/odishatv-khabar/media/post_attachments/uploadimage/library/16_9/16_9_0/corona-1-3_1626162964.jpg)
corona 1
ପୁରୀ: ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୧,୧୪୩ଜଣ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ତେବେ ଜଣଙ୍କୁ ଛାଡ଼ି ବାକି ୧,୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି।
Advertisment
ସମ୍ପୃକ୍ତ ସେବାୟତ କରୋନା ପଜିଟିଭ ଚିହ୍ନଟ ହେବାପରେ ରଥଯାତ୍ରା ପୂର୍ବରୁ ତାଙ୍କୁ ତୁରନ୍ତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରଯାଇଛି।
ସୂଚନାଥାଉ କି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା।
Advertisment
ଅନ୍ୟପକ୍ଷରେ, ସମ୍ପୃକ୍ତ ସେବାୟତଙ୍କ କରୋନା ପଜିଟିଭ୍ ଆସିବା ପରେ କଣ୍ଟାକ୍ଟ ଟ୍ରେସିଂ ସହ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।
ଆହୁରି ମଧ୍ୟ ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ଏହିସବୁ ସର୍ତ୍ତାବଳୀ ଭିତରେ ଚାଲିଛି ପୁରୀ ରଥଯାତ୍ରା
Latest Corona News In Odisha
Corona Updates In Odisha
Puri News
Puri Srimandir Servitor
Srimandir Servitor Tests Corona Positive
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)