• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Friday, 21 March 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

  • Sujit kumar Swain
  • 2 days ago

Former Aul MLA Devendra Sharma: ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ; ଚିକିତ୍ସାଧିନ ଅବସ୍ଥାରେ ଆଜି ଦେହାନ୍ତ

ଆଉ ନାହାଁନ୍ତି ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା। ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଯାଇଛି।  More
  • Akshaya Kumar Sahoo
  • 2 days ago

Politics:କଡ଼ ଲେଉଟାଉଛି ରାଜନୀତି, ଭକ୍ତଙ୍କ ଚକାଭଉଁରୀରେ ଘୂରୁଛି ବିଜେଡି !

ବିଜେଡିର ଭୋଟ୍ ହାର ନିରନ୍ତର ଭାବରେ ଯେଉଁଭଳି ଭାବେ ବଢିଛି, ତାହାର ମୁଖ୍ୟ କାରଣ ଥିଲା କଂଗ୍ରେସର ଧାରାବାହିକ ଭାବେ ନିମ୍ନଗାମୀ ପ୍ରଦର୍ଶନ । ଅତଏବ ବିଧାନସଭା ଭିତରେ ବା ବାହାରେ ବିଜେଡି ସହିତ ସ୍ୱର ମିଳାଇ ହୋହଲ୍ଲା କରିବା ଓଧ ସହିତ ବଣଭୁଆଁ ବାୟା ହେବା ଭଳି ହେବ । ଭକ୍ତ ଭଲ ଭାବରେ ଜାଣିଛନ୍ତି ଯେ, କଂଗ୍ରେସକୁ ଉପରକୁ ନେବାକୁ ହେଲେ ବିଜେଡିର ଶକ୍ତି କ୍ଷୟ କରିବାକୁ ପଡ଼ିବ । More
  • Namita Biswal
  • 2 days ago

Weather Alert: ତାଣ୍ଡବ ରଚିଲା କାଳବୈଶାଖୀ, ଆଜି ୫ ଜିଲ୍ଲାରେ ଝଡ଼ ତୋଫାନ ୱାର୍ଣ୍ଣିଂ

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗି ରହିବ । ଆଜି ୫ ଜିଲ୍ଲାକୁ ଝଡ଼ ତୋଫାନ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ କୁଆପଥର ବର୍ଷା ମଧ୍ୟ ହୋଇପାରେ । ପଢନ୍ତୁ ପୁରା ଖବର More
  • Deepak Acharya
  • 2 days ago

Panchang Today 21th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ରାତ୍ରି ୦୧.୪୪ ଗତେ ଧନୁ। ତିଥି- ୭ମୀ ରାତ୍ରି ୦୪.୨୪ ଗତେ ୮ମୀ ଘାତଚନ୍ଦ୍ର- ରାତ୍ରି ୦୧.୪୪ ଗତେ ତୁଳା ଓ କୁମ୍ଭ ରାଶି। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୪.୨୪ ପର୍ଯ୍ୟନ୍ତ। More
  • Namita Biswal
  • 3 days ago

Morning Schools: ଆଜିଠୁ ସକାଳୁଆ ସ୍କୁଲ୍‌, ୪ ଘଣ୍ଟା ପାଠ ପଢିବେ ପିଲା

ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ । ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ ଲାଗୁ କରିବା ନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ । ଏହାପୂର୍ବରୁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍ ହେବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ । More
  • Deviprasad Jena
  • 3 days ago

Water Crisis In Malkangiri: ପାଣି ଟୋପେ ପାଇଁ ଡହଳ ବିକଳ; ଅଳିଆ ପାଣି ଛାଣି ପିଉଛନ୍ତି ଉପାନ୍ତର ଅଧିବାସୀ

ମାଲକାନଗିରି ଜିଲ୍ଲାର ଆଦିମ ଜନଜାତି ବଣ୍ଡାଙ୍କ ଭରସା ପାଲଟିଛି ଚୁଆ ପାଣି । ଦିନେ କି ଦୁଇ ଦିନ ନୁହେଁ ବର୍ଷ ବର୍ଷ ଧରି ଖରା ହେଉ ବା ଶୀତ ପିଉଛନ୍ତି ସେହି ଗୋଳିଆ ଚୁଆ ପାଣି । କେବଳ ମଣିଷ ନୁହେଁ ପଶୁପକ୍ଷୀ ମଧ୍ୟ ସେହି ଗୋଟିଏ ସ୍ଥାନର ଚୁଆ ପାଣି ଉପରେ ଭରସା କରନ୍ତି । More
  • Santosh Kumar Sahoo
  • 3 days ago

Priyanka Chopra: ପିଜୁଳି ପ୍ରେମରେ ପ୍ରିୟଙ୍କା ଚୋପ୍ରା, ସୋସିଆଲ ମିଡିଆରେ ବାଣ୍ଟିଲେ ପିଜୁଳି କିଣାର ଅନୁଭୂତି

କୋରାପୁଟ ତଳମାଳିରେ ସୁଟିଂ ସାରି ଫେରିଗଲେ ବଲିଉଡ୍‌ର ଦେଶୀ ଗାର୍ଲ ପ୍ରିୟଙ୍କା ଚୋପ୍ରା । ହେଲେ କୋରାପୁଟ ଛାଡ଼ିବା ବେଳେ ସାଙ୍ଗରେ ନେଇଯାଇଛନ୍ତି ଅନେକ ଅଭୁଲା ସ୍ମୃତି । More
  • Deviprasad Jena
  • 3 days ago

Pakhala Dibasa 2025: ଝୁମ୍ପୁଡିଠୁ ପଞ୍ଚ ତାରକା ହୋଟେଲ୍ ଚାରିଆଡ଼େ ମହକିଲା ପଖାଳ

ମୁଖ୍ୟମନ୍ତ୍ରୀ, ବାଚସ୍ପତି ସୁରମା ପାଢ଼ୀଙ୍କ ସହ ବହୁ ମନ୍ତ୍ରୀ ଓ ବିଧାୟକଙ୍କ ଗହଣରେ ପଖାଳର ଆନନ୍ଦ ନେଇଥିଲେ । ପରେ ସୋସିଆଲ ମିଡିଆରେ ପୋଷ୍ଟକରି ଲେଖିଛନ୍ତି ପଖାଳ ଆମ ଓଡ଼ିଆ ପ୍ରାଣର ସ୍ପନ୍ଦନ ଓ ଆତ୍ମା । ଓଡ଼ିଆ ଖାଦ୍ୟ ସଂସ୍କୃତିରେ ପଖାଳର ବିକଳ୍ପ ନାହିଁ । More
  • Santosh Kumar Sahoo
  • 3 days ago

KIIT Inquiry: କୁଆଡ଼େ ଗଲା କିଟ୍ ତଦନ୍ତ ରିପୋର୍ଟ ? ମାସେ ପରେ ବି ସ୍ଥିତି ଅସ୍ପଷ୍ଟ

କୁଆଡ଼େ ଗଲା କିଟ୍ ତଦନ୍ତ ରିପୋର୍ଟ ? କେବେ ହେବ କାର୍ଯ୍ୟନୁଷ୍ଠାନ ? ଉଚ୍ଚସ୍ତରୀୟ କମିଟି ତଦନ୍ତର ଏବେ ସ୍ଥିତି କ‘ଣ ? ବିଧାନସଭାରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ ବିଧାୟକ । More
  • Deviprasad Jena
  • 3 days ago

Child Safety At Risk: କେତେ ସୁରକ୍ଷିତ ବସ୍‌ରେ ସ୍କୁଲ୍ ଯାଉଥିବା କଅଁଳ ଭବିଷ୍ୟତ?

ରାଜଧାନୀ ଭୁବନେଶ୍ବରରେ ବିନା ଫିଟନେସରେ ୪୬୦ଟି ସ୍କୁଲ ବସ୍ ଚାଲିଥିବା ନେଇ ବିଧାନସଭାରେ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ । ରାଜ୍ୟରେ ଏମିତି ପ୍ରତିଦିନ ଶହ ଶହ ଗାଡ଼ି ବିପଦଶଙ୍କୁଳ ଭାବେ ବେଧଡକ ଗଡୁଛି । ବିପଦରେ ଯାତାୟାତ କରୁଛନ୍ତି ଛାତ୍ର ଛାତ୍ରୀ । More