ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଆଖି ଆଗରେ ଭାସି ଯାଉଛି ଜନ୍ମମାଟି ମାଆ। ଅହନ୍ନିଶି ଅବିଶ୍ରାନ୍ତ ଢେଉ ମାଡ଼ରେ ଲୀନ ହେଉଛି ଘର ଦ୍ବାର। ଅନ୍ୟତ୍ର ଜୀବନ ଜୀଇଁବାକୁ ବାଧ୍ୟ ହେଉଛନ୍ତି ବେସାହାରା ପରିବାର।
ଶୀତ କାକରରେ ସପ୍ତାହେ ଧରି ଅମଳ ଧାନ ସହ ମଣ୍ଡିରେ ପଡିରହିଥିବା ଚାଷୀ ଏବେ ସନ୍ଧି କରିଛି । ବର୍ଷକର ପରିଶ୍ରମ ବିକ୍ରି ନ ହେବାରୁ ବାଧ୍ୟ ହୋଇଛି ମିଲର ସହ ବୁଝାମଣା କରିବାକୁ।
ଆର୍ଥିକ ଦିଗକୁ ଧରି ଖୋଳତାଡ଼ ଚଳାଇଥିବା ଆୟକର ବିଭାଗ କିଛି ରାଜନେତା ଏବଂ ବିଲଡରଙ୍କ ତାଲିକା ପ୍ରସ୍ତୁତ କରିଛି। ଏହି ବ୍ୟକ୍ତିଙ୍କ ପାଖକୁ ଆସନ୍ତା ସୋମବାରରୁ ଆୟକର ବିଭାଗ ନୋଟିସ୍ ପଠାଇବ। ମାମଲାରେ ଖୁବଶୀଘ୍ର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଧ୍ୟ ଏଣ୍ଟ୍ରି ମାରିବ ବୋଲି ସୂଚନା ମିଳିଛି।
ଗତ ୩ ଦିନରେ ରାଜ୍ୟର ଅନେକ ପର୍ଯ୍ୟଟନ ସ୍ଥଳୀ ବୁଲିଛନ୍ତି ପ୍ରବାସୀ। ନିଜ ସୋସିଆଲ ମିଡିଆରେ ପ୍ରଚାର ପ୍ରସାର ବି କରିଛନ୍ତି। ଏମିତି କି ଆଗକୁ ପୁଣି ଥରେ ଓଡ଼ିଶା ଆସିବାକୁ ଆଶା ରଖିଛନ୍ତି। ତେଣୁ ଏହା ସ୍ପଷ୍ଟ, ଆଗାମୀ ଦିନରେ ବିଦେଶୀ ପର୍ଯ୍ୟଟଙ୍କ ଭିଡ଼ ଓଡ଼ିଶାରେ ବଢିବ।
ଖୁବଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ । ହେଲେ ଏବେ ବି ଦୁଇ ଲକ୍ଷରୁ ଅଧିକ ଆବେଦନକାରୀ ସେମାନଙ୍କର e-KYC କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି । ଯୋଗ୍ୟ ବିବେଚିତ ହେଲେ ମଧ୍ୟ ସେମାନେ ଅର୍ଥରାଶି ପାଇବାରେ ଅସୁବିଧା ହେବ ।
ପୁରୀ ଜିଲ୍ଲାରେ A1 ମାର୍କ ରଖିବା ପାଇଁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପୋଲିସ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ୱତନ୍ତ୍ର କ୍ଳାସର ଆୟୋଜନ କରାଯାଇଛି। ଯାହାଦ୍ୱାରା ମାଟ୍ରିକ ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି ।
୨୬ ଡିସେମ୍ବର ୨୦୨୪। ଚାନ୍ଦବାଲି ଥାନା ଅନ୍ତର୍ଗତ ବିଜୟ ନଗର ଗାଁର ପଦ୍ମଲୋଚନ ସାହାଣୀଙ୍କ ୨ଟି ଆକାଉଣ୍ଟରୁ ହଠାତ କଟିଯାଇଥିଲା ୮୫ ହଜାର ଟଙ୍କା ।
ସେକ୍ସ ସ୍କାଣ୍ଡାଲରେ ଫସିଥିବା ପୂର୍ବତନ ମେୟର ଅନନ୍ତ ଜେନା ସହଦେବ ନାୟକକୁ ନେଇ ଅଯଥା ରାଜନୀତି ନକରନ୍ତୁ । କାଚ ଘରେ ରହି ଅନ୍ୟକୁ ଟେକା ନପକାନ୍ତୁ ।
ଭୁବନେଶ୍ୱର ଜନତା ମଇଦାନ ୩ ଦିନିଆ ପ୍ରବାସୀ ଭାରତୀୟ ସମ୍ମିଳନୀ ବିଦେଶରେ ରହୁଥିବା ପ୍ରବାସୀମାନେ ଯୋଗ ଦେଇଥିଲେ।
ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ଗତ ନଭେମ୍ବର ୨୧ରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଥିଲେ ।
ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ଶନିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆଉ ଦିନେ ପରେ ରାଜ୍ୟରେ ବଢିପାରେ ତାପମାତ୍ରା । ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ବୃଦ୍ଧି ଘଟିବା ଫଳରେ ଶୀତ କମିବ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
୨୦୧୪ରେ ଚାମ୍ପିୟନ୍ସ ଟ୍ରଫି, ୨୦୧୮ ଆଉ ୨୦୨୩ରେ ବିଶ୍ବକପ୍ । ୨୦୨୧ରେ ଜୁନିୟର ବିଶ୍ବକପ୍ । ଆଗକୁ ଏହି ତାଲିକାରେ ଯୋଡ଼ି ହୋଇପାରେ ୨୦୩୬ ଅଲିମ୍ପିକ୍ସ ହକି ଇଭେଣ୍ଟ।
କିରମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍ ନେଇ ଝାରସୁଗୁଡ଼ାରେ ରାଜନୈତିକ ହଟଚମଟ । ବିତିଗଲା ୨୪ ଘଣ୍ଟା। ଚାଲିଛି ହାଇଡ୍ରାମା । ଅନାସ୍ଥା ଭୋଟ୍ ଦେବାକୁ ନା କେହି ଆସିଲେ ନା ଭୋଟ୍ ପଡ଼ିଲା ଅନାସ୍ଥା ସପକ୍ଷରେ ।
ଓଡ଼ିଶାର ଉନ୍ନତି, ପ୍ରଗତି ଓ ଅଭିବୃଦ୍ଧି ପାଇଁ ପ୍ରବାସୀଙ୍କ ଟିପ୍ସ । 'ମେଡ୍ ଇନ୍ ଓଡ଼ିଶା' ଓ 'ବ୍ରାଣ୍ଡ୍ ଓଡ଼ିଶା'ର ହେଉ ପ୍ରଚାର ପ୍ରସାର । ଫୋକସରେ ଇନଭେଷ୍ଟମେଣ୍ଟ୍, ଇନଫ୍ରାଷ୍ଟକ୍ଚର ଓ ଟୁରିଜିମ୍ ।
ଏଣେ ଆଳୁ ଖୋଳୁ ଖୋଳୁ ମହାଦେବ ମିଳିବା ନ୍ୟାୟରେ ଆୟକର ବିଭାଗ ଗଲା ୪ଦିନ ହେଲା ବଣ୍ଟି-ବବଲି ଯୋଡ଼ିଙ୍କ ଗୁପ୍ତ ଆର୍ଥିକ ସାମ୍ରାଜ୍ୟ ଭିତରକୁ ଯେତିକି ପଶୁଛି ଅନୀଲ-ହଂସିତାଙ୍କ ସଂପତ୍ତିର ରହସ୍ୟ ସେତିକି ଭେଦୁଛି। ବର୍ତ୍ତମାନ ସୁଦ୍ଧା ଏମାନଙ୍କ ସଂପତ୍ତି ୧୦୦ କୋଟି ପାର୍ କରି ସାରିଥିବାବେଳେ ତାଭିତରେ ରହିଛି ୫୮ କୋଟିର ବେନାମୀ ସଂପତ୍ତି।
ସମ୍ମେଳନର ଉଦଯାପନୀ ସମାରୋହରେ ବୈଦଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର କହିଥିଲେ ଦୁଇ ଦଶନ୍ଧି ଧରି ଦେଶର ବିଭିନ୍ନ ଭାଗରେ ଆୟୋଜିତ ପ୍ରବାସୀ ଭାରତୀୟ ସମ୍ମିଳନୀ ସେହି ରାଜ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ପରିଚୟ ଦେଇପାରିଛି। ପ୍ରବାସୀଙ୍କ ସହ ସମ୍ପର୍କରେ ଯୋଡ଼ି ହୋଇପାରିଛି। ସେ ଦୃଷ୍ଟିରୁ ଓଡ଼ିଶା ମଧ୍ୟ ଏହାର ଭରପୁର ସୁଯୋଗ ନେବ ବୋଲି ଆଶା ବ୍ୟକ୍ତ କରିଥିଲେ।
ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ କଲା ସରେଇପାଲି ଥାନା ପୋଲିସ। ବିଶାଲଙ୍କ ସହ ମୋଟ ୧୩ ଜଣଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ।
୨ ତାରିଖ ସଂଧ୍ୟା ଯାଏ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ ଖୋଲା ରହିବ। ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ।
ହାଇକୋର୍ଟ କହିଛନ୍ତି, ହିନ୍ଦୁ ମ୍ୟାରେଜ ଆକ୍ଟ ୧୯୯୫ର ଧାରା ୧୩(B) ଅନୁଯାୟୀ ପତିପତ୍ନୀଙ୍କ ସହମତିରେ ବିବାହ ବିଚ୍ଛେଦ ପାଇଁ ବ୍ୟବସ୍ଥା ରହିଛି। ତେବେ କୋର୍ଟ ଚୂଡାନ୍ତ ରାୟ ପ୍ରଦାନ କରିବା ପୂର୍ବରୁ ଏକପାଖିଆ ଭାବେ ସହମତି ପ୍ରତ୍ୟାହାର କରାଯାଇପାରିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।
ଓଟିଭିର ଟିଟିଲାଗଡ ପ୍ରତିନିଧି ଅବିନାଶ ନନ୍ଦଙ୍କୁ ଆକ୍ରମଣ, ଆଉ ଜଣେ ସାମ୍ବାଦିକ ସଂଜୟ ବେହେରାଙ୍କୁ ତଣ୍ଟିଚିପି ହତ୍ୟା କରିବାର ଉଦ୍ୟମ ମଧ୍ୟ କଲେ ।
ସମ୍ବଲପୁରରେ ମଣପୁରମ finance limited ଅଫିସରୁ ସୁନା ଓ ଟଙ୍କା ଲୁଟ ଘଟଣାରେ ଚୋରକୁ ଧରାଇଲେ ମିଳିବ ୧ ଲକ୍ଷ ଟଙ୍କା ପୁରସ୍କାର। ଏଭଳି ଏକ ପଦକ୍ଷେପ ନେଇଛି ପୋଲିସ।
ପୂର୍ବତନ ଶିଳ୍ପମନ୍ତ୍ରୀଙ୍କ ଛତ୍ରଛାୟାରେ ହଂସିତା ଓ ଅନୀଲ ଆରମ୍ଭ କରିଥିଲେ ତାଙ୍କର କଳା ସାମ୍ରାଜ୍ୟ। ସବୁ ଶିଳ୍ପ ସଂସ୍ଥା ଓ କର୍ପୋରେଟ ହାଉସ ଗୁଡିକରେ ତାଙ୍କର ଥିଲା ଅବାଧ ପ୍ରବେଶ। ତେବେ ହଂସିତାଙ୍କ ଲିଙ୍କ୍ରେ ଦୁଇ ପୂର୍ବତନ ମନ୍ତ୍ରୀ କିଏ ?