ସରକାର ଓ ରାଜନୀତିରେ ପାଣ୍ଡିଆନ୍ଙ୍କ ନୂଆ ରୂପାନ୍ତର ! ପ୍ରଶାସନରୁ ସିଧା ସରକାରକୁ ଲମ୍ବ ଡିଆଁ । ଆଉ ବ୍ୟାକ୍ ଡୋର ନୁହେଁ, ଏଣିକି ଫ୍ରଣ୍ଟଫୁଟରେ ବ୍ୟାଟିଂ। କାଲିଠୁ ଆଜି ଭିତରେ ରାଜ୍ୟ କ୍ଷମତା ଅଳିନ୍ଦରେ ବଡ଼ ପରିବର୍ତ୍ତନ।
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକର ଗୋବିନ୍ଦପୁର ପଞ୍ଚାୟତରେ ପୂଜା ପାଉଛନ୍ତି ମା’ ନୀଳ ସରସ୍ୱତୀ । ମାଆଙ୍କ ବର୍ଣ୍ଣ ନୀଳ ରଙ୍ଗ ।
ପଟିଆ, ନୟାପଲ୍ଲୀ, ବରମୁଣ୍ଡା, ବରମୁଣ୍ଡା ଏବଂ ନହରକଣ୍ଟା ଆଦି ପୂଜା ମଣ୍ଡପରେ ରାବଣ ପୋଡି ଆୟୋଜନ କରାଯାଇଛି।
ଶବ ନେବାକୁ ମହାପ୍ରୟାଣ ଗାଡ଼ି ନମିଳିବାରୁ ଶେଷରେ କାନ୍ଧରେ ମୃତଦେହକୁ ବୋହିନେଲେ ପରିବାର ଲୋକେ।
ଓଡ଼ିଶା ଫିଲ୍ମର ଚର୍ଚ୍ଚିତ ଅଭିନେତା ମନୋଜ ମିଶ୍ର ବାସନ୍ଦ। ତାଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରିଛନ୍ତି କିଛି ଫିଲ୍ମ ପ୍ରଯୋଜକ ।
ଆଜି ହେଉଛି ବିଜୟା ଦଶମୀ । ଆଜିର ଦିନରେ ଅଧର୍ମ ଉପରେ ଧର୍ମ ଓ ପାପର ଉପରେ ପୁଣ୍ୟର ବିଜୟ ହୋଇଥିଲା ।
ପିସିସି ସଭାପତି କହିଛନ୍ତି, ବିଜେପି-ବିଜେଡି ଏକ ବୋଲି ପୁଣି ଥରେ ପ୍ରମାଣିତ ହୋଇଛି । କେନ୍ଦ୍ରର ବିଜେପି ସରକାରଙ୍କ ଆଶୀର୍ବାଦ ତାଙ୍କ ଉପରେ ରହିଛି ।
ଆସନ୍ତାକାଲି ଭସାଣୀ । ମାଆଙ୍କୁ ଦିଆଯିବ ମେଲାଣି । ପୁଣି ଗୋଟିଏ ବର୍ଷ ପରେ ଭକ୍ତଙ୍କୁ ଦର୍ଶନ ଦେବେ ଦୁର୍ଗତିନାଶିନୀ । ଏନେଇ ଆଜିଠାରୁ ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ ପୋଲିସ ।
ସ୍ବାମୀଙ୍କୁ ମାଡ଼ ମାରିଲେ, ସ୍ତ୍ରୀକୁ ଗଣଦୁଷ୍କର୍ମ କଲେ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଦଶହରା ଛୁଟିରେ ସ୍ବାମୀଙ୍କ ସହ ବାଇକରେ ଘରକୁ ଫେରୁଥିଲେ ।
ଭି.କେ. ପାଣ୍ଡିଆନ୍ଙ୍କ VRS ସମ୍ପର୍କରେ ବଡ଼ ସୂଚନା ସାମ୍ନାକୁ ଆସିଛି । କାହିଁକି VRS ନେଲେ ଏହାର କାରଣ ସମ୍ପର୍କରେ ଏହି ସୂଚନା ସାମ୍ନାକୁ ଆସିଛି ।
ପାଣ୍ଡିଆନ୍ଙ୍କୁ କ୍ୟାବିନେଟ୍ ପାହ୍ୟା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ‘ମୁଁ ଅନୁମାନ କରୁଥିଲି, ହେଲେ ଆଶ୍ଚର୍ଯ୍ୟଚକିତ ନୁହେଁ । ’
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି - ୧୦ମୀ ଦିବା ୦୩.୧୪ ଗତେ ୧୧ଶୀ ।
ପାଣ୍ଡିଆନ୍ଙ୍କ VRSକୁ ନେଇ ଉଠୁଛିପଡ଼ୁଛି ରାଜ୍ୟ ରାଜନୀତି । ତିନି ପ୍ରମୁଖ ଦଳର ନେତାଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳୁଛି । ବିଶେଷ କରି ବିରୋଧୀ ବିଜେପି ଓ କଂଗ୍ରେସ କଡ଼ା ପ୍ରତିକ୍ରିୟା ରଖୁଛନ୍ତି ।
ଭସାଣି ବେଳେ ମୁଖ୍ୟ ରାସ୍ତାରେ ଯାନବାହାନ ଯିବାକୁ ଦିଆଯିବ ନାହିଁ । ଲାଗୁ ହୋଇଥିବା କଟକଣା ଉଲ୍ଲଂଘନ କଲେ ୫୦୦ରୁ ୧ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ ।
ମୃତଦେହ ଗାଁକୁ ଆଣିବା ପାଇଁ ଭିକ୍ଷା ବୃତ୍ତି କରୁଛନ୍ତି ମୃତକଙ୍କ ୩ ଭଉଣୀ । ଗାଁ ସାରା ବୁଲି ବୁଲି ଭିକ୍ଷା ମାଗୁଛନ୍ତି ।
ଅସତ୍ୟ ଉପରେ ସତ୍ୟର ବିଜୟ ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ପ୍ରତୀକ ସ୍ୱରୂପ ପାଳନ ହୋଇଥାଏ ଦଶହରା । ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପରେ ରାବଣ ପୋଡ଼ିର ଆୟୋଜନ ମଧ୍ୟ କରାଯାଇଛି ।
କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପାଣ୍ଡିଆନଙ୍କ VRS ସହ ଏକ କଳଙ୍କିତ ଅଧ୍ୟାୟର ପରିସମାପ୍ତି ଘଟିଲା । ତାହା ସହ ବହୁ ବରିଷ୍ଠ IAS ଅଧିକାରୀଙ୍କର କଣ୍ଠରୋଧର ଅବସାନ ଘଟିଲା ବୋଲି କହିଛନ୍ତି ବିଜୟ ।
ଲାଲସିଂ ପଞ୍ଚାୟତରେ ଆଦର୍ଶ ମାର୍ଗ ରାସ୍ତା, ଅଙ୍ଗନବାଡି କେନ୍ଦ୍ର ଓ ରାମ ମନ୍ଦିର ଯିବା ରାସ୍ତା ଅତି ଶୋଚନୀୟ ସ୍ଥିତିରେ ରହିଛି । ଅଳିଆ ଆବର୍ଜନା ରାସ୍ତା କଡରେ ପଡୁଛି ଡ୍ରେନ ସବୁ ମୁକୁଳା ରହିଛି । ଫଳରେ ବର୍ଷା ହେଲେ ଡ୍ରେନ ପାଣି ରାସ୍ତାରେ ଜମିବା ସହ ଅନେକ ସମୟରେ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ ।
ପେଣ୍ଡାଲ ବାହାରେ ଲାଗିଛି କୁନି ଝିଅଙ୍କ ମୁକୁଟ ପିନ୍ଧା ହସ ହସ ଫଟୋ । ଆଉ ପଶୁ ପଶୁ ଲେଖାଯାଇଛି ଚାଇ ନା ହୋତେ ଉମା ।
ଯୁବକ ଜଣକ ଧରାପଡ଼ିଯିବା ପରେ ନିଜର ଭୁଲ ହୋଇଯାଇଛି ବୋଲି କହୁଛନ୍ତି । ନିଜର ଦୋଷ ମଧ୍ୟ ସ୍ୱୀକାର କରୁଛନ୍ତି । ହେଲେ ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କୁ ସବକ୍ ଶିଖାଇଛନ୍ତି ।
ବିହାରୀ ଓ ଝାଡଖଣ୍ଡି ଗ୍ୟାଙ୍ଗର ୨୬ ଅଟକ । ଛୋଟ ପିଲାଙ୍କ ସହ ଗ୍ୟାଙ୍ଗରେ ଶହେରୁ ଅଧିକ ସଦସ୍ୟ ।
5T ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ୍ଙ୍କୁ VRS ମିଳିଛି । ପାଣ୍ଡିଆନ୍ଙ୍କ VRSକୁ ମଂଜୁର କରିଛି କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ।
ସାହାଯ୍ୟ କରିବା ଆଳରେ କିଶୋରଙ୍କ ବ୍ୟାଙ୍କ୍ ଆକାଉଣ୍ଟ ଡାଟା ନେଇ ଯାଇଥିଲେ । ପରେ ବିଭିନ୍ନ ଆକାଉଣ୍ଟକୁ ଟ୍ରାନସଫର କରି ଲୁଟି ନେଇଥିଲେ ୩୫ ଲକ୍ଷ ଟଙ୍କା ।