/odishatv-khabar/media/post_attachments/uploadimage/library/16_9/16_9_0/coronavirus-in-odisha_1625409107.jpg)
coronavirus in odisha
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ଅନୁଗୁଳ, କୋରାପୁଟ, ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
/odishatv-khabar/media/post_attachments/wp-content/uploads/2020/08/Capture-77-4.jpg)
/odishatv-khabar/media/post_attachments/wp-content/uploads/2020/08/Capture-66-1.jpg)
ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୦ ଛୁଇଁଛି।
/odishatv-khabar/media/post_attachments/wp-content/uploads/2020/08/Capture-666.jpg)
ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୫୬ ହଜାର ୪୭୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୬୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)