• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Pradeep Panigrahi
ପ୍ରଦୀପଙ୍କ ଖୋଲା ଚ୍ୟାଲେଞ୍ଜ ! ମୁଁ ଯାଉଛି, ମୋର କିଛି ହେଲେ CM-DG-CS ଦାୟୀ

ସରକାରୀ କାର୍ଯ୍ୟକ୍ରମରେ ୪ ହଜାର ପୋଲିସ ଜଗିବେ। ଓଡ଼ିଶା ଲୋକଙ୍କୁ କ’ଣ ଭାବୁଛନ୍ତି କି ବୋଲି ପ୍ରଶ୍ନ କରିଛନ୍ତି ପ୍ରଦୀପ ପାଣିଗ୍ରାହୀ। 

Business Odisha awards 2023
ବିଜ୍‌ନେସ୍ ଓଡ଼ିଶା ଆୱାର୍ଡ୍ସ୍‌ ୨୦୨୩; ଜାଣିବା ବିଜ୍‌ନେସ୍ କ୍ୟାଟେଗୋରୀରେ ଅଛନ୍ତି କେଉଁମାନେ...

ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍‌ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ବିଜ୍‌ନେସ୍ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।

Business Odisha awards 2023
ବିଜିନେସ୍ ଓଡ଼ିଶା ଆୱାର୍ଡ୍ସ୍‌ ୨୦୨୩; ଜାଣିବା ମାନୁଫ୍ୟାକ୍‌ଚରିଂ କ୍ୟାଟେଗୋରୀରେ ଅଛନ୍ତି କେଉଁମାନେ...

ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍‌ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ମାନୁଫ୍ୟାକ୍‌ଚରିଂ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।

Heavy Rain
ସାରା ରାଜ୍ୟରେ ହେବ ବର୍ଷା !

୧୭ଟି ଜିଲ୍ଲାରେ ସ୍ୱାଭାବିକ ଏବଂ ୧୧ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହୋଇଥିବା ସେ କହିଛନ୍ତି।

Ganjam BJP, Odisha Politics
ବିରୋଧ ଭୟ ! ସଚିବଙ୍କ ଗସ୍ତ ପୂର୍ବରୁ ଗଞ୍ଜାମ ବିଜେପି ନେତାଙ୍କୁ ଉଠାଇନେଲା ପୋଲିସ

ଜିଲ୍ଲା ଯୁବ ମୋର୍ଚ୍ଚା ସଂପାଦକ ଆଲୋକ ଶତପଥୀଙ୍କୁ ମଧ୍ୟ ଉଠାଇନେଇଛି । ଆଲୋକ ଶତପଥୀ ବେଗୁନିଆପଡ଼ାରେ ଛିଡ଼ା ହୋଇଥିବା ବେଳେ ଉଠାଇନେଲା ପୋଲିସ ।

Business Odisha awards 2023
ବିଜିନେସ୍ ଓଡ଼ିଶା ଆୱାର୍ଡସ୍‌ ୨୦୨୩; ଜାଣିବା ହେଲ୍‌ଥ କ୍ୟାଟାଗୋରୀରେ ଅଛନ୍ତି କେଉଁମାନେ...

ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍‌ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।

Today Panchang
Today Panchang 25th August 2023: ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର...ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

  • Friday, 25 August 2023
breaking news
ସଂକ୍ଷେପରେ ଆଜିର ତାଜା ଖବର - Friday, 25 August 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Friday, 25 August 2023
Board Exam
ଆଗକୁ ଦଶମ-ଦ୍ୱାଦଶରେ ୨ଟି ବୋର୍ଡ ପରୀକ୍ଷା, ଅଧିକ ମାର୍କ ହେବ କାଉଣ୍ଟ

ଏଥିସହ ସେମିଷ୍ଟର ବ୍ୟବସ୍ଥା ବି ନୂଆକରି ଲାଗୁ ହେବ। ତାସହ କଳା, ବିଜ୍ଞାନ ଓ ବାଣିଜ୍ୟ ଷ୍ଟ୍ରିମ୍ ଛାତ୍ରଛାତ୍ରୀ ନିଜ ପସନ୍ଦର ଯେ କୌଣସି ବିଷୟ ନେଇ ପାରିବେ ।

  • Thursday, 24 August 2023
Odisha Politics, BJD
5-T ସଚିବଙ୍କ ଗଂଜାମ ଗସ୍ତ ପୂର୍ବରୁ ବଢୁଛି ବିରୋଧ, ସଭାସ୍ଥଳରୁ କାନ୍ଥବାଡ଼ ସବୁଠି ବିରୋଧାତ୍ମକ ଲେଖା

ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା କହି ଗଂଜାମ ଜିଲ୍ଲାପାଳ, ଡିଆଇଜି ସତ୍ୟବ୍ରତ ଭୋଇଙ୍କ ଉପରେ ବି ବର୍ଷିଛନ୍ତି ପ୍ରଦୀପ ।

BJP delegation meets NHRC
ମହିଳା ହୋମଗାର୍ଡଙ୍କୁ ନିର୍ଯାତନା; ତେଜୁଛି ବିବାଦ, NHRCଙ୍କୁ ଭେଟିଲା ବିଜେପି

କାହିଁକି ରାଜ୍ୟ ସରକାରଙ୍କ ଏଭଳି ମନୋଭାବ ? ଏଭଳି ପ୍ରଶ୍ନ ଉଠାଇବା ସହ ସୈରିନ୍ଦ୍ରୀଙ୍କ କ୍ଷେତ୍ରରେ ମାନବାଧିକାରର ଖୋଲା ଉଲଂଘନ ହୋଇଥିବା କହିଛନ୍ତି ମାନବାଧିକାର କର୍ମୀ ।

ISRO eyeing missions to the Sun and Venus
ସୂର୍ଯ୍ୟ ଉପରେ ଇସ୍ରୋର ଆଖି; ସେପ୍ଟେମ୍ବର ଆରମ୍ଭରେ ଆଦିତ୍ୟ-L1 ଲଞ୍ଚ ପାଇଁ ପ୍ରସ୍ତୁତି

ମିଶନ ଗଗନାୟନ ପରେ ରହିଛି ଭାରତର ଦ୍ୱିତୀୟ ମଙ୍ଗଳୟାନ ବା ମାର୍ସ ଅର୍ବିଟର ମିଶନ-୨ । ୨୦୨୪ କିମ୍ବା ୨୫ରେ ଏହି ମିଶନ ପୂରା କରିବାକୁ ଲକ୍ଷ୍ୟ ରଖିଛି ଇସ୍ରୋ । ଆସନ୍ତାବର୍ଷ ଶୁକ୍ର ଗ୍ରହର ରହସ୍ୟ ଉପରୁ ପରଦା ହଟାଇବାକୁ ଅଭିଯାନ ପାଇଁ ଇସ୍ରୋ ଯୋଜନା କରିଛି।

dengue
ରାଜଧାନୀରେ ଡେଙ୍ଗୁ ବେକାବୁ,ଅନ୍ୟ ଜିଲ୍ଲାକୁ ବି ବ୍ୟାପୁଛି.. କ୍ୟାପିଟାଲ ହସ୍ପିଟାଲରେ ଟେଷ୍ଟିଂ ପାଇଁ ଘଣ୍ଟା ଘଣ୍ଟା ଲାଇନ

 ରାଜଧାନୀରେ ହୁ ହୁ ହୋଇ ବଢ଼ି ଚାଲିଥିବା ଡେଙ୍ଗୁ । ଜ୍ୱର ପାଇଁ କ୍ୟାପିଟାଲ ହସ୍ପିଟାଲରେ ଏବେ ରକ୍ତ ପରୀକ୍ଷା କରିବାକୁ ଲାଗୁଛି ଲୋକଙ୍କ ଲମ୍ବା ଲାଇନ୍।

Female home guard torture
ମହିଳା ହୋମଗାର୍ଡଙ୍କ ଆତ୍ମହତ୍ୟା ଉଦ୍ୟମ ମାମଲା; NHRCଙ୍କୁ ଭେଟି ଫେରାଦ ହେଲା ରାଜ୍ୟ ବିଜେପି

NHRCଙ୍କୁ ଭେଟି ଲିଖିତ ଫେରାଦ ହେଲା ରାଜ୍ୟ ବିଜେପି । ଲେଖାଶ୍ରୀ ସାମନ୍ତସିଂହାର, ଗୋଲକ ମହାପାତ୍ର ପ୍ରମୁଖ ଭେଟି NHRCଙ୍କୁ ଭେଟି ଲିଖିତ ଫେରାଦ ହୋଇଛନ୍ତି ।

Police Encounter
ପୁରୀରେ ପୋଲିସର ଏନ୍‌କାଉଣ୍ଟର

ପୋଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ ହୋଇଥିବାବେଳେ ପିନୁର ବାମ ଗୋଡ଼ରେ ଗୁଳି ବାଜିଥିବା ଜଣାପଡ଼ିଛି ।

Panchayat office
ସ୍କୁଲ ଘରେ ଚାଲୁଛି ପଂଚାୟତ ଅଫିସ୍‌ : ପିଲା ପଢିବେ କେଉଁଠି ?

୭ ବର୍ଷ ହେଲାଣି ସ୍କୁଲ ଘରେ ଚାଲୁଛି ପଂଚାୟତ ଅଫିସ୍‌ । ଦିନ ୧୦ ବାଜିଲେ ଲୋକଙ୍କର ଲାଗୁଛି ଗହଳି...ଏମିତି ହଟ୍ଟଗୋଳ ଭିତରେ ପିଲାମାନେ ପଢିବେ କେମିତି?

Divyang girl
ୟୁଟ୍ୟୁବ୍‌ରୁ ପଢି ୪୨୦ ରଖିଲେ ଦିବ୍ୟାଙ୍ଗ ଯୁବତୀ...ସ୍ୱପ୍ନ ଅଛି ଶିକ୍ଷୟିତ୍ରୀ ହେବେ

ଶିକ୍ଷୟିତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି ସଙ୍ଗୀତା । ଜନ୍ମରୁ ଦୃଷ୍ଟିବାଧିତ ଥିବା ପରେ ବି ହାର୍‌ ମାନିନାହାନ୍ତି ବରଂ ୟୁଟ୍ୟୁବରୁ ପାଠ ପଢି ଯୁକ୍ତ-୨ରେ ରଖିଛନ୍ତି ୪୨୦ ନମ୍ବର । ଏବେ ପାଠ ପଢାରେ ପ୍ରତିବନ୍ଧକ ସାଜିଛି ଆର୍ଥିକ ସଂକଟ । ସରକାର ଯଦି ସାହାଯ୍ୟ କରନ୍ତେ...

bus catches fire
ହୁତୁ ହୁତୁ ହୋଇ ଜଳିଗଲା ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ରାସ୍ତାରେ ଛିଡ଼ା ହୋଇଥିବା ବସ୍‌ରେ ଲାଗିଗଲା ନିଆଁ । ସମସ୍ତ ଯାତ୍ରୀ ସୁରକ୍ଷିତ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ ।

murder case
ନବୀନ ନିବାସ ସାମ୍ନାରେ ଆତ୍ମାହୁତି ଉଦ୍ୟମ କଲେ ଗୋଟିଏ ପରିବାରର ୬ ସଦସ୍ୟ

ଗୁହାରି କରି କରି ଥକିଗଲେଣି.. କେହି ଶୁଣୁନାହାନ୍ତି... ନ୍ୟାୟ ପାଇଁ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ

Odia Singer Pranab Pattanaik
କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ

ଦୀର୍ଘଦିନ ଧରି ଅସୁସ୍ଥ ଅଛନ୍ତି ପ୍ରଣବ ପଟ୍ଟନାୟକ । ଡେଙ୍ଗୁରେ ଆକ୍ରାନ୍ତ ପରେ ସୁସ୍ଥ ହୋଇଥିବା ପତ୍ନୀଙ୍କ ସୂଚନା ଦେଇଛନ୍ତି ।

septuagenarian woman
ଥକିନାହାନ୍ତି ଜେଜେ ମାଆ : ପିଲାଙ୍କୁ ନାଚ ଶିଖାଇବା ସହିତ ନାଟକ ପାଇଁ ବହି ଲେଖୁଛନ୍ତି

ବୟସ ୭୦ ପାର୍‌ ହେଲାଣି କିନ୍ତୁ ଥକିନାହାନ୍ତି ଜେଜେ ମାଆ । ସ୍କୁଲ ପିଲାଙ୍କୁ ଡ୍ୟାନ୍ସ ସହିତ ଶିଖାଉଛନ୍ତି ନାଟକ । ପ୍ରତିଦିନ ଅଭ୍ୟାସ କରୁଛନ୍ତି ପିଲା । ପୁରସ୍କାର ଆଣିଲେ ଖୁସି ହେଉଛନ୍ତି ଜେଜେ ମାଆ

Woman sub-inspector of Saintala police station critical after allegedly consuming poison
ବିଷ ପିଇଦେଲେ ମହିଳା SI, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଗୁରୁତର SIଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲ ସ୍ଥାନାନ୍ତର,ବିଳମ୍ବିତ ରାତିରେ ସଇଁତଳା ସ୍ଥିତ ଭଡ଼ାଘରେ ବିଷପାନ ସୂଚନା

  • Thursday, 24 August 2023
  • Poison
Auto-rickshaws
କାନ୍ଦୁଛି ରିକ୍ସାବାଲା : ଅଟୋ ପାଇଁ ବେପାର ହେଉନି...ଭୋକରେ ପରିବାର

ରାସ୍ତା ଉପରେ କାନ୍ଦୁଛି ରିକ୍ସାବାଲା । ଅଟୋ ଆସିବା ପରେ ବେପାର ପୂରା ମାନ୍ଦା...ପୂର୍ବରୁ ଦିନକୁ ୮ ଶହ ରୋଜଗାର ହେଉଥିଲା । ଏବେ ୫୦ ଟଙ୍କା ହେବା କଷ୍ଟ । ଏମିତି ପରିସ୍ଥିତିରେ ରିକ୍ସାବାଲାର ପରିବାର ଚଳିବ କେମିତି?

Today Panchang
Today Panchang 24th August 2023: ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର। ଜାଣନ୍ତୁ, ଆଜିର ଶୁଭ ଓ ଅଶୁଭ ସମୟ...

  • Thursday, 24 August 2023
Elderly man seeks financial assistance
ଜରି ତଳେ ଜୀବନ : ନବୀନଙ୍କ ଦୁଃଖ ଶୁଣୁନାହାନ୍ତି ନବୀନ

ପୁଅ ସାପ କାମୁଡାରେ ମଲା । ବର୍ଷାରେ ଘର ଭାଙ୍ଗିଗଲା...ବୁଢା ବୟସରେ ପାଖରେ କିଛି ସମ୍ବଳ ନାହିଁ । ନାତି ମୁହଁରେ ଆହାର ଦେବା ପାଇଁ ମୂଲ ଲାଗୁଛନ୍ତି ଜେଜେ ବାପା । ପ୍ରଶାସନ ପାଖକୁ ଦୌଡି ଦୌଡି ଥକି ପଡିଲେଣି ସତ ହେଲେ ଘର ଖଣ୍ଡେ ମିଳିଲା ନାହିଁ