ଆଜିଠାରୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା ଆରମ୍ଭ ହୋଇଛି। ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ଶ୍ରୀଜିଉଙ୍କ ଆଜ୍ଞାମାଳ ପ୍ରାପ୍ତ ହୋଇ ପ୍ରଭୁ ମଦନମୋହନ, ଭୂଦେବୀ ଓ ଶ୍ରୀଦେବୀ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ମଠ ମନ୍ଦିରକୁ ବିଜେ କରିବେ।
ଗତକାଲି 5T ସଚିବ ଭିକେ ପାଣ୍ଡିଆନଙ୍କ ସୁରକ୍ଷାକର୍ମୀ ପିଙ୍କ୍ କଲର ଡ୍ରେସ୍ ପିନ୍ଧି ଥିବାବେଳେ ଆଜି ନୀଳ ରଙ୍ଗର ଟି ସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଛି।
ମଶା ତେଲ ପିଇ ଆତ୍ମହତ୍ୟା ଉଦ୍ୟମ କଲେ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ...କିନ୍ତୁ ଅଧା ଚିକିତ୍ସାରୁ ଗାଏବ ହୋଇଗଲେ । ପୁଣି ନିଖୋଜ ହେବା ପଛରେ ଯୁବ ସବ୍-ଇନ୍ସପେକ୍ଟରଙ୍କ ସଂପୃକ୍ତି ଥିବା ନେଇ ବଢୁଛି ଚର୍ଚ୍ଚା । ମେଡିକାଲ କର୍ତ୍ତୃପକ୍ଷଙ୍କର ଗୋଟିଏ କଥା ପୋଲିସ ବାବୁଙ୍କର ଆଉ ଗୋଟିଏ କଥା...
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର- ବିଛା ଦିବା ୦୮.୩୬ ଗତେ ଧନୁ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଟସର ନୂହେଁ ଅହିଂସା ସୂତାରେ ଖଣ୍ଡୁଆ ପାଟ । ନିଜ ଜନ୍ମ ଦିନରେ ପିନ୍ଧିବେ ଶ୍ରୀ ଶ୍ରୀ ବଳଦେବ ଜିଉ । କେନ୍ଦ୍ରାପଡ଼ାର ମହାପ୍ରଭୁ ବଳଦେବ ଜିଉଙ୍କ ଜନ୍ମତିଥି ପାଇଁ ଏହି ନୀଳାମ୍ବରି ପାଟ ଓ ପ୍ରଭୁ ଜଗନ୍ନାଥଙ୍କ ପାଇଁ ମନଲୋଭା ପିତାମ୍ବରୀ ପାଟ ପ୍ରସ୍ତୁତ କରିଛନ୍ତି କଟକ ନୂଆପାଟଣାସ୍ଥିତ ନମ୍ବର ୱାନ ସୋସାଇଟର ବୁଣାକାରମାନେ ।
ଡ୍ରଗସ୍ କବଳରେ ପଡ଼ି ଯୁବପିଢ଼ି ବରବାଦ ହେଉଛନ୍ତି । ତେଣୁ ନିଶା କାରବାର ରୋକିବାକୁ ୨ ବର୍ଷ ହେଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚଳାଇଛି କଡ଼ା ଅଭିଯାନ । ଏହି ସମୟ ଭିତରେ ୭୧ କେଜି ବ୍ରାଉନସୁଗର, ୨୦୨ ଗ୍ରାମ କୋକେନ ଜବତ ହୋଇଛି ।
କାୟା ବଢାଉଛି ରାଜଧାନୀ । ତା ସହ ବଢୁଛି ପରିଚାଳନାଗତ ଚ୍ୟାଲେଞ୍ଜ୍ । ତେଣୁ ଭୁବନେଶ୍ୱର ମହାନଗର ନିଗମର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ । BMCକୁ ଅଧିକ କାର୍ଯ୍ୟଦକ୍ଷ କରିବାକୁ ସୃଷ୍ଟି ହେବ ୪୧୬ ନୂଆ ପଦବୀ ।
କ୍ୟାପିଟାଲ ହସ୍ପିଟାଲର ସମନ୍ୱିତ ପରୀକ୍ଷା କେନ୍ଦ୍ର ଆଗରେ ଲାଗିଛି ଭିଡ଼ । କିଏ ରକ୍ତ ପରୀକ୍ଷା ଲାଗି ସକାଳୁ ଛିଡ଼ା ହୋଇଛି ତ’ ଆଉ କାହା ଅପେକ୍ଷା ଗତକାଲିଠୁ ସରୁନି । ଆଉ କେତେକଙ୍କର ତ ଧୈର୍ଯ୍ୟ ସୀମା ପାର କରିଗଲାଣି ।
ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବିଜେଡି ପାଇଁ ବଢୁଛି ଅଡୁଆ । ଗୋଷ୍ଠୀ କନ୍ଦଳକୁ ନେଇ ଟେନସନରେ ଶଙ୍ଖ ଦଳ । ଗଞ୍ଜାମରେ ଦଳକୁ ଘାଟାରେ ପକାଇପାରେ ପାଣ୍ଡିଆନ ଓ ପ୍ରଦୀପଙ୍କ ବିବାଦ । ସାଧାରଣ ନିର୍ବାଚନ ପୂର୍ବରୁ ଅସଜଡା ଗଞ୍ଜାମ ସଂଗଠନକୁ ନେଇ ଦଳର ଟେନସନ୍ ବଢୁଛି ।
ଏବେସୁଦ୍ଧା ପ୍ରଜ୍ଞାନ ଚନ୍ଦ୍ରପୃଷ୍ଠରେ ୮ ମିଟର ବାଟ ଅତିକ୍ରମ କରିସାରିଲାଣି ବୋଲି ସୂଚନା ଦେଇଛି ଇସ୍ରୋ । ୬ ଚକିଆ ରୋଭରର ଲମ୍ବ ୯୧.୭ ସେଣ୍ଟିମିଟର, ଓସାର ୭୫ ସେଣ୍ଟିମିଟର, ଉଚ୍ଚତା ୩୯.୭ ସେଣ୍ଟିମିଟର ଏବଂ ଓଜନ ୨୬ କେଜି ।
ପ୍ରଦୀପଙ୍କ ନାଁ ନନେଇ ତାଙ୍କ ନିର୍ବାଚନମଣ୍ଡଳିରେ ହିଁ ତାଙ୍କୁ ଟାର୍ଗେଟ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ ।
ରାଜରାସ୍ତାରେ ଧସ୍ତାଧସ୍ତି... ନାରାବାଜି ସହ ମୁହାଁମୁହିଁ... ତାହାରି ଭିତରେ ଗାଡ଼ିରେ ଫସିରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗାଡ଼ିକୁ ହୋଇଛି ଅଣ୍ଡା ମାଡ଼ । ଫିଙ୍ଗାଯାଇଛି ଟେକାପଥର । ପାଣି ବୋତଲ ବି ମାଡ଼ ହୋଇଛି । ଆଉ ଏହାକୁ ନେଇ ପ୍ରଦୀପ ପାଣିଗ୍ରାହୀଙ୍କ ଗୋଷ୍ଠୀ ଏବଂ ତାଙ୍କ ବିପକ୍ଷ ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ ।
ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।
ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।
ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।
ଯୋଗ୍ୟତା ହାସଲ କରିଥିବା ପ୍ରଥମ ୧୨ ଜଣଙ୍କ ମଧ୍ୟରେ ସେ ନବମ ସ୍ଥାନରେ ରହି ପଦକ ଦୌଡରେ ସାମିଲ ହୋଇଛନ୍ତି । କିଶୋର ଜେନାଙ୍କ ସର୍ବଶ୍ରେଷ୍ଠ ପ୍ରଦର୍ଶନ ହେଉଛି ୮୪ ଦଶମିକ ୩୮ ମିଟର ।
ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କୁ ଚିକିତ୍ସା ଲାଗି ଶଯ୍ୟା ସଂଖା ବଢାଯାଇଛି । ୪ଟି ସହରାଞ୍ଚଳ ଗୋଷ୍ଠୀକେନ୍ଦ୍ରରେ ସ୍ୱତନ୍ତ୍ର ବେଡ୍ ବ୍ୟବସ୍ଥା କରାଯାଇଛି ।
ଭୁବନେଶ୍ୱର ଉପକଣ୍ଠ ଭଗବତୀପୁର ଓ ଗିରିଙ୍ଗାଘାଟ ମୌଜାରେ ୧୫୦ ଏକର ଜମି ଜବରଦଖଲ ହୋଇଛି। ତାର ବାଡ଼ ଦେଇ ଏହାକୁ ଘେରାବନ୍ଦୀ କରାଯାଇଛି।
5T ସଚିବଙ୍କ କାର୍ଯ୍ୟକ୍ରମକୁ ସେ ଯାଉଥିବା ବେଳେ ତାଙ୍କୁ ବିରୋଧ କରାଯାଇଛି । ଗୋପାଳପୁର ବିଧାୟକ ଭାବେ ସେ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ ।
ଲାଞ୍ଜିପଲ୍ଲୀ NH ନିକଟରେ ତାଙ୍କୁ ବିରୋଧ କରିଛନ୍ତି ବିଜେଡି କର୍ମୀ । ଫଳରେ ରାସ୍ତା ଉପରେ ଦୀର୍ଘ ସମୟ ଧରି ଅଟକି ରହିଛନ୍ତି ବିଧାୟକ ।
ଶ୍ରାବଣ ମାସର ପୂର୍ଣ୍ଣିମାକୁ ପ୍ରତି ଓଡ଼ିଆ ଗହ୍ମା ପୂର୍ଣ୍ଣିମା ଭାବେ ପାଳନ୍ତି। ଏହି ପର୍ବ ମଧ୍ୟ ରଜ ସଂକ୍ରାନ୍ତୀ ଏବଂ ଅକ୍ଷୟ ତୃତୀୟା ପରି କୃଷି କାମ ସହିତ ଜଡିତ। ଗାଈଗୋରୁ ଚାଷର ଏକ ପ୍ରମୁଖ ଅଂଶ ହୋଇଥିବାରୁ ଏହି ଦିନ ଓଡ଼ିଆମାନେ ବିଶେଷ କରି ଗୋସେବକମାନେ ଗୋରୁଙ୍କୁ ପୂଜା କରନ୍ତି।
ଯେଉଁଠି ରହିଛି ଝଗଡା ଆଉ ଭଲପାଇବା, ସେଇ ହେଉଛି ଭାଇ-ଭଉଣୀର ନିଆରା ସମ୍ପର୍କ। ଏ ସଂପର୍କକୁ ଛାଡି ସିନେମା ଦୁନିଆ ତିଷ୍ଠିବ ବା କେମିତି। ତେବେ ଆସନ୍ତୁ ଏମିତି ୮ଟି ଫିଲ୍ମ ଉପରେ ନଜର ପକେଇନେବା ଯେଉଁଥିରେ ଭରି ରହିଛି ଭାଇ-ଭଉଣୀଙ୍କ କାହାଣୀ।
ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ରାଶି ସହିତ ରଙ୍ଗର ବିଶେଷ ପ୍ରଭାବ ରହିଛି। ରକ୍ଷାବନ୍ଧନ ଦିନ ରାଶି ଅନୁସାରେ ଭାଇମାନଙ୍କ ହାତରେ ସେହି ରଙ୍ଗର ରାକ୍ଷୀ ବାନ୍ଧିଲେ ଅନେକ ଶୁଭ ଫଳ ମିଳିପାରେ। ଏହା ସମ୍ପର୍କକୁ ମଜଭୁତ କରିବା ସହିତ ଭାଇକୁ ସମସ୍ତ ଅସୁବିଧାରୁ ରକ୍ଷା କରେ। ତେବେ ଆସନ୍ତୁ କେଉଁ ରାଶିରେ କେଉଁ ରଙ୍ଗର ରାକ୍ଷୀ ବାନ୍ଧିଲେ ଶୁଭ ଫଳ ମିଳିବ ସେ ବିଷୟରେ ଜାଣିନେବା।
ଦକ୍ଷିଣ ଏସିଆର ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁପର୍ବ ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା। ଏହି ପର୍ବ ଭାଇ ଓ ଭଉଣୀଙ୍କ ସଂପର୍କକୁ ଦୃଢ କରିବା ସହ ସେମାନଙ୍କ ମଧ୍ୟରେ ଏକ ପବିତ୍ର ପ୍ରେମକୁ ବୁଣିଥାଏ। ରାକ୍ଷୀ ପୂର୍ଣ୍ଣିମାକୁ ଓଡ଼ିଶାରେ ଗହ୍ମା ପୂର୍ଣ୍ଣିମା ଭାବେ ପାଳନ କରାଯାଉଥିବା ବେଳେ ଆଉ କେଉଁଠି କିପରି ପାଳନ ହୁଏ ଆସନ୍ତୁ ଜାଣିବା।