ଶ୍ରୀକ୍ଷେତ୍ର ପୁରୀରୁ ନିର୍ବାଚନ ଲଢିବେ କି ନବୀନ ? ୨୪ ପାଇଁ ପୁରୀ ରହିଛି କି ମୁଖ୍ୟମନ୍ତ୍ରୀଙ୍କ ଫୋକସରେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ପରେ ଜୋର ଧରିଲା ଚର୍ଚ୍ଚା ।
ଦିନ ବଢିଲେ ଚିନ୍ତା ବଢୁଛି। ଆଶ୍ୱିନ ମାସ ଖରା ଟାଇଁ ଟାଇଁ ଲାଗୁଛି। ଦିନରେ ଖରା, ସଞ୍ଜ ନଇଁଲେ ଗୁଳୁଗୁଳି। ଠିକ ଏମିତି ପାଣିପାଗ ରାଜ୍ୟର ଅଧିକାଂଶ ସ୍ଥାନରେ ଗତ ସପ୍ତାହେ ଧରି ଲାଗି ରହିଛି।
ମଙ୍ଗଳବାର ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ସ୍କିମ୍। ବୁଧବାର ‘ମିଶନ ଶକ୍ତି ସ୍କୁଟର’ ଯୋଜନା ।ଗୁରୁବାର ଗାଁ ଭୋଟରଙ୍କୁ ଖୁସି କରିବାକୁ ‘ଲକ୍ଷ୍ମୀ’ ବସ୍। ପାଖେଇ ଆସୁଥିବା ନିର୍ବାଚନକୁ ଦେଖି ଓ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଯୋଜନା ଗୁଡ଼ିକର ମାରାଥନ୍ ଲଞ୍ଚ୍।
‘ମୋଦି ପୁରୀରୁ ଲୋକସଭା ଲଢ଼ିବେ ବୋଲି ଶୁଣିଛି। ନରେନ୍ଦ୍ର ମୋଦି ଲୋକସଭା ନିର୍ବାଚନ ଲଢ଼ିବେ, ନବୀନ ବିଧାନସଭା ଲଢ଼ନ୍ତୁ। ଉଭୟ ଲଢ଼ିଲେ ଜୋରଦାର ଲଢ଼େଇ ହେବ ବୋଲି କହିଛନ୍ତି ଜୟନ୍ତ ଷଡ଼ଙ୍ଗୀ।
୧୯ ନିର୍ବାଚନରେ ନବୀନ ଗଂଜାମର ହିଞ୍ଜିଳିକାଟୁ ଓ ବରଗଡ଼ ଜିଲ୍ଲାର ବିଜେପୁର ନିର୍ବାଚନ ମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଗତ କିଛି ବର୍ଷ ହେବ ବିଜେଡି ସରକାରର ଫୋକସରେ ରହି ଆସିଛି ପୁରୀ।
ଗତକାଲି ବସ୍ତା ନିର୍ବାଚନମଣ୍ଡଳୀର ଚନ୍ଦନ ପଡ଼ିଆରେ ବିଜେଡି ପଦଯାତ୍ରାର ଆୟୋଜନ କରାଯାଇଥିଲା। ଯେଉଁଥିରେ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ ଦେବ ଓ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ଘର ଭିତରୁ ୪ ବର୍ଷ ପୁଅର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ପୁଅକୁ ହତ୍ୟା କରି ବାପା ବୁଦ୍ଧେଶବର ସିଂ ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି।
ଏହା ପରେ ବିଜେପି ବିଧାୟକ ଦଳ ରେଳମନ୍ତ୍ରୀ ଓ ଏସିଏସଟି ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବଢୁଥିବା ଦୁର୍ନୀତି ନେଇ ଇଡି ଓ ସିବିଆଇ ତଦନ୍ତ ନେଇ ବି ଆଲୋଚନା ହେବ ବୋଲି କହିଛନ୍ତି ଜୟନାରାୟଣ।
ମାଲକାନଗିରିରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ...ମାଲକାନଗିରି ଜିଲ୍ଲାରେ ଗଡ଼ିଲା ୩୬ଟି ଲକ୍ଷ୍ମୀ ବସ୍..ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ସେବା
ଘର ଦ୍ୱାର ମୁହଁ ନିକଟରେ ଝିଅର ଝୁଲନ୍ତା ମୃତଦେହ, ପଡ଼ୋଶୀ ହତ୍ୟା କରିଥିବା ଅଭିଯୋଗ କଲେ ପରିବାର ଲୋକେ
ଦୁର୍ବୃତ୍ତଙ୍କ ଆକ୍ରମଣ ଯୋଗୁ ହସ୍ପିଟାଲ୍ରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଥିଲା। ଦୁର୍ବୃତ୍ତଙ୍କ ଆକ୍ରମଣ ବେଳର ଭିଜୁଆଲ ସିସିଟିଭିରେ କଏଦ ହୋଇଛି ।
ଶିଶୁ କଲ୍ୟାଣ କମିଟି ସଦସ୍ୟ ସୌଦାମିନୀ ରଥଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଫୋନ୍ରେ କଥା ହେଉଥିବା ବେଳେ ପଛପଟୁ ମୁଣ୍ଡକୁ ପିଟି ପିଟି ମାରିଦେଲେ।
ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲାରୁ । ସହରାଞ୍ଚଳ ୧୬ନଂ ଜାତୀୟ ରାଜପଥ ଡାହାଣୀ ଗଡିଆ ନିକଟରେ ଥିବା ଏକ ଘରୋଇ ହସ୍ପିଟାଲରେ ଘଟିଛି ଏଭଳି ଘଟଣା । ୨୮ରୁ ୩୦ତାରିଖ ମଧ୍ୟରେ ୬ ଜଣ ବରିଷ୍ଠ ଚକ୍ଷୁରୋଗୀଙ୍କ ଅପରେସନ ହୋଇଥିଲା ।
ପ୍ରତ୍ୟେକ ବସ୍ତୁ ଯାହା ଆମ ପାଇଁ ଉପାଦେୟ ତାକୁ ଦେବତା ରୂପରେ ପୂଜା ଅର୍ଚ୍ଚନା କରିବାର ବିଧାନ ଅଛି। ଏଥିପାଇଁ ଗୃହ ଆରମ୍ଭରେ ବାସ୍ତୁ ପୂଜାର ବିଧାନ ରହିଛି। ଏହା କରିବା ଜରୁରୀ ନା ନାହିଁ ଆସନ୍ତୁ ଜାଣିନେବା।
ମୋତିଆବିନ୍ଦୁର ସଫଳ ଅପରେସନ କରାଇ ପୁଣିଥରେ ଭଲ ଭାବରେ ସବୁକିଛି ଦିଶିବ ବୋଲି ଆଶା କରିଥିଲେ। ହେଲେ ଭଲ କ’ଣ ହେବେ ଓଲଟା ଦୃଷ୍ଟିଶକ୍ତି ହରାଇଲେ।
କଟକ ସହରର ରାସ୍ତା ଓ ଡ୍ରେନ୍ ନିର୍ମାଣ ସହ ମରାମତି ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ନିଜ ଇଚ୍ଛା ଅନୁସାରେ ସମୟ ସୀମା ଧାର୍ଯ୍ୟ କରିପାରିବ ନାହିଁ ବୋଲି ହାଇକୋର୍ଟ ସଫା ସଫା ଶୁଣାଇଛନ୍ତି।
ଅକ୍ଷୟ ମହାନ୍ତି, ଓଡିଆ ସଙ୍ଗୀତ ଜଗତର ମଉଡ଼ମଣି, ନେମ୍ ଆଉ ଫେମ୍ ଯାହାଙ୍କଠାରୁ ସୃଷ୍ଟି ସଙ୍ଗୀତ, କବିତା ଗଳ୍ପ କି ଉପନ୍ୟାସ ସବୁଥିରେ ସେ ଥିଲେ ମାହିର, ସେ ଥିଲେ ଏକଲବ୍ୟ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୧୬ ଗତେ କନ୍ୟା । ଜାଣନ୍ତୁ ଆପଣଙ୍କ ପାଇଁ କେଉଁ ସମୟ ଶୁଭ ଅଶୁଭ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
୨୦୧୧ ଜାନୁୟାରୀ ୨୭ ତାରିଖ । ୧୨ ବର୍ଷ ତଳର କଥା । ଭୁବନେଶ୍ୱର ଟଙ୍କପାଣି ଅଞ୍ଚଳର ଜଣେ ବ୍ୟକ୍ତିଙ୍କଠାରୁ ଲାବ୍ରାଡର୍ ପ୍ରଜାତିର ଏହି କୁକୁରକୁ ଛୁଆ ଅବସ୍ଥାରେ ଆଣିଥିଲେ ବ୍ୟବସାୟୀ ଚନ୍ଦ୍ରଶେଖର । ସ୍ନେହ ସରାଗ ଦେଇ ବଢ଼ାଇଲେ, ଆପଣାର କଲେ । ଶ୍ରଦ୍ଧାରେ ତା ନାଁ ରଖିଥିଲେ ଗୁଲୁପାପା । ମଣିଷ ସିନା ନଥିଲା ସେ, ହେଲେ ମଣିଷଠୁ କିଛି କମ୍ ଦାୟିତ୍ୱ ନିଭାଉନଥିଲା ।
ରିଜର୍ଭ ବ୍ୟାଙ୍କ ସାମ୍ନାରେ ଉଡ଼ିଲା ନୋଟ୍ । ଟଙ୍କା ଉଡ଼ୁଥିବା ଦେଖି ସମସ୍ତେ ଆଶ୍ଚର୍ଯ୍ୟ । ସଭିଙ୍କ ମନରେ ପ୍ରଶ୍ନ, କିଏ ଉଡ଼ାଇଲା ଟଙ୍କା ? କାହିଁକି ଉଡ଼ାଇଲା ? ବାସ୍ତବ କଥା ହେଉଛି, RBI ସମ୍ମୁଖରେ ଉଡ଼ୁଥିବା ଏ ନୋଟ୍ ସବୁ ହେଉଛି ଚିରା ଫଟା ନୋଟ୍ ।
ଗତ ୬ ତାରିଖରେ ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ ପିଛା ୫୨ ହଜାର ୬ ଶହ ଟଙ୍କା ଥିଲା ବେଳେ ଆଜି ତାହା ୫୪ ହଜାର ଟଙ୍କାରେ ପହଞ୍ଚିଛି।
ସତ୍ୟର ଜୟ, ହାର ମାନିଲା ଷଡ଼ଯନ୍ତ୍ର । ବେଆଇନ୍ ଭାବେ ଚାକିରି ଯିବାର ଠିକ୍ ମାସକ ପରେ ପୁଣି ବ୍ୟାଙ୍କ ମିତ୍ର ଚାକିରି ଫେରି ପାଇଲେ ମୟୂରଭଞ୍ଜ ଖୁଣ୍ଟାର ଭାରତୀ ସିଂ।
କାଲି ଆସିଥିଲା ଆମ ଓଡ଼ିଶା-ନବୀନ ଓଡ଼ିଶା । ଆଜି ଲଂଚ୍ ହେଲା ମିଶନ ଶକ୍ତି ସ୍କୁଟର ଯୋଜନା । ନିର୍ବାଚନ ପାଖଉଥିବା ବେଳେ ସବୁ ବର୍ଗକୁ ଖୁସ୍ କରିବାକୁ ନବୀନ ସରକାରର ଆଉ ଏକ ଥୋପ ।
ବାପା ପାଣ୍ଡୁ ହନହୋଗା । ପୁଅ ଦାଦନ ଖଟିବାକୁ ଯିବା ପରେ ଝୁରି ଝୁରି ତାଙ୍କ ଅବସ୍ଥା କହିଲେ ନସରେ । କେତେବେଳେ କ’ଣ ଦୁଇଟା ଖାଉଛନ୍ତି ତ ପୁଣି କେତେବେଳେ ସେମତି ସମୟ ବିତିଯାଉଛି । ମୟୂରଭଞ୍ଜ ଜିଲ୍ଲା ଯଶିପୁର ବ୍ଲକ ଅନ୍ତର୍ଗତ ପାଣ୍ଠ ଗ୍ରାମ ପଞ୍ଚାୟତ ବଣକାଟି ଗାଁର ଗଙ୍ଗାଧର ହୋନାଗାଙ୍କ ନିଖୋଜ ପରେ ଏମିତି କଟୁଛି ପରିବାରର ଜୀବନ ।