Advertisment

ଅଭିଯୁକ୍ତ କରୋନା ପଜିଟିଭ, ହୋମ୍‌ ଆଇସୋଲେସନ୍‌ରେ ପୋଲିସ କର୍ମଚାରୀ

ଚୌଦ୍ୱାର: ବାରଙ୍ଗ ଅଞ୍ଚଳରୁ ଗିରଫ ହୋଇ ଚୌଦ୍ୱାର ଜେଲ୍‌କୁ ପଠାଯାଇଥିବା ଜଣେ ଅଭିଯୁକ୍ତ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ୨ ଦିନ ତଳେ ବାରଙ୍ଗ ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କରାଯାଇଥିଲା । ଅଭିଯୁକ୍ତ ଜଣଙ୍କ କରୋନା ପଜିଟିଭ୍ ହୋଇଥିବା ଜଣାପଡିବା ପରେ ବାରଙ୍ଗ ଥାନା ଓ ଫାଣ୍ଡିର ସମସ୍ତ ପୋଲିସ କର୍ମଚାରୀଙ୍କ ସ୍ୱାବ୍ ସଂଗ୍ରହ ହୋଇଛି। ଏଥିସହ ସମସ୍ତ ଷ୍ଟାଫ୍ ହୋମ୍ ଆଇସୋଲେସନ୍‌ରେ ଥିବା କଟକ DCP ସୂଚନା ଦେଇଛନ୍ତି।

ଅଭିଯୁକ୍ତ କରୋନା ପଜିଟିଭ, ହୋମ୍‌ ଆଇସୋଲେସନ୍‌ରେ ପୋଲିସ କର୍ମଚାରୀ

jail

Advertisment

ଚୌଦ୍ୱାର: ବାରଙ୍ଗ ଅଞ୍ଚଳରୁ ଗିରଫ ହୋଇ ଚୌଦ୍ୱାର ଜେଲ୍‌କୁ ପଠାଯାଇଥିବା ଜଣେ ଅଭିଯୁକ୍ତ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ୨ ଦିନ ତଳେ ବାରଙ୍ଗ ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କରାଯାଇଥିଲା ।

Advertisment

ଅଭିଯୁକ୍ତ ଜଣଙ୍କ କରୋନା ପଜିଟିଭ୍ ହୋଇଥିବା ଜଣାପଡିବା ପରେ ବାରଙ୍ଗ ଥାନା ଓ ଫାଣ୍ଡିର ସମସ୍ତ ପୋଲିସ କର୍ମଚାରୀଙ୍କ ସ୍ୱାବ୍ ସଂଗ୍ରହ ହୋଇଛି। ଏଥିସହ ସମସ୍ତ ଷ୍ଟାଫ୍ ହୋମ୍ ଆଇସୋଲେସନ୍‌ରେ ଥିବା କଟକ DCP ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ