• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 10 March 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 2 weeks ago

Bangladeshi Nationals: ଓଡ଼ିଶାକୁ ନିରାପଦ ଆଶ୍ରୟସ୍ଥଳୀ ଭାବୁଛନ୍ତି କି ବାଂଲା ଅନୁପ୍ରବେଶକାରୀ ?

ଗତକାଲି ଭୁବନେଶ୍ବର ରେଲୱେ ଷ୍ଟେସନରୁ ୧୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ କ୍ରାଇମବ୍ରାଂଚ ଏସଟିଫ ହାତରେ ଧରାପଡ଼ିବା ପରେ ବଢୁଛି ଏଭଳି ଆଶଙ୍କା।  More
  • Saroj Kumar Jena
  • 2 weeks ago

Fake Medicines:କାୟା ମେଲାଇଛି ନକଲି ମେଡିସିନ ସାମ୍ରାଜ୍ୟ, ଚିହ୍ନଟ ହେଲାଣି ୧୦୩ଟି ନିମ୍ନମାନର ଔଷଧ

ଅଭିଯୋଗ ଆସିଥିବା ବେଳେ ଆଜି ବିଧାନସଭାରେ ଏହାକୁ ସ୍ୱୀକାର କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ। ଆଖି ତରାଟି ଦେଲା ଭଳି ତଥ୍ୟ ହେଲା, ୩ ବର୍ଷରେ ୧୦୩ଟି ନିମ୍ନମାନର ମେଡିସିନ୍ ଚିହ୍ନଟ ହୋଇଛି। More
  • Sujit kumar Swain
  • 2 weeks ago

Tobacco & Gutkha Taxes: କ୍ୟାନସର୍ ବିକି କୋଟି କୋଟିର ଟିକସ ! ସାମ୍ନାକୁ ଆସିଲା ଗତ ୧୧ ବର୍ଷର ଚାଞ୍ଚଲ୍ୟକର ତଥ୍ୟ...

ତମାଖୁ ବଢ଼ାଇଥିଲା କି ପୂର୍ବ ସରକାରଙ୍କ ରାଜସ୍ବ ନିଶା ? ସାମ୍ନାକୁ ଆସିଲା ଗତ ୧୧ ବର୍ଷର ଚାଞ୍ଚଲ୍ୟକର ତଥ୍ୟ । ହୁ ହୁ ବଢ଼ିଛି ତମାଖୁ ଓ ପାନମସଲାରୁ ଟିକସ ଆଦାୟ । More
  • Saroj Kumar Jena
  • 2 weeks ago

Utkal vs Koshal: ଘନେଇଲା ଉତ୍କଳ-କୋଶଳ ବିବାଦ, ବିଧାନସଭା ଅଚଳ କଲା ବିଜେଡି

ଘନେଇଲା ଉତ୍କଳ ଓ କୋଶଳ ବିବାଦ। ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନକୁ ବିଜେଡି କରିଛି ମୁଖ୍ୟ ପ୍ରସଙ୍ଗ। ବିଧାନସଭାରେ ହଟ୍ଟଗୋଳ କରି ଗୃହ ଚଳାଇ ଦେଇନାହିଁ। ଏପରିକି ବିଜେଡି ନିଜେ ଦେଇଥିବା ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ବି କଲାନାହିଁ। More
  • Deepak Acharya
  • 2 weeks ago

Panchang Today 10th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର।ତିଥି- ୧୧ଶୀ ପ୍ରାତଃ ୦୭.୪୫ ଗତେ ୧୧ଶୀ।ଘାତଚନ୍ଦ୍ର- ନାସ୍ତି।ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ପ୍ରାତଃ ୦୭.୪୫ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ। More
  • Tapaswini Nayak
  • 2 weeks ago

Odisha Weather: ଆଗକୁ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ; ୬ ଜିଲ୍ଲାକୁ ସତର୍କ କଲା SRC

ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ଏଥିପାଇଁ SRCଙ୍କ ଅଫିସ୍ ପକ୍ଷରୁ ପ୍ରଚଣ୍ଡ ରୌଦ୍ର ତାପ ନେଇ ସତର୍କ କରାଯାଇଛି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ୪ରୁ ୫ ଦିନ ଭିତରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ଅନୁମାନ କରାଯାଉଛି। More
  • Deviprasad Jena
  • 2 weeks ago

Karnataka Tragedy: ଶୋକରେ ବୁଡିଲା ଦାରିଙ୍ଗବାଡି; ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ବାଲିଗୁ଼ଡାର ତେରବାଡିରେ ବିଭାସଙ୍କ ପୈତୃକ ଗାଁ। ପରିବାର ସହ ବିଭାସ ଦିଲ୍ଲୀରେ ରହୁଥିଲେ। ସେ ଏକ ଘରୋଇ ହସ୍ପିଟାଲରେ HR ଭାବେ ଚାକିରି କରୁଥିଲେ। ଦେଶ ବିଦେଶର ବିଭିନ୍ନ ସ୍ଥାନ ବୁଲିବାକୁ ପସନ୍ଦ କରୁଥିଲେ ବିଭାସ। ହେଲେ ସେହି ପସନ୍ଦ ହିଁ ତାଙ୍କ ଶେଷ ଯାତ୍ରା ପାଲଟିଛି। More
  • Sujit kumar Swain
  • 2 weeks ago

Mahesh Babu Fever Grips Koraput: ଜବରଦସ୍ତ ଫାଇଟିଂ, ସାନ୍ଦାର ଆକ୍ସନ୍; କୋରାପୁଟରେ ମହେଶଙ୍କୁ ନେଇ ସୁଟିଂରେ ବ୍ୟସ୍ତ ରାଜାମୌଲି...

କ୍ୟାମେରାରେ ସାଉଥ୍ ସୁପରଷ୍ଟାର। ମାସି ଲୁକ୍‌ରେ ମହେଶ ବାବୁ। ଚାଲିଛି ହାଇ ଆକ୍ସନ ପ୍ୟାକଡ୍ ଫିଲ୍ମର ସୁଟିଂ। ପଛରୁ ଧକ୍କା ଦେବା ପରେ ଆଣ୍ଠେଇ ପଡୁଛନ୍ତି ହିରୋ, ସାମ୍ନାରେ ମେନ୍ ଭିଲେନ୍। ପାନ୍ ଇଣ୍ଡିଆ ଡିରେକ୍ଟର ଏସ.ଏସ୍. ରାଜାମୌଲିଙ୍କ ଏହି ବହୁ ପ୍ରତୀକ୍ଷିତ ସିନେମାର ସୁଟିଂ ଆଗେଇ ଚାଲିଛି କୋରାପୁଟ ସେମିଳିଗୁଡାର ତଳମାଳି ପାହାଡରେ।  More
  • Deviprasad Jena
  • 2 weeks ago

Odisha Forest Fire: ଖରାଦିନ ଆରମ୍ଭରୁ ଚିନ୍ତା ବଢାଇଲାଣି ଜଙ୍ଗଲ ନିଆଁ

ବୋଲ ମାନୁନି ବନାଗ୍ନି। ଚାହୁଁ ଚାହୁଁ ପବନ ବେଗରେ ମାଡ଼ି ଚାଲିଛି ଜଙ୍ଗଲ ନିଆଁ। ବୌଦ୍ଧ ବନଖଣ୍ଡ ଜାମୁଖୋଲ ଜଙ୍ଗଲରେ ଦେଖିବାକୁ ମିଳିଛି ଭୟଙ୍କର ଦୃଶ୍ୟ। ଜଙ୍ଗଲରୁ ବ୍ୟାପୁଥିବା ନିଆଁ ଭୟଙ୍କର ରୂପ ଧରି ଏବେ ଗାଁ ଆଡ଼କୁ ମୁହାଁଇଲାଣି। ଖାଲି ବୌଦ୍ଧ ନୁହେଁ, ସୁନ୍ଦରଗଡ଼ ବଣାଇରୁ ମୟୂରଭଞ୍ଜର ଉଦଳା, ନୂଆପଡ଼ା, ତାଳଚେର ଆଉ କୋରାପୁଟରୁ ଶିମିଳିପାଳ। ସବୁଠି ଖରା ଆରମ୍ଭରୁ ଜଳୁଛି ଜଙ୍ଗଲ। More
  • Deviprasad Jena
  • 2 weeks ago

Odisha To Become IT Hub: ଓଡ଼ିଶା ହେବ ଦେଶର ପ୍ରମୁଖ ଆଇଟି ହବ୍; ସୃଷ୍ଟି ହେବ ୫୦ ହଜାର ନିଯୁକ୍ତି

ଓଡ଼ିଶା ସଫ୍ଟୱେୟାରର ଚାହିଦା ବଢୁଥିବା ବେଳେ ଆସନ୍ତା ୨ ବର୍ଷରେ ଆଇଟି କ୍ଷେତ୍ରରେ ୫୦ ହଜାର ନିଯୁକ୍ତି ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ଏହାସହିତ ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡିଶାକୁ ଆଇଟି ହବ୍ କରିବାକୁ ସରକାରଙ୍କ ଯୋଜନା ରହିଛି। More
  • Sujit kumar Swain
  • 2 weeks ago

Political Controversy: ଜୟନାରାୟଣଙ୍କ ମନ୍ତବ୍ୟକୁ ନେଇ ରାଜନୈତିକ ଝଡ଼; ଦଳ-ସରକାରକୁ ଘେରି ବିରୋଧୀଙ୍କ ଜୋରଦାର ହମଲା

"ଓଡ଼ିଶାରେ ମିଶିବା ଆମର ଐତିହାସିକ ଭୁଲ୍"। ସରକାରୀ କାର୍ଯ୍ୟକ୍ରମ ମଂଚରେ, ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କ ଉପସ୍ଥିତିରେ ପଶ୍ଚିମ ଓଡ଼ିଶା ବିଜେପିର ବଡ଼ ଚେହେରା, ବିଧାୟକ ଜୟନାରାୟଣ ମିଶ୍ରଙ୍କ ଏ ମନ୍ତବ୍ୟକୁ ନେଇ ରାଜନୈତିକ ଝଡ଼। More