• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Wednesday, 19 March 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Deviprasad Jena
  • 4 days ago

Naba Das Muder: ନବ ଦାସଙ୍କ ହତ୍ୟା ରହସ୍ୟ ଭେଦୁଛି କ୍ରାଇମବ୍ରାଞ୍ଚ୍; ମେଡ଼ିକାଲରୁ ଏୟାରପୋର୍ଟ ଯାଏଁ ତନାଘନା

କ୍ରାଇମବ୍ରାଞ୍ଚ ଘଣ୍ଟାଚକଟା ଭିତରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟାଳୟରେ କରାଯାଇଥିବା ନବ ଦାସଙ୍କ ଇସିଜି ରିପୋର୍ଟକୁ ନେଇ ସାମ୍ନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ । ଅଭିଯୁକ୍ତ ଗୋପାଳ ଦାସଙ୍କ ଓକିଲ ସଂଗୀନ ଅଭିଯୋଗ ଆଣି କହିଛନ୍ତି, କ୍ରାଇମବ୍ରାଞ୍ଚର ଚାର୍ଜସିଟରେ ଇସିଜି ରିପୋର୍ଟ ନାହିଁ । More
  • Otv Khabar Bureau
  • 4 days ago

BMC Holding Tax Defaulters: ହୋଲ୍ଡିଂ ଟ୍ୟାକ୍ସ ଖିଲାପକାରୀଙ୍କ ନୂଆ ତାଲିକା କେବେ ଛାଡ଼ିବ BMC

ବିବାଦ ସେତେବେଳେ ଆରମ୍ଭ ହେଲା, ଯେତେବେଳେ ବିଏମସି ତରଫରୁ ୧୧ ମାର୍ଚ୍ଚ ୨୦୨୫ରେ ୩୧ଟି ପ୍ରମୁଖ ହୋଲ୍ଡିଂ ଟ୍ୟାକ୍ସ ଖିଲାପକାରୀ ସଂସ୍ଥାଙ୍କର ଏକ ତାଲିକା ଏହାର ସୋସିଆଲ୍ ମିଡିଆ ଇନଷ୍ଟାଗ୍ରାମରେ ଛାଡ଼ିଲା। ଏହି ୩୧ ଖିଲାପକାରୀଙ୍କ ମଧ୍ୟରୁ ୧୬ଟି ସଂସ୍ଥାର ବାକିଆ ଟଙ୍କା ୧ କୋଟିରୁ ଅଧିକ ଲେଖାଏଁ ଟଙ୍କା ହୋଇଥିବା ବେଳେ, ୧୫ଟି ସଂସ୍ଥାଙ୍କର ବାକିଆ ୫୦ ଲକ୍ଷରୁ ୧ କୋଟି ଟଙ୍କା ମଧ୍ୟରେ ରହିଥିଲା। More
  • Tapaswini Nayak
  • 4 days ago

Road Accident: ପ୍ରଧାନ ଶିକ୍ଷକଙ୍କ ଉପରେ ଚଢ଼ିଗଲା ବସ୍

ପ୍ରଧାନ ଶିକ୍ଷକ ଆଜି ସକାଳେ ଏକ ବାଇକ୍ ଯୋଗେ ସ୍କୁଲ ଯାଉଥିଲେ ଦିଗପହଣ୍ଡି ଘୋଡ଼ାହାଡ଼ ମୁଖ୍ୟ ରାସ୍ତା କଇଠଖଣ୍ଡି ଛକ ନିକଟରେ ନୀଳକଣ୍ଠ ନାମକ ଏକ ଘରୋଇ ବସ୍‌ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ପ୍ରଧାନଶିକ୍ଷକ ବାଇକରୁଛିଟିକି ତଳେ ପଡ଼ି ଯାଇଥିଲେ। More
  • Tapaswini Nayak
  • 4 days ago

Naba Das Murder: ଖୋଲିବ କି ଗୁମର; ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଙ୍କ ପତ୍ନୀ

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରୁ ଇତିମଧ୍ୟରେ ୨ ବର୍ଷ ପୁରୁଛି । ୨୦୨୩ ମସିହା ଜାନୁଆରୀ ୨୯ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ନବ ଦାସଙ୍କ ଉପରକୁ ଗୁଳିମାଡ଼ କରାଯାଇଥିଲା। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। More
  • Deepak Acharya
  • 5 days ago

Panchang Today 19th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର । ଚନ୍ଦ୍ର- ତୁଳା ଦିବା ୦୨.୦୬ ଗତେ ବିଛା । ତିଥି- ୫ମୀ ରାତ୍ରି ୧୨.୩୭ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ନାସ୍ତି । ଘାତବାର- କର୍କଟ ରାଶିର । More
  • Tapaswini Nayak
  • 5 days ago

Anganwadi: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ସକାଳ ୭ଟାରୁ ୯ଟା ଅଙ୍ଗନବାଡ଼ି ଖୋଲା

ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ସଂପର୍କରେ ଗତକାଲି ଲୋକସେବା ଭବନରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବୈଠକରେ ସମସ୍ତ ଜିଲ୍ଲାପାଳ ଓ ବିଭାଗସ୍ତରୀୟ ଅଧିକାରୀଙ୍କୁ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ SOP ଆଧାରରେ କାମ କରିବାକୁ କୁହାଯାଇଥିଲା। More
  • Saroj Kumar Jena
  • 5 days ago

Metro to Start in cuttack: ତ୍ରିଶୁଳିଆ ପରିବର୍ତ୍ତେ କଟକ ଯାଏ ଗଡିବ ମେଟ୍ରୋ, ହାଇଲେବଲ କମିଟିର ସମୀକ୍ଷା ଜାରି

ବାତିଲ ହେବନି ମେଟ୍ରୋ ପ୍ରକଳ୍ପ। ବରଂ DPR ବଦଳିବ ଓ ଏୟାରପୋର୍ଟରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ଯାଏଁ ଦୌଡ଼ିବ ମେଟ୍ରୋ। ଆଜି ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ। More
  • Saroj Kumar Jena
  • 5 days ago

Heatwave Hotspot Boudh: ହିଟୱେଭର ନୂଆ ହଟସ୍ପଟ ପାଲଟିଛି ବୌଦ୍ଧ, ଭାଙ୍ଗିବ ଟିଟିଲାଗଡର ରେକର୍ଡ!

ଦିନ ଥିଲା, ହିଟୱେଭର ହଟସ୍ପଟ୍ ପାଲଟିଥିଲା ଟିଟିଲାଗଡ଼। କିଏ ୟାକୁ କହୁଥିଲା ତତଲାଗଡ଼ ତ ଆଉ କିଏ ଟିଟିଲାଗଡ଼ ଉପରେ ଗୀତ ରଚନା କରିଥିଲେ। ହେଲେ ତାପମାତ୍ରାର ସର୍ବକାଳୀନ ରେକର୍ଡ ଭାଙ୍ଗି ଏକଦା ୫୦ ଡିଗ୍ରୀ ଟପିଥିବା ଟିଟିଲାଗଡ଼ ଆଉ ଆଗ ଭଳି ନାହିଁ। More
  • Saroj Kumar Jena
  • 5 days ago

Naba Das Murder: ନବ ଦାସ ହତ୍ୟାକାଣ୍ଡ ପଛରେ କିଏ, ସାନି ତଦନ୍ତ ପ୍ରକ୍ରିୟା ଆରମ୍ଭ କଲେ ସରକାର

ନବ ଦାସ ମର୍ଡର ଫାଇଲ୍ ଖୋଲିଲେ ମୋହନ ସରକାର। ପଦାକୁ ଆସିବ ଷଡ଼ଯନ୍ତ୍ର ଥିଓରି! ପୁଣି ଘାଣ୍ଟିବ କ୍ରାଇମବ୍ରାଞ୍ଚ। ଫସିବେ ମର୍ଡର ପଛରେ ଥିବା ବଡ଼ବଡ଼ିଆ! ଆଜିଠୁ ଆରମ୍ଭ ହୋଇଛି ପ୍ରକ୍ରିୟା। ପୁଣି ଥରେ ନବଙ୍କ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ। More
  • Saroj Kumar Jena
  • 5 days ago

Educational Reform: ୬ ବର୍ଷ ପୂର୍ବରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇ ହେବନି, ଶିକ୍ଷା ବିଭାଗର ବଡ ନିଷ୍ପତ୍ତି

ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ବନ୍ଦ୍ବ ଦୂର କଲା ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାର ବୟସ ୬ କିମ୍ବା ଏହା ଠାରୁ ଅଧିକ ହୋଇଥିବା ଆବଶ୍ୟକ ବୋଲି କୁହାଯାଇଛି। More
  • Saroj Kumar Jena
  • 5 days ago

Naba Das Murder: ଖୋଲିବ ନବ ଦାସ ହତ୍ୟା ଗୁମର: ହତ୍ୟା ପଛରେ କିଏ ତାହା ଓଡ଼ିଶାବାସୀ ଜାଣିବା ଦରକାର

ଗତ ସରକାର ସମୟରେ ରାଜ୍ୟର ଜଣେ ମନ୍ତ୍ରୀଙ୍କୁ ରାସ୍ତା ଉପରେ ହତ୍ୟା କରାଯାଇଥିଲା। ଏହି ହତ୍ୟା ପଛରେ କିଏ ଓ କାହିଁକି ହତ୍ୟା କରାଯାଇଥିଲା, ଏହା ଓଡ଼ିଶାର ଜନସାଧାରଣ ଜାଣିବା ଉଚିତ ବୋଲି ହରିଚନ୍ଦନ କହିଛନ୍ତି। ଅନ୍ୟ ପକ୍ଷରେ କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ରାଜ୍ୟ ସରକାରଙ୍କ ସମ୍ପୂର୍ଣ୍ଣ ବିଶ୍ବାସ ରହିଛି ବୋଲି ହରିଚନ୍ଦନ କହିଛନ୍ତି। More