କଥାରେ ଅଛି ସ୍ୱଚ୍ଛ ଏବଂ ସୁନ୍ଦର ପରିବେଶ ଜଣେ ବ୍ୟକ୍ତିର ମାନସିକତାରେ ପରିବର୍ତ୍ତନ ଆଣିବା ପାଇଁ ସହାୟକ ହୋଇଥାଏ । ସୁନ୍ଦର ପରିବେଶ ଭିତରେ ରହିଲେ ମଣିଷ ମନରେ ସକରାତ୍ମକ ଭାବନା ଆସିଥାଏ।
ଦୁର୍ଘଟଣାରେ ଗୁରୁତର ଆହତ ହେବା ପରେ ଯବାନଙ୍କ ଚିକିତ୍ସା ଭୁବନେଶ୍ୱର ଓ ଯୁବତୀଙ୍କ ଚିକିତ୍ସା କଟକରେ ଚାଲିଥିଲା। ଦାମୀ ରେଂଜରୋଭର ଗାଡ଼ିକୁ ନେଇ ମଧ୍ୟ ପ୍ରଶ୍ନବାଚୀ ଉଠିଥିଲା।
ଦୁର୍ଘଟଣାରେ ଅବସରପ୍ରାପ୍ତ ସିଆଇଏସଏଫ୍ ଯବାନ କାହ୍ନୁଚରଣ ନାୟକ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ତାଙ୍କ ସମ୍ପର୍କୀୟ ଯୁବତୀ ଲୋପାମୁଦ୍ରା ସାହୁଙ୍କ କଟକର ଏକ ଘରୋଇ ହସପିଟାଲରେ ଚିକିତ୍ସା ଚାଲିଛି ।
ମୃତ ଛାତ୍ର ଜଣଙ୍କ ଗଜପତି ଜିଲ୍ଲାର ଦଶମ ଶ୍ରେଣୀର ଛାତ୍ର। ଷଷ୍ଠ ଶ୍ରେଣୀରୁ ଗଜପତିରୁ ଆସି ହଷ୍ଟେଲରେ ରହି ପାଠ ପଢୁଥିଲେ। ତେବେ ଗତକାଲି ରାତିରେ ସେହି ଛାତ୍ର ଜଣଙ୍କ ମୋବାଇଲକୁ ପ୍ରିନ୍ସିପାଲ ନେଇଯାଇଥିଲେ। ଯାହାପରେ ଛାତ୍ର ଜଣଙ୍କ ସ୍କୁଲ ପରିସରରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବା ପୂର୍ବରୁ ଆଜି ପରିକ୍ରମା ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ଓ ଶ୍ରୀସେତୁର ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ ।
ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର। ଜାଣନ୍ତୁ ଆଜି କେଉଁ ସମୟ ରହିଛି ଆପଣଙ୍କ ପାଇଁ ଶୁଭ....
କାମ କେତେ ଦୂର ଆଗେଇଛି, କାମ କେତେ ସରିଛି ଓ କେତେ ବାକି ଅଛି ତାର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ।
ଘରେ ରଖିଛନ୍ତି ଦେଶ ବିଦେଶର ନାମୀ ଦାମୀ ବ୍ରାଣ୍ଡର ପେନ୍ । ୫ ଟଙ୍କିଆ ରିନୋଲଡ୍ ପେନ୍ ଠୁ ଆରମ୍ଭ କରି ୫୦୦୦ ଟଙ୍କାର ସବ୍ ମେରାଇନ୍ ଆଉ କ୍ରସ ଭଳି ହାଇଫାଇ ବ୍ରାଣ୍ଡ ରହିଛି ତାଙ୍କ ଆଲମିରାରେ । ୨୪ କ୍ୟାରେଟ୍ ଗୋଲ୍ଡ କୋଟେଡ ପେନ୍ର ଆକର୍ଷଣ ତ ଅଲଗା ପ୍ରକାରର ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ। ତେଣୁ ସମାଧାନ ପ୍ରକ୍ରିୟାର ବଲ୍ ଏବେ ମନୋଜଙ୍କ କୋର୍ଟରେ ବୋଲି କହି ହାତ ଟେକି ଦେଇଛନ୍ତି OFDC ଅଧ୍ୟକ୍ଷ।
ନିଷ୍ପାପ କିଶୋରଟିଏ..ହେଲେ ଏହି ନିରୀହ ପୁଅର କଅଁଳ ଦେହକୁ କିଏ ଯେ, ଖିନଭିନ୍ କରିଦେବ ତୀକ୍ଷ୍ଣଣ ଛୁରୀରେ, ଭାବିଲେ ଲୋମଟାଙ୍କୁରୀ ଉଠିଛି। ଜାଣିଲା ପରଠୁ ପାଦ ତଳୁ ଧସିଯାଇଛି ମାଟି, ମୁଣ୍ଡ ଉପରୁ ସତେଯେମିତି ଖସିପଡ଼ିଛି ଆକାଶ।
ଭୁବନେଶ୍ୱର ରେଞ୍ଜ ରୋଭର ବେପରୱା ଡ୍ରାଇଭିଂ ଘଟଣା ପଛରେ ଅଛନ୍ତି କେଉଁ ପ୍ରଭାବଶାଳୀ। ଘଟଣାକୁ ନେଇ ଚର୍ଚ୍ଚା ଭିତରେ ସାମ୍ନାକୁ ଆସିଛି ନୂଆ ତଥ୍ୟ। ଦୁର୍ଘଟଣା ଘଟାଇଥିବା ରେଞ୍ଜ ରୋଭର ଗାଡ଼ିର ନମ୍ବରକୁ ନେଇ ଏବେ ଚର୍ଚ୍ଚା।
ବର୍ତ୍ତମାନ ବିହାର ପାଟନା କୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ।
ଚଳିତ ବର୍ଷ ଏହି ପୁରସ୍କାର ପାଇଁ ମନୋନୀତ ହୋଇଥିବା ଅମରେଶ ବିଶ୍ୱାଳ ପେସାରେ ଜଣେ ଟିଭି ସାମ୍ବାଦିକ ହୋଇଥିଲେ ମଧ୍ୟ ଗଳ୍ପ ଏବଂ ଉପନ୍ୟାସ ଲିଖନ କ୍ଷେତ୍ରରେ ଖୁବ୍ ଲୋକପ୍ରିୟତା ହାସଲ କରିଛନ୍ତି।
ପିଆଜ ଦରକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। କମ୍ ଦରରେ ଲୋକଙ୍କୁ ପିଆଜ ବିକ୍ରି କଲେଣି ରାଜନେତା। ଏ ଦୃଶ୍ୟ ହେଉଛି ଜୟପୁରର। ଯେଉଁଛି କଂଗ୍ରେସ ନେତ୍ରୀ ମୀନାକ୍ଷୀ ବାହିନୀପତି ଜିଲା କଂଗ୍ରେସ କାର୍ଯ୍ୟାଳୟ ଆଗରେ ୩୦ ଟଙ୍କା ଦରରେ ଲୋକଙ୍କୁ ପିଆଜ ବିକ୍ରି କରୁଛନ୍ତି।
ସଂଗଠନକୁ ସଞ୍ଜୟ ଇନ୍ । ଭଦ୍ରକ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଲା ଦଳ। ସେପଟେ ବିବାଦୀୟ ନେତା ପ୍ରତାପ ଜେନାଙ୍କୁ ଭଦ୍ରକରୁ କାଢି କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ଦାୟିତ୍ୱ। ଦୀର୍ଘଦିନ ପରେ ସଞ୍ଜୟ ଦାସବର୍ମା ପୁଣି ଦଳୀୟ ଦାୟିତ୍ୱ ନେଇଥିବାରୁ ଏବେ ଚର୍ଚ୍ଚା ଜୋର।
କାହିଁକି ଜବତ ଦାମୀ ଗାଡ଼ିର ନମ୍ବର ବଦଳାଇଥିଲା ପୋଲିସ ? ପ୍ରେସରିଲିଜରେ ଭୁଲ ନମ୍ବର ଦେବା ପଛରେ ଉଦ୍ଦେଶ୍ୟ କଣ ?
ଘର ପାଇଁ ନିଅଁ ଖୋଳା ଏକ ମୁଖ୍ୟ କାମ। ଏହି ନିଅଁ ଖୋଳାରେ ମଧ୍ୟ ବାସ୍ତୁନିୟମ ରହିଛି। ଏହି ନିୟମ ନ ମାନିବା ଦ୍ୱାରା ନିର୍ମାଣ କାର୍ଯ୍ୟରେ ବାଧାବିଘ୍ନ ଆସିବାର ଦେଖାଦେଇଛି। ତେବେ ଆସନ୍ତୁ ଏହି ଜାଣିବା ନିଅଁ ଖୋଳାର ବାସ୍ତୁ ନିୟମ ବିଷୟରେ ଜାଣିନେବା।
ପ୍ରେସମିଟରେ ଭୁବନେଶ୍ୱର ଡିସିପି ଆହୁରି କହିଛନ୍ତି ଯେ, ହତ୍ୟା କରିଥିବା +୨ ଛାତ୍ର ଜଣକ ସେଠାରେ ଟିଉସନ୍ ହେଉଥିଲେ । ପ୍ରାୟ ୩ରୁ ୫ ହଜାର ଟଙ୍କା ଟିଉସନ୍ ଫି’ ବାକି ରହିଥିଲା ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ଗତ ୩୧ ତାରିଖ ହାଇକୋର୍ଟ ଯାଇଥିଲେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ପ୍ରତାପ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
ଦିନ ଦିପହରରେ ଘରେ ପଶି ନବମ ଶ୍ରେଣୀ ଛାତ୍ରକୁ ଛୁରାମାଡ଼ ହୋଇଛି । ଯେଉଁଥିରେ ନାବାଳକର ମୃତ୍ୟୁ ହୋଇଛି ।
ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଗୁରୁତର ଭାବେ ଅସୁସ୍ଥ । ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଚାଲିଛି ଚିକିତ୍ସା ।
ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୫ମୀ ରାତ୍ରି ୦୯.୫୨ ଗତେ ୬ଷ୍ଠୀ । ଜାଣନ୍ତୁ ଆଜି କେଉଁ ସମୟ ରହିଛି ଆପଣଙ୍କ ପାଇଁ ଶୁଭ....
କେବେ ବନ୍ଦ ହେବ ଧଳା ଜହର ବେପାର? ପୋଲିସ ଏବଂ ପ୍ରଶାସନ ପାଖରେ ଏନେଇ ଖବର ଅଛି ତ ? ଦେଶର ଭବିଷ୍ୟତ ନିଶା କବଳରୁ କେବେ ମୁକୁଳିବ ?
୨ ହଜାର ଟଙ୍କିଆ ନୋଟ୍ ବଦଳ ପଛରେ କିଏ? ଏ କଳାଧନ କାହାର ? ଏହା ପଛରେ କେଉଁ ରାକେଟ୍ କାମ କରୁଛି ?