିଲେ । ଜଷ୍ଟିସ ସିଂଙ୍କ ଅବସର ପରେ ଏହି ସ୍ଥାୟୀ ପଦବୀ ଖାଲି ପଡ଼ିଥିଲା । More
  • Deviprasad Jena
  • 2 weeks ago

Matric Exam Ends: ଭାଇରାଲ୍ ରୋକିବାରେ ସଫଳ, କିନ୍ତୁ ରୋକିପାରିଲେନି ପ୍ରଶ୍ନପତ୍ର ବିଭ୍ରାଟ

କେଉଁଠି ହସ ହସ ମୁହଁ, ଆଉ କେଉଁଠି ଆଗୁଆ ହୋଲି । ମାଟ୍ରିକ୍ ପରୀକ୍ଷା ଶେଷ ଦିନରେ ଖୁସ୍ ମିଜାଜ୍ ରେ ଛାତ୍ରଛାତ୍ରୀ । କିଏ ବର୍ଷ ବର୍ଷର ବନ୍ଧୁଙ୍କୁ ବିଦାୟ ଦେଉଛି, ଆଉ କିଏ ହୋଲି ଛୁଟିରେ ଦେଖାହେବନି ବୋଲି, ଆଗୁଆ ଅବିର ଖେଳୁଛି । ଆଜି ମାଟ୍ରିକ୍ ପରୀକ୍ଷା ସରିବା ପରେ ଅଧିକାଂଶ ଛାତ୍ରଛାତ୍ରୀ ଆଶ୍ବସ୍ତ ଥିଲେ । କିନ୍ତୁ, ବିଡ଼ମ୍ବନା ପରୀକ୍ଷା ସରିଥିଲେ ବି ସମସ୍ତେ ଶଙ୍କାମୁକ୍ତ ନାହାଁନ୍ତି । More
  • Santosh Kumar Sahoo
  • 2 weeks ago

Fire Breaks Out: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ଅଘଟଣ, ଜଳିଗଲା ୧୦ ମାଛଧରା ବୋଟ୍

ପାରଦୀପ ନେହରୁ ବଙ୍ଗଳା ମାଛଧରା ଜେଟିରେ ନିଆଁ ଲାଗିବା ଖବର ପାଇ ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ। ଘଟଣାସ୍ଥଳରେ ୮ ଅଗ୍ନିଶମ ଟିମ୍ ପହଞ୍ଚି ନିଆଁ ଲିଭା କାମରେ ଲାଗିଥିଲେ । More