Astrospeak
  • Live TV
  • Read In English

ସଂକ୍ଷେପରେ ଆଜିର ତାଜା ଖବର - Saturday, 29 March 2025

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪ ଘଣ୍ଟା ଅପ୍‌ଡେଟ୍‌ ରହିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ । ଦିନ ତମାମର ଛୋଟ ବଡ଼ ଖବର ସହ ବ୍ରେକିଙ୍ଗ ନ୍ୟୂଜ଼ ପାଇଁ କ୍ଲିକ୍‌ କରନ୍ତୁ । ଦେଶ ବିଦେଶର ଗୁରୁତ୍ୱପୂର୍ଣ୍ଣ ଖବର ସହ ଅନେକ ରୋଚକ ଖବର ପୁଣି ତା’ସାଙ୍ଗକୁ ଦେବୁ ବଲିଉଡ୍ ହଲିଉଡ୍‌ର ମଜାଦାର ତଥ୍ୟ ।

Saturn's Transit Today: ୩୦ବର୍ଷ ପରେ ବିରଳ ସଂଯୋଗ; କାହାକୁ ମିଳିବ ସୂର୍ଯ୍ୟପୂତ୍ରଙ୍କ ଅଜସ୍ର ଆଶିଷ ? ଜାଣନ୍ତୁ...

କାହାକୁ ଅତ୍ୟନ୍ତ ଶୁଭଫଳ ତ କାହାକୁ ଅଶୁଭ ଫଳ ମିଳିବା ନେଇ ଭବିଷ୍ୟବାଣୀ କରିଛନ୍ତି ଜ୍ୟୋତିର୍ବିଦ୍। ଯେଉଁ ରାଶିର ବ୍ୟକ୍ତି ବିଶେଷ ଶନିଙ୍କ ସାଢ଼େ ସାତି କୋପରେ ରହିବେ ସେମାନେ ଏବେ ନ୍ୟାୟ ଦେବତାଙ୍କ ଶରଣରେ।  More

Comedian Nari Panda Attacked: ଯାତ୍ରା କଳାକାରଙ୍କୁ ଆକ୍ରମଣ; କଳା କାଚ ଡୋର୍ ଥିବା ଘରେ ପୂରେଇକି ପିଟିଲେ...

ଗତ ୩୦ ବର୍ଷ ଧରି ହାସ୍ୟ ଅଭିନେତା ଭାବେ ନାଁ କମେଇଥିବା ନରି ପଣ୍ଡାଙ୍କୁ ଜଣେ ଯାତ୍ରା ପାର୍ଟି ମାଲିକ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ତାଙ୍କୁ ଉଲଗ୍ନ କରାଯାଇ ମାଡ଼ ମରାଯାଇଥିବାର ଅଭିଯୋଗ କରିଛନ୍ତି ନରି ପଣ୍ଡା । More

Sujata Karthikeyan: କାହିଁକି ଭିଆରଏସ୍ ନେଲେ ପାଣ୍ଡିଆନଙ୍କ ପତ୍ନୀ ? ରାଜନୀତି କରିବେ ନା ଓଡ଼ିଶା ଛାଡ଼ିବେ ?

ରାଜନୀତି କରିବେ ନା ଓଡ଼ିଶା ଛାଡ଼ିବେ ? ବିଜେଡିରେ ଯୋଗ ଦେବେ ନା ବିଦେଶ ପଳେଇବେ ? କାହିଁକି ଭିଆରଏସ୍ ନେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ ? More

Gunfire Exchange: ପୋଲିସ୍ ଓ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର୍, ୧୬ ମାଓବାଦୀ ମୃତ

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି । ସୁକମା ପୋଲିସଏହି ସୂଚନା ଦେଇଛି। DRG ଏବଂ CRPF କୋବ୍ରା ଯବାନଙ୍କ ମିଳିତ ଅପରେସନରେ ଏହି ସଫଳତା ମିଳିଛି । ଏବେ ବି ଅପମ୍ପଲ୍ଲୀ ଜଙ୍ଗଲରେ ଗୁଳି ବିନିମୟ ଜାରି ରହିଛି। More

Panchang Today 29th March 2025: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ।     ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ଅମାବାସ୍ୟା ଦିନ ୦୪.୨୭ ଗତେ ପ୍ରତିପଦ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର     ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ More

Closed Schools May Reopen: ଖୁସି ଖବରଦେଲେ ଗଣଶିକ୍ଷା ମନ୍ତ୍ରୀ; ପୁଣି ଖୋଲିପାରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ୍

ଖୋଲିପାରେ ପୂର୍ବ ସରକାର ସମୟରେ ମିଶ୍ରଣ ପାଇଁ ବନ୍ଦ ପଡ଼ିଥିବା ସ୍କୁଲର ତାଲା । ଏନେଇ ସରକାରଙ୍କ ନୀତିଗତ ନିଷ୍ପତ୍ତି ବାବଦରେ ଗୃହରେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଯେଉଁ ସବୁ ଅଞ୍ଚଳରୁ ନିବେଦନ ଆସିବ ସେଠାରେ ଜିଲ୍ଲା କମିଟି ଓ ରାଜ୍ୟ କମିଟି ଅନୁମୋଦନ କ୍ରମେ ଗଣଶିକ୍ଷା ବିଭାଗ ଚୂଡାନ୍ତ ଅନୁମତି ଦେବ । More

NHRC Questions KISS: ୨୦୧୭ରୁ କିସ୍‌ରେ କାହିଁକି ହୋଇନି CWC ସୁପାରିଶ ଅନୁପାଳନ?

କିସ୍‌ରେ ଛାତ୍ରଛାତ୍ରୀଙ୍କ ରହଣୀ ଅତି ନିମ୍ନମାନର, ଆଦିବାସୀ ପିଲା ରହୁଥିବା କୋଠରୀ ଗୁଡ଼ିକରେ ଅତ୍ୟଧିକ ଭିଡ଼ ଓ ଆବଶ୍ୟକ ପରିମାଣର ଟଏଲେଟର ଅଭାବ, ଅପରିଷ୍କାର ପରିବେଶ ସାଙ୍ଗକୁ ମୌଳିକ ସୁବିଧାର ଅଭାବ ନେଇ ଦୀର୍ଘ ୮ବର୍ଷ ତଳୁ ଅର୍ଥାତ୍ ୨୦୧୭ ଜୁଲାଇ ୬ରେ ଜିଲ୍ଲା ଶିଶୁ ବିକାଶ କଲ୍ୟାଣ କମିଟି ବା CWC ରିପୋର୍ଟ ଓ ସୁପାରିସ କରିଥିଲେ । More

Kiit Suicide: କିଟ୍ କାଣ୍ଡର ସାଂଘାତିକ ସତ, କର୍ତ୍ତୃପକ୍ଷଙ୍କ ଅବହେଳାରୁ ଆତ୍ମହତ୍ୟା କରିଥିଲେ ଛାତ୍ରୀ

କିଟ କର୍ତ୍ତୃପକ୍ଷଙ୍କ ଚରମ ଅବହେଳାରୁ ଆତ୍ମହତ୍ୟା କରିବାକୁ ବାଧ୍ୟ ହୋଇଛନ୍ତି ନେପାଳୀ ଛାତ୍ରୀ। ଜାତୀୟ ମାନବାଧିକାର କମିଶନଙ୍କ ସରଜମିନ୍ ତଦନ୍ତରୁ ଏଭଳି ତଥ୍ୟ ସାମ୍ନାକୁ ଆସିବା ପରେ ଆହୁରି ବଢ଼ିଲା କିଟର ଅଡୁଆ। ଏନଏଚଆରସି ଛାତ୍ରୀ ଆତ୍ମହତ୍ୟା ଏବଂ ଏହା ପରବର୍ତ୍ତୀ କାଣ୍ଡ ପାଇଁ କିଟ୍ ମ୍ୟାନେଜମେଣ୍ଟକୁ ଖାଲି ଦାୟୀ କରିନାହାନ୍ତି ବରଂ ମୁଖ୍ୟସଚିବ, ନାକ୍ ଓ ୟୁଜିସିଠାରୁ ମଧ୍ୟ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମାଗିଛନ୍ତି। More

Congress Protest: ଆନ୍ଦୋଳନରେ ହିଂସା ପଛରେ କିଏ ? ପିସିସି ସଭାପତିଙ୍କ ବୟାନକୁ ନେଇ ବାକଯୁଦ୍ଧ

ନାରୀଙ୍କୁ ନ୍ୟାୟ ପାଇଁ କଂଗ୍ରେସର ବିଧାନସଭା ଘେରାଉ ବେଳେ ହିଂସାକୁ ନେଇ ତୀବ୍ର ହୋଇଛି ରାଜନୈତିକ ବାକଯୁଦ୍ଧ। ଚେୟାର, ଅଣ୍ଡା, ଟମାଟୋ ଓ ଢେଲା ମାଡ଼ କରିଥିବା ଦୁର୍ବୃତ୍ତ କଂଗ୍ରେସ ଦଳର ନୁହଁନ୍ତି ବୋଲି ପିସିସି ସଭାପତି କହିବା ପରେ କଡ଼ା ସମାଲୋଚନା କରିଛି ବିଜେପି। ଆଇନମନ୍ତ୍ରୀ କହିଛନ୍ତି, ଏହା କଂଗ୍ରେସର ଜେନେଟିକ୍ ପ୍ରୋବ୍ଲେମ। More

Jhamu Jatra: ଏହି ଓଡ଼ିଆ ପରମ୍ପରାରେ ନାରୀ ବେଶରେ ସଜ ହୁଅନ୍ତି ପୁରୁଷ, ପିନ୍ଧନ୍ତି…

ଆମ ଓଡ଼ିଶାରେ ପୀଠ ଗୋଟେକୁ ପରମ୍ପରା ଗୋଟିଏ। ଋତୁ ଅନୁଯାୟୀ ଓଡ଼ିଆ ସମାଜରେ ଅନେକ ପୂଜା ପାର୍ବଣ ପାଳନ ହୋଇଥାଏ। ଏମିତି ବି କିଛି ଆଧ୍ୟାତ୍ମିକ ପରମ୍ପରା ରହିଛି, ଯାହା ଦେବୀପୀଠ ଗୁଡ଼ିକ ସହ ଜଡ଼ିତ। More