• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Monday, 17 March 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 6 days ago

Sunita Williams: ସୁନୀତାଙ୍କ ପୃଥିବୀ ବାହୁଡ଼ା: ଯେତିକି ଆଶ୍ବସ୍ତି, ସେତିକି ଚିନ୍ତା; ଜାଣନ୍ତୁ କାହିଁକି ?

ଦୀର୍ଘ ୯ ମାସ ମହାକାଶରେ କାଟିବା ପରେ, ମାଟିକୁ ଛୁଇଁବେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀ। ୬୦ ବର୍ଷୀୟା ସୁନୀତା ପୃଥିବୀକୁ ଫେରିବା ଖବର ବିଶ୍ବବାସୀଙ୍କୁ ଯେତିକି ଆଶ୍ବସ୍ତି ଦେଇଛି, ସେତିକି ଚିନ୍ତା ସୃଷ୍ଟି କରିଛି ସେ ଆଗକୁ ସାମ୍ନା କରିବାକୁ ଥିବା ଜଟିଳ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ। More
  • Ipsita Pradhan
  • 6 days ago

Parabens: ପାରାବେନ୍-ଫ୍ରି ସାମଗ୍ରୀ କାହିଁକି ଜରୁରୀ, ରହିଛି କି ଡାଇବେଟିସ୍ ସହ ସଂପର୍କ?

ଗତ କିଛି ବର୍ଷ ହେବ ଆପଣ ଅନେକଙ୍କ ଠାରୁ ପରାମର୍ଶ ପାଇଥିବେ ଯେ ପାରାବେନ୍-ଫ୍ରି ସ୍ୟାମ୍ପୁ, ବଡି-ଓ୍ବାସ୍ କିମ୍ବା ପ୍ରସାଧନ ସାମଗ୍ରୀ ବ୍ୟବହାର କରିବା ପାଇଁ। ହେଲେ କେବେ ଜାଣିବା ପାଇଁ ଚେଷ୍ଟା କରିଛନ୍ତି ଏ ‘ପାରାବେନ୍’ କ’ଣ ଓ କାହିଁକି ବ୍ୟବହାର ହୁଏ ବିଭିନ୍ନ ନିତ୍ୟ ବ୍ୟବହୃତ ସାମଗ୍ରୀରେ ଏବଂ ପାରାବେନ୍-ଫ୍ରି ସାମଗ୍ରୀ ବ୍ୟବହାର ପାଇଁ କାହିଁକି ପରାମର୍ଶ ଦିଆଯାଏ? More
  • Namita Biswal
  • 6 days ago

Ramakanta Rath Death: ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ

ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ବାସଭବନରେ ପହଞ୍ଚି ଅନ୍ତିମ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ଆଜି ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ୱର୍ଗଦ୍ୱାରରେ ରମାକାନ୍ତ ରଥଙ୍କ ଶେଷକୃତ୍ୟ ହେବ । More
  • Deepak Acharya
  • 7 days ago

Panchang Today 17th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର।ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୩ୟା ରାତ୍ରି ୦୭.୩୩ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି। More
  • Deviprasad Jena
  • 7 days ago

Legendary Poet Ramakanta Rath: କିମ୍ବଦନ୍ତୀ କବି ରମାକାନ୍ତ ରଥଙ୍କ ଦେହାନ୍ତରେ ସ୍ତବ୍ଧ ସାହିତ୍ୟଜଗତ

୯୨ ବର୍ଷ ବୟସରେ ରମାକାନ୍ତଙ୍କ ବିୟୋଗ ସହ ଆଧୁନିକ ଓଡ଼ିଆ ସାହିତ୍ୟରେ ଏକ ଯୁଗର ଅବସାନ ଘଟିଛି । ବିଦେଶରେ ଥିବା ଏକମାତ୍ର ପୁଅ ଆସି ପହଞ୍ଚିବା ପରେ ଆସନ୍ତାକାଲି ତାଙ୍କ ଶେଷକୃତ୍ୟ ସଂପନ୍ନ ହେବ । ରମାକାନ୍ତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିବା ସହ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । More
  • Deviprasad Jena
  • 7 days ago

Road Accident Increase: ରାଜ୍ୟରେ ବେଲଗାମ ସଡ଼କ ଦୁର୍ଘଟଣା, ବଢ଼ୁଛି ମୃତାହତଙ୍କ ସଂଖ୍ୟା

ରାଜ୍ୟରେ ଯାନବାହନ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବା ସହ ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ଯୋଗୁ ଅଧିକ ଦୁର୍ଘଟଣା ଘଟୁଛି । ସଡ଼କ ଦୁର୍ଘଟଣାର କାରଣ ଖୋଜିବା ସହ କିଭଳି ଏହାକୁ ହ୍ରାସ କରାଯିବ, ସେନେଇ ପଦକ୍ଷେପ ସୁପାରିସ କରିବାକୁ ଆଇଆଇଟି ଚେନ୍ନାଇକୁ ଦାୟିତ୍ବ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି । More
  • Deviprasad Jena
  • 7 days ago

Holi Murder: ହୋଲି ରଙ୍ଗରେ ଲାଗିଲା ରକ୍ତର ଛିଟା,ସରକାରଙ୍କୁ ଘେରିଲେ ବିରୋଧି

ବିଧାନସଭା ତଥ୍ୟ ଅନୁଯାୟୀ ୨୦୨୪-୨୫ ଆର୍ଥିକ ବର୍ଷରେ ଗତ ଜାନୁଆରୀ ମାସ ସୁଦ୍ଧା ଅର୍ଥାତ ୧୦ ମାସ ଭିତରେ ୧୧୧ଟି ହତ୍ୟା, ୨୦ ଡକାୟତି, ୧୫୦୯ଟି ଚୋରି, ୧୦୧ଟି ଦଙ୍ଗା, ୬୫୫ଟି ଅସଦାଚରଣ ଓ ୭୯ଟି ଯୌନ ନିର୍ଯାତନା ମାମଲା ରୁଜୁ ହୋଇଛି । ବଢୁଥିବା ଅପରାଧ ନିୟନ୍ତ୍ରଣ ଏବେ ପୋଲିସ୍ ପାଇଁ ପାଲଟିଛି ବଡ଼ ଚ୍ୟାଲେଞ୍ଜ। More
  • Deviprasad Jena
  • 1 week ago

Heat And Wave Alert: ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ତାତି, ସିଝୁଛି ପଶ୍ଚିମ ଓଡ଼ିଶା

୧୪ ତାରିଖରେ ୪୧. ୮ ଡିଗ୍ରୀ ସହ ଝାରସୁଗୁଡ଼ା ଓ ୧୫ ତାରିଖରେ ୪୨.୫ ଡିଗ୍ରୀ ସହ ବୌଦ୍ଧ ସାରା ଦେଶରେ ଉତ୍ତପ୍ତ ସ୍ଥାନ ପାଲଟିଥିଲା । ଆଜି ମଧ୍ୟ ୪୩.୬ ଡିଗ୍ରୀ ତାପମାତ୍ରା ସହ ଜଳିଛି ବୌଦ୍ଧ । କେବଳ ଏହି ୨ ସହର ନୁହେଁ, ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୪୦ ଉପରେ ରହୁଛି ତାପମାତ୍ରା । More
  • Deviprasad Jena
  • 1 week ago

BJP MLA Jayanarayan Mishra: କ୍ଷୋଭ ଝାଡ଼ିଲେ ଜୟନାରାୟଣ; କହିଲେ 'ମୋର ଯୋଗ୍ୟତା ନାହିଁ'

ବୈଠକରେ କ'ଣ ଆଲୋଚନା କରାଗଲା ସେ ନେଇ ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ ସାମ୍ବାଦିକ । ତେବେ ଏହାର ଉତ୍ତରରେ ଜୟନାରାୟଣ କହିଥିଲେ, 'ଏହି ପ୍ରଶ୍ନ ବଡ଼ ବଡ଼ ନେତାମାନଙ୍କୁ ପଚାରନ୍ତୁ, ଛୋଟକାଟିଆଙ୍କୁ ଏଥିରେ କାହିଁକି ପଶାଉଛନ୍ତି ।' ଜୟନାରାୟଣଙ୍କ ଭଳି ବରିଷ୍ଠ ନେତା କାହିଁକି ମଞ୍ଚରେ ବସିଲେ ନାହିଁ, ସେ ସମ୍ପର୍କିତ ପ୍ରଶ୍ନକୁ ଏଡାଇ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । More