ଅଦ୍ୟତନ ହୋଇଛି
Advertisment
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Advertisment
ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩୫ରେ ପହଞ୍ଚିଛି।
/odishatv-khabar/media/post_attachments/wp-content/uploads/2020/08/Capture-00.jpg)
ପଢ଼ନ୍ତୁ: ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪୦ ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us