ଅଦ୍ୟତନ ହୋଇଛି
corona 33
Advertisment
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏ, ଗଜପତିରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି।
ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭ରେ ପହଞ୍ଚିଛି।
Advertisment
/odishatv-khabar/media/post_attachments/wp-content/uploads/2020/08/Capture-77.jpg)
ଓଡ଼ିଶାରେ ଦିନକରେ ୧,୩୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-33_1625480853.jpg)