ଉଚ୍ଚଶିକ୍ଷା ବିଭାଗ କ୍ୟାଲେଣ୍ଡରରେ ନାହିଁ ଛାତ୍ର ସଂସଦ ନିର୍ବାଚନ ।
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ, ବୁଧବାର। ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ପିଲାଙ୍କ ପଢିବା ଲାଗି ଜୋତା, ଡ୍ରେସ୍ ସହ ଚାଉଳ ଦେଇଥିଲେ ସରକାର । ଛାତ୍ରଛାତ୍ରୀଙ୍କୁ ତ ଦେଲେନି ବରଂ ନିଜେ ଖାଇଦେଲେ ପ୍ରଧାନ ଶିକ୍ଷକ । ଅଭିଯୋଗ ହେବା ପରେ ଏବେ କାର୍ଯ୍ୟାନୁଷ୍ଠାନ କଥା କହୁଛନ୍ତି ବାବୁ
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି
ଜିଲ୍ଲାୱାରି ଗସ୍ତ କରିଥିଲେ ପାଣ୍ଡିଆନ୍ । ସେବାୟତଙ୍କ ଦାବି ନେଇ ସପ୍ତାହେ ମଧ୍ୟରେ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ । ୭ ଦିନ ବଦଳରେ ମାସେ ଗଡିଲାଣି ହେଲେ ଦାବି ପୂରଣ ହେଲାନି । ସେବାୟତ କହିଲେଣି ସଚିବ ଆମକୁ ଠକିଦେଲେ
ତୀବ୍ର ହେଉଛି ଶିକ୍ଷକ ଆନ୍ଦୋଳନ। ଆଜିଠାରୁ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ଯିବେ ବୋଲି ଚରମ ନିଷ୍ପତ୍ତି ନେଇଛନ୍ତି।
ଜନ୍ମରୁ ଗୋଟିଏ ହାତ ନାହିଁ । ନିଜେ ଯୁକ୍ତ ୩ରେ ପଢୁଛନ୍ତି ପାଠ । ଗାଁର କୌଣସି ପିଲା ଯେମିତି ଅପାଠୁଆ ନରୁହନ୍ତି ସେଥିପାଇଁ ଦିବାରାତ୍ର କରୁଛନ୍ତି ପରିଶ୍ରମ । ସକାଳୁ ସଂଜ...ଅନେକ ପିଲାଙ୍କୁ ପଢାଉଛନ୍ତି ପାଠ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପଦରେ ଥାଇ କରୁଥିଲି କଣ ବୋଲି ପଚାରିଲେ ସୌମ୍ୟ । ଆଲେଖ୍ୟ ଓ ବକ୍ତବ୍ୟରେ 5-T ସଚିବଙ୍କୁ ନିଶାନା କରୁଥିଲେ ସୌମ୍ୟ ।
ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଦ୍ୱନ୍ଦ୍ୱ । ବଢୁଥିବା ଦ୍ୱନ୍ଦ୍ୱକୁ ନେଇ ତେଜିଲା ରାଜନୈତିକ ବୟାନବାଜି ।
ମୁଖ୍ୟମନ୍ତ୍ରୀ ଓ 5T ବିରୋଧୀ ନାରାରେ କଂପୁଛି ଧାରଣାସ୍ଥଳ । କାଲିଠୁ ସମୂହ ଛୁଟିରେରେ ଯିବାକୁ ଧମକ ।
ନୂଆ ଟେଣ୍ଡର ନୀତି ବିରୋଧରେ କର୍ମଚାରୀଙ୍କ କାର୍ଯ୍ୟବନ୍ଦ । ମେଡ଼ିକାଲ ନିର୍ଦ୍ଦେଶକ କହିଲେ, ଆଲୋଚନା ହୋଇଛି ।
ରାତିରେ ଶୋଇଥିଲା...ଘରୁ କୁଆଡେ ପଳାଇଗଲା । ସକାଳ ହେବା ମାତ୍ରେ ଫଟୋ ଦେଖି ରାଗି ପୂରା ପଂଚମ ହେଲେ ପରିବାର ଲୋକେ । ଅନ୍ୟ ଜାତିରେ ବାହା ହୋଇଥିବାରୁ ପୁରୋହିତ ଡାକି ଶୁଦ୍ଧି ବି ହେଲେ
VLTD ନିର୍ମାତା ଚୟନରେ ବ୍ୟାପକ ଦୁର୍ନୀତି ଅଭିଯୋଗ । ବଡ଼ ଘୋଟାଲା ଅଭିଯୋଗ ଆଣିଲା ସ୍ମାର୍ଟ ମୋବିଲିଟି ଆସୋସିଏସନ ।
ଖାଲି ସ୍ୱାମୀ ନୁହେଁ ଅପହରଣ ପାଇଁ ପ୍ରସ୍ତୁତ କରାଯାଇଥିଲା ଏକ ସ୍ୱତନ୍ତ୍ର କିଡ୍ନାପିଙ୍ଗ୍ ଟିମ୍ । ଯେଉଁଥିରେ ମାଷ୍ଟର ମାଇଣ୍ଡ ପତି ପତ୍ନୀଙ୍କ ବ୍ୟତୀତ ଆଉ ୪ ଜଣ ସହଯୋଗୀ ବି ସାମିଲ ଥିଲେ ।
ରୋଜଗାର କରୁଥିଲେ ପରିବାର ଚଳୁଥିଲା । ଅଜଣା ରୋଗରେ ପଡିବା ପରେ ଭୋକ ଉପାସରେ ପରିବାର । ଖାଇବାକୁ ପାଉନାହାନ୍ତି ପିଲା । କାନ୍ଦିକାନ୍ଦି ବାପାଙ୍କୁ ସାହାଯ୍ୟ କରିବାକୁ କରୁଛନ୍ତି ଅନୁରୋଧ । ଆପଣ ସାହାଯ୍ୟ କଲେ ବଞ୍ଚିଯିବ ରାଜୀବଙ୍କ ପରିବାର।
୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ବିଜେଡି ଉପସଭାପତି ପଦରୁ ହଟା ଯିବା ପରେ ସୌମ୍ୟ ପଟ୍ଟନାୟକ ପ୍ରତିକ୍ରିୟା ରଖିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତ ଉପରେ ପ୍ରଶ୍ନ ଉଠାଇଛନ୍ତି।
ବଞ୍ଚି ଥାଉ ଥାଉ ଝିଅର ଶୁଦ୍ଧିକ୍ରିୟା କଲେ ପରିବାର ଲୋକେ। ଅନ୍ୟ ଧର୍ମର ପୁଅକୁ ଝିଅ ବାହା ହେଲେ ବୋଲି ଆଜି ୧୧ ଦିନରେ ଝିଅର ଶୁଦ୍ଧିକ୍ରିୟା କରିଛନ୍ତି ପରିବାର ଲୋକେ।
ସୌମ୍ୟଙ୍କୁ ଉପସଭାପତି ପଦରୁ ହଟାଯିବା ନେଇ ବବି ତାଙ୍କ ସୋସିଆଲ ମିଡିଆ Xରେ· ମନ୍ତବ୍ୟ ରଖି ଲେଖିଛନ୍ତି ଯେ, ‘କୃତଜ୍ଞତା ହେଉଛି ପ୍ରାର୍ଥନାର ସର୍ବଶ୍ରେଷ୍ଠ ମାଧ୍ୟମ’ ।
ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ବିଜେଡି ବଡ଼ ଆକ୍ସନ ନେଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଆକ୍ସନ ନେଇଛନ୍ତି।
୪୮ ପିଲାଙ୍କୁ ମାତ୍ର ଦୁଇଜଣ ଶିକ୍ଷକ । ଜଣେ ପ୍ରଧାନଶିକ୍ଷକ, ଆଉ ଜଣେ ଦୃଷ୍ଟିବାଧିତ । ବାରମ୍ବାର କହିବା ପରେ ବି କର୍ଣ୍ଣପାତ କରୁନି ପ୍ରଶାସନ । ପିଲାଙ୍କ ଭବିଷ୍ୟତ ପାଇଁ ବାଧ୍ୟ ହୋଇ ନିଜସ୍ୱ ଖର୍ଚ୍ଚରେ ଅଣାଯାଉଛି ଜଣେ ଶିକ୍ଷକଙ୍କୁ
ସାପ ପରି ଗାଡି ଚଳାଉଛନ୍ତି କି ? ବିକଟାଳ ଶବ୍ଦ ଛାଡୁଛି କି? ସାବଧାନ ରୁହନ୍ତୁ । ଛକ ଛକରେ ଜଗିଛି ପୋଲିସ୍ । ଏଥର ଫାଇନ୍ ନୁହେଁ ବରଂ ଦେଖାସାକ୍ଷାତ୍ କୋର୍ଟରେ ହେବ
ଗାଡ଼ି ରଖି ସେଲ୍ଫି ନେଉଥିବା ବେଳେ ବୃଦ୍ଧଙ୍କ ଗୋଡ଼ ଖସି ଯାଇଥିଲା। ବହୁ ଖୋଜାଖଜି ପରେ ଅଗ୍ନିଶମ ଟିମ୍ ୬୯ ବର୍ଷୀୟ ବୃଦ୍ଧଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲା।
ଅସୁରର ସ୍କନ୍ଧ ଓ ଭୁଜରେ ବଳଭଦ୍ର ବସିଥିବା ଭଳି ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ ।