୨୮ ତାରିଖ ପୂର୍ବରୁ ନଶୁଣିଲେ ଆନ୍ଦୋଳନ ଚେତାବନୀ । ରତ୍ନଭଣ୍ଡାର ପ୍ରସଙ୍ଗରେ ବିଜେପି କହିଲା ଗଜପତିଙ୍କୁ ଭେଟିବୁ ।
ମନ୍ତ୍ରୀପଦ ଯିବା ପରେ ରୋହିତ ମନ ବଳାଇଥିବା ଜୟନାରାୟଣଙ୍କ ମନ୍ତବ୍ୟ । ଜୟନାରାୟଣଙ୍କ ମନ୍ତବ୍ୟକୁ ନେଇ ଜୋରଦାର ଚର୍ଚ୍ଚା, ରୋହିତ ପୂଜାରୀଙ୍କ ଖଣ୍ଡନ ।
ଗଞ୍ଜାମରେ ଗୁଣିଗାରେଡି, ଖଟବିଦ୍ୟା କିମ୍ବା ତନ୍ତ୍ରବିଦ୍ୟା ନୂଆ କଥା ନୁହେଁ । ଏହାକୁ ଅନ୍ଧବିଶ୍ୱାସ କିମ୍ବା କୁସଂସ୍କାର କହି ସଚେତନ କରାଯାଉଥିଲେ ବି ବସାବାନ୍ଧି ରହିଛି ଲୋକଙ୍କ ମନରେ । ବର୍ତ୍ତମାନ ମା’ଙ୍କ ନବଦିନାତ୍ମକ ପୂଜା ପାଠ ଜାରି ରହିଛି ।
ପ୍ରତିଦିନ ତାଙ୍କର ବ୍ୟବସାୟରେ ଲକ୍ଷାଧିକ ଟଙ୍କାର ଦେଣନେଣ ହୋଇଥାଏ। ସେଥିରୁ ୮୦ ଭାଗ ଦେଣନେଣ ହୁଏ ୟୁପିଆଇ ଜରିଆରେ । ଶନିବାରଠୁ କିନ୍ତୁ ସବୁ ଠପ୍ ।
ମଦ ବିରୋଧୀ ଅପରେସନକୁ ନେଇ ଖୋର୍ଦ୍ଧା ବେଗୁନିଆ ପୋଲିସର ଡବଲ୍ ରୋଲ୍ ଦେଖିବାକୁ ମିଳିଥିଲା । ଗୋଟିଏ ଗୋଷ୍ଠୀ ରେଡ୍ କରି ବାଣ ସହ ମଦ ଜବତ କରୁଥିବାବେଳେ ଆଉ ଏକ ଗୋଷ୍ଠୀ ସେହି ସାମଗ୍ରୀକୁ ଚୋରାଚାଲାଣ କରୁଥିଲା ।
ଫ୍ୟାନ୍ ପୁଣି ଥରେ ନିଜ ଫେଭରେଟ୍ ସଲମାନ ଓ କଟ୍ରିନାଙ୍କ ଯୋଡ଼ିକୁ ଦେଖିବୋ ଏଥର ସବୁଠୁ ବଡ଼ ୟୁଏସପି ହେଉଛନ୍ତି ଇମ୍ରାନ୍ ହାସମୀ ।
୭୮ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟାଙ୍କ ପରଲୋକ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ସିଏମ୍ଓ ସୂଚନା ଦେଇଥିଲା ।
ଶାରଦୀୟ ଉତ୍ସବ ବେଳେ ଜଗନ୍ନାଥଙ୍କ ସହ ମା’ ଦୁର୍ଗା ପୂଜିତ ହୁଅନ୍ତି। ହେଲେ ଆପଣ ଜାଣନ୍ତି କି ବଡ଼ ଦେଉଳରେ କେଉଁଠି ଅଛି ଦୁର୍ଗାମାଧବ ମନ୍ଦିର ?
ଆସନ୍ତା ୨୦୨୪ରେ ନିର୍ବାଚନ ଲଢ଼ିବେ ନାହିଁ ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ।
ଯଦି ସରକାର ନ ଶୁଣିବେ ସାରା ରାଜ୍ୟରେ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛି କଂଗ୍ରେସ । କାର୍ତ୍ତିକ ମାସ ପୂର୍ବରୁ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିବାକୁ ଦାବି ହୋଇଛି ।
ସୂର୍ଯ୍ୟନାରାୟଣ ପାତ୍ରଙ୍କ ପୁଅ ବିପ୍ଲବ ପାତ୍ରଙ୍କୁ ତନ୍ତ୍ରମନ୍ତ୍ର କରାଯାଇଥିବା ଏବେ ଚର୍ଚ୍ଚା ଜୋର ଧରିଛି । ଫଟୋ ଚିରା ହୋଇଛି, ମାଛ ବଳି ଦିଆଯାଇଛି ।
ପ୍ରଥମ ଓଡ଼ିଆ ମହିଳା ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା ।
ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ ହୋଇଛି ।
ନିଜ ଉପରେ ବିଶ୍ୱାସ ନାହିଁ ବୋଲି ବାହାରୁ ନେତା ଆମଦାନୀ କରୁଛନ୍ତି । କାହାର ନାଁ ନନେଇ ଏଭଳି ଢଙ୍ଗରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ବିଜେଡି ନେତା ରୋହିତ ପୂଜାରୀ ନିଶାନା କରିଛନ୍ତି ।
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର । ଚନ୍ଦ୍ର– ତୁଳା ଅହୋରାତ୍ର
ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟାଙ୍କ ପରଲୋକ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିବା ପରେ ବିଜେପିମୁହାଁ ହୋଇଥିଲେ ରୋହିତ । ମନ୍ତ୍ରିମଣ୍ଡଳରୁ ବାଦ୍ ହେବାର ୨ ଦିନ ପରେ ମୋତେ ରୋହିତ ପୂଜାରୀ ଫୋନ୍ କରିଥିଲେ।
ଆସନ୍ତାକାଲି ୭୮ ବର୍ଷରେ ପାଦ ଥାପିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ନିଜ ଜନ୍ମଦିନକୁ ସବୁବେଳେ ନିରାଡମ୍ୱର ଭାବେ ପାଳନ କରିଥାନ୍ତି ନବୀନ । ମାତ୍ର ନିର୍ବାଚନୀ ବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ବିଜେଡି କର୍ମୀଙ୍କ ଭିତରେ ପ୍ରବଳ ଆଗ୍ରହ ।ତେବେ ଗତମାସରେ ବଡ଼ ଭଉଣୀ ଗୀତ ମେହେଟାଙ୍କ ପରଲୋକ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ।
କେତେବେଳେ କାନ ଧରି ତ ଆଉ କେତେବେଳେ ଗୋଡ଼ ହାତ ଧରି କ୍ଷମା ମାଗୁଛନ୍ତି। ଛାଡ଼ି ଦେବାକୁ କାକୁତି ମୀନତି ହେଉଛନ୍ତି। ଆଉ ଏପଟେ ହାତ ଯୋଡ଼ି ନେହୁରା ହେଉଛନ୍ତି ଏଭଳି ଭାବେ।
ତାଗିଦ୍ ତା ବାଟରେ । ସାରା ରାତି ବାର୍ ଖୋଲା । ମଦ ସାଙ୍ଗକୁ ଡିଜେ ତାଳେ ତାଳେ ଗ୍ରାହକ ଫୁଲ୍ ମତୁଆଲା। ପୋଲିସ୍ କି ଅବକାରୀ ବିଭାଗ। କାହାକୁ ଯେମିତି ଖାତିର ନାହିଁ ରାଜଧାନୀର ଡ୍ୟାନ୍ସ ବାର, ପବ୍ ଓ ନାଇଟ କ୍ଲବ୍ଙ୍କର ।
ବିଜେଡି ବିଧାୟକଙ୍କୁ ଗାଦିଚ୍ୟୁତ କରିବାକୁ କର୍ମୀଙ୍କୁ ଶପଥ ପାଠ କରାଉଛନ୍ତି ଜିଲ୍ଲା ଉପସଭାପତି। ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ବିରୋଧରେ ଏ ହେଉଛି ଦଳୀୟ ନେତା ଓ କର୍ମୀଙ୍କ ମେଳି ।
ଆପାର୍ଟମେଣ୍ଟ କିଣାବିକା ନେଇ ବାଟ ଫିଟାଇବାକୁ ଗତ ଜୁଲାଇରେ ଅଧ୍ୟାଦେଶ ଆଣିଥିଲେ ରାଜ୍ୟ ସରକାର। ତେବେ ରୁଲ୍ ଆସି ନପାରିବାରୁ କାର୍ଯ୍ୟକାରୀ ହୋଇପାରୁନଥିଲା ଓଡ଼ିଶା ଆପାଟର୍ମେଣ୍ଟ ମାଲିକାନା ଓ ପରିଚାଳନା ଅଧ୍ୟାଦେଶ।
ହଠାତ୍ ବାର୍ରେ ଚଢ଼ାଉ ପରେ ପୋଲିସ୍କୁ ଦେଖି ବାର୍ କର୍ମଚାରୀ ପାଦରେ ଓ ୱାଇପରରେ ଟଙ୍କା ଗୁଡ଼ିକ ଲୁଚାଇ ଦେଇଥିବା ଦେଖିବାକୁ ମିଳିଛି ।
ଡେରାସ ଜମି ଦୁର୍ନୀତି ବିରୋଧରେ ବିଶାଳ ଜନ ଆନ୍ଦୋଳନ । ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ଜମି ଦୁର୍ନୀତି ହେଉଥିବା ଅଭିଯୋଗ ଆଣି ଭୁବନେଶ୍ୱର ସାଂସଦ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ।