• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Accident
ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍‌

ବସ୍‌ଟି ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ବସ୍‌ଟି ବ୍ରିଜ୍‌ରେ ଲଟକି ରହିଛି। ତେବେ ବସ୍‌ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି ।

Lokseba Bhawan
ଭୁବନେଶ୍ୱର ଲୋକସେବା ଭବନରେ ଲାଗିଛି ନିଆଁ

ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାରେ ନିଆଁ ଲାଗିଥିବାର ସୂଚନା ମିଳିଛି ।

Heavy Rainfall Alert
ଆହୁରି ୨ ଦିନ ବର୍ଷା !! ୬ ଜିଲ୍ଲାରେ ପ୍ରବଳ ବର୍ଷିବ..

ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଅତି ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

MP Aparajita Sarangi
ଅପରାଜିତାଙ୍କ ପ୍ରଶ୍ନ: ମୁଖ୍ୟମନ୍ତ୍ରୀଙ୍କ ଗୁପ୍ତ ଚିକିତ୍ସା ରହସ୍ୟମୟୀ ମହିଳାଙ୍କ ଦ୍ୱାରା କରାଯାଉଛି କି ?

ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ସଂପୃକ୍ତ ମହିଳାଙ୍କ ଅବାଧ ପ୍ରବେଶ କାହିଁକି ? ଗୁପ୍ତ ଚିକିତ୍ସା ନିର୍ଦ୍ଦିଷ୍ଟ ରହସ୍ୟମୟୀ ମହିଳାଙ୍କ ଦ୍ୱାରା କରାଯାଉଛି କି ? ଏହି ରହସ୍ୟମୟୀ ମହିଳାଙ୍କୁ ଚିକିତ୍ସା ପାଇଁ କିଏ ଚୟନ କରିଛି ? ରହସ୍ୟମୟୀ ମହିଳା କେଉଁ ପ୍ରକାର ଚିକିତ୍ସା କରୁଛନ୍ତି ? ସାଂସଦ ଅପରାଜିତା ଷଡ଼ଙ୍ଗୀ ବି ଉଠାଇଲେ ପ୍ରଶ୍ନ..

Today Panchang
Panchang Today 3rd October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର ।

SCB Medical
ବଡ଼ ମେଡିକାଲ୍‌ରେ ବଡ଼ ସମସ୍ୟା; ପାଣି ନପାଇ ଛଟପଟ ରୋଗୀ ଓ ସମ୍ପର୍କୀୟ

SCB ମେଡିକାଲରେ ଅନ୍ତଃହୀନ ଦୁର୍ଦ୍ଦଶା । କେବେ ଲାଇନ୍ ରହୁନି ତ କେବେ ପାଣି ସଙ୍କଟ ।

bjd-bjd
ରେଢ଼ାଖୋଲରେ ତେଜୁଛି କି ବିଜେଡି ଅନ୍ତର୍କନ୍ଦଳ ?

ପ୍ରସନ୍ନ ଆଚାର୍ଯ୍ୟଙ୍କ ନିଶାନାରେ ବିଧାୟକ ରୋହିତ ପୂଜାରୀ ? ରେଢ଼ାଖୋଲରେ ପ୍ରସନ୍ନଙ୍କ ଅଭିଭାଷଣକୁ ନେଇ ଚର୍ଚ୍ଚା

Odisha Assembly
ଆଜି ସରଗରମ ହେବ ବିଧାନସଭା; ଉପସ୍ଥାପିତ ହେବ CAG ରିପୋର୍ଟ

ଦୁଇ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ଦାବିରେ ବିଜେପି ଗୃହକୁ ଅଚଳ କରିପାରେ ।

ASI Death
ମହିଳା ASIଙ୍କ ମୃତ୍ୟୁପୂର୍ବର ଗଣ୍ଡଗୋଳ ଭିଡିଓ; ସୁସ୍ଥ ଥାଇ ବି କେମିତି ହେଲା ମୃତ୍ୟୁ ?

ରାଉରକେଲା ଉଦିତନଗର ଥାନା ମହିଳା ASI ମୃତ୍ୟୁ ମାମଲା । ୨ ଜଣଙ୍କୁ ଗିରଫ କଲା ଉଦିତନଗର ଥାନା ପୋଲିସ । ସାମ୍ନାକୁ ଆସିଲା ମହିଳା ASIଙ୍କ ମୃତ୍ୟୁପୂର୍ବରୁ ଗଣ୍ଡଗୋଳର ଚିତ୍ର ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 03 October 2023

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Tuesday, 03 October 2023
Doctors Tour
ଡାକ୍ତରଙ୍କୁ ଚାପ ମୁକ୍ତ କରିବାକୁ ବିଦେଶ ବୁଲାଉଛନ୍ତି ରାଜ୍ୟ ସରକାର !

ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ବାବୁ ବି ଟୁରରେ ସାମିଲ । ରାଜ୍ୟ ତହବିଲରୁ ଖର୍ଚ୍ଚକୁ ନେଇ ଉଠିଲା ଆପତ୍ତି ।

  • Monday, 02 October 2023
Sasmita - Alisha
କ’ଣ ଚାଲିଛି ? ସହକାରୀ ଜିଲ୍ଲାପାଳ ସୁସ୍ମିତାଙ୍କ ପରେ ASI ଆଲିଶାଙ୍କ ରହସ୍ୟଜନକ ମୃତ୍ୟୁ !

ସାରା ରାଉରକେଲାରେ ସୃଷ୍ଟି ହୋଇଛି ହଇଚଇ । ASI ଆଲିଶାଙ୍କୁ ହତ୍ୟା ଅଭିଯୋଗ ପରେ ମାମଲା ରୁଜୁ ।

Odisha CM
ଆଗ୍ରେସିଭ୍ ମୁଡରେ ନବୀନ; ବିରୋଧୀଙ୍କୁ ଜନବିରୋଧୀ କହି ପଦଯାତ୍ରାରୁ କଲେ ଟାର୍ଗେଟ୍‌

ଜବାବରେ ବିଜେପି କହିଛି ନବୀନ ହେଉଛନ୍ତି ସବୁଠୁ ବଡ଼ ଜନବିରୋଧୀ । ସେ ଜନ ବିରୋଧୀ ହେଇନଥିଲେ ଜଣେ ଆଇଏଏସ୍ ଅଫିସରଙ୍କୁ ସରକାର ଚଳାଇବାକୁ ଲିଜ୍‌ରେ ଦେଇଥାନ୍ତେ କି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ।

SCB Medical College
SCBରେ ପାଣି ପାଇଁ କଲବଲ ରୋଗୀ; ଟ୍ୟାପ୍ ପାଖରେ ଲାଗୁଛି ସଂପର୍କୀୟଙ୍କ ଲାଇନ୍

ଦୁଇ ଦିନ କାଳ ଲାଇନ୍ କଲବଲ କରିଥିଲା । ଆଉ ଲାଇନ୍ ଆସିବା ପରେ କାଲି ସନ୍ଧ୍ୟାରୁ ସାରା ରାତି ପାଣି ପାଇଁ ଦହଗଞ୍ଜ । ରାଜ୍ୟ ସରକାରଙ୍କ ପକ୍ଷରୁ ବିଶ୍ୱସ୍ତରୀୟ ମେଡିକାଲର ଘୋଷା ଚାଲିଥିବା ଏସସିବିରେ ଯେମିତି ରୋଗୀଙ୍କ ଦୁର୍ଦ୍ଦଶା ଦେଖିବାକୁ କି ଶୁଣିବାକୁ କେହି ନାହିଁ ।

Soumya Patnaik
ଲଢ଼େଇବେଳେ କାହିଁକି ଅସ୍ତ୍ର ଛାଡ଼ିଲେ ସେନାପତି ? ସମ୍ପାଦକ ପଦକୁ ନେଇ ପୁଣି ପ୍ରଶ୍ନ ଘେରରେ ସୌମ୍ୟ

ଲଗାତର ନିଜ ସଂପାଦକୀୟ ପ୍ରହାରରେ ସରକାର, ଫାଇଭ୍ଟି ସଚିବ ଓ ନିଜ ଦଳ ବିଜେଡିକୁ ଘାଇଲା କରିବା ପରେ ପ୍ରଥମେ ଗତ ୧୨ ତାରିଖରେ ବିଧାୟକ ସୌମ୍ୟରଞ୍ଜନଙ୍କୁ ଉପସଭାପତି ପଦରୁ ହଟାଇଥିଲା ବିଜେଡି । ଆଉ ଏହାର ୯ ଦିନ ପରେ ଲୋନ୍ ଦୁର୍ନୀତି ଭଳି ଜନବିରୋଧୀ ଷ୍ଟାମ୍ପ ମାରି ଦଳରୁ ତଡ଼ି ଦେଇଥିଲେ ସୁପ୍ରିମୋ ।

BJD-BJD Fight
ସାଲେପୁରରେ ବିଜେଡି-ବିଜେଡି କଳି, କେନ୍ଦ୍ରାପଡ଼ାରେ ବି ସ୍ଥିତି ସମାନ !

ବିଜେଡି ସାମାଜିକ ମିଡିଆ ସେଲ ଅଧକ୍ଷ କହିଛନ୍ତି ଯଦି, ସମାନ୍ତରଳ ଭାବେ ରାଜନୈତିକ କାର୍ଯ୍ୟକ୍ରମର କିଛି ପ୍ରମାଣ ମିଳେ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Naveen Patnaik
ବେକରେ ଦଳୀୟ ଉତ୍ତରୀୟ ପକାଇବାରୁ ଚିଡ଼ି ଗଲେ ନବୀନ !

ନବୀନ ହଠାତ୍ ବିରକ୍ତି ପ୍ରକାଶ କରିବା ସହ ନିଜେ ଉତ୍ତରୀୟଟିକୁ କାଢ଼ି ଦେଇଥିଲେ ଓ ପିଏସଓଙ୍କୁ ଶଙ୍ଖ ଚିହ୍ନ ବ୍ୟାଚ୍ ସାର୍ଟରୁ ଖୋଲିବାକୁ କହିଥିଲେ।

Soumya Ranjan Patnaik meets Home Minister Amit Shah !
ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ସୌମ୍ୟ ପଟ୍ଟନାୟକ !

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌମ୍ୟ ପଟ୍ଟନାୟକ ଭେଟିଥିବା ନେଇ ଚର୍ଚ୍ଚା ହେଉଛି। ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟ ଏହି ଚର୍ଚ୍ଚାକୁ ଖୋରାକ ଯୋଗାଇଛି। 

treatment of daughter with burn injuries
ଜଳାପୋଡ଼ା ଯନ୍ତ୍ରଣାରେ ଛଟପଟ ହେଉଛି ୫ ବର୍ଷର କୁନି ଝିଅ ନବିନା

ଝିଅର ଉପଯୁକ୍ତ ଚିକିତ୍ସା ପାଇଁ ପାଖରେ ଟଙ୍କା ନଥିବାରୁ ବାପାମାଆ ଡାକ୍ତରଖାନା ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି ।

Family alleges negligence by private hospital staffs for death of woman in Keonjhar
ଭୁଲ୍‌ ଚିକିତ୍ସା ପାଇଁ ଚାଲିଗଲା ମହିଳାଙ୍କ ଜୀବନ !

ଭୁଲ୍‌ ଚିକିତ୍ସା ଯୋଗୁ ମହିଳାଙ୍କ ମୃତ୍ୟୁ ! କେନ୍ଦୁଝର ଟାଉନ ଥାନା ଚର୍ଚ୍ଚ ଛକ ନିକଟ ଏକ ଘରୋଇ ହସ୍ପିଟାଲ୍‌ ବିରୋଧରେ ଏଭଳି ଅଭିଯୋଗ ଆସିଛି।

Jojanara Na Hariloot,
ପାଠପଢ଼ାର ନାଁ ନାହିଁ, ଭୂତ କୋଠି ପାଲଟିଛି ୯ କୋଟି ଟଙ୍କାରେ ନିର୍ମିତ ବିଲ୍ଡିଂ

ବିଇଡି କଲେଜ, ଲେଡିଜ୍ ହଷ୍ଟେଲ, ଜେଣ୍ଟସ ହଷ୍ଟେଲ, ଷ୍ଟାଫ୍ କ୍ୱାର୍ଟର ପାଇଁ କାମ ସରିଛି । କେନ୍ଦ୍ର ସରକାରଙ୍କ ଅନୁଦାନରେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା

Soumya Ranjan Patnaik
ସମ୍ପାଦକ ପଦ ଛାଡ଼ିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ସଂପାଦକ ପଦରୁ ଅବ୍ୟାହତି ସଂପର୍କରେ ସୌମ୍ୟଙ୍କ ଖବର କାଗଜରେ ସୂଚନା ଦିଆଯାଇଛି।

Naveen Patnaik
ଆଟାକିଂ ମୁଡରେ ନବୀନ : ବିରୋଧୀଙ୍କୁ ଖୋଲା ଟାର୍ଗେଟ

‘ଓଡ଼ିଶାର ବିକାଶରେ ବିରୋଧୀ ଦଳ ଖୁସି ନାହାନ୍ତି’... ଜନସଂପର୍କ ପଦଯାତ୍ରାରେ ପୁଣି ବିରୋଧୀଙ୍କୁ ନବୀନଙ୍କ ଟାର୍ଗେଟ ।

Vigilance nabs OSAP commandant with ill-gotten bribe money in Bhubaneswar
ଲାଞ୍ଚ ଟଙ୍କା ସହ OSAP କମାଣ୍ଡାଣ୍ଟଙ୍କୁ ଧରିଲା ଭିଜିଲାନ୍ସ, ବେଆଇନ୍‌ ଭାବେ ଲକ୍ଷାଧିକ ଟଙ୍କା ପାଖରେ ରଖିଥିଲେ...

ବେଆଇନ୍‌ ଉପାୟରେ ସଂଗୃହୀତ ଲକ୍ଷାଧିକ ଟଙ୍କା ସହ ରଙ୍ଗେ ହାତ୍ ଧରା ପଡ଼ିବା ଅଭିଯୋଗରେ OSAP କମାଣ୍ଡାଣ୍ଟ ଗିରଫ ହୋଇଛନ୍ତି।

Jojanara Na Hariloot ,
ଏମିତି ହେଉଛି ସରକାରୀ କାମ, ୨୫୦ ମିଟର ରାସ୍ତାକୁ ୭ ଥର ବିଲ୍

ଅଢେଇ ଶହ ମିଟର ରାସ୍ତାକୁ ୭ଥର ବିଲ୍। ଗତ ୫ ବର୍ଷ ଭିତରେ ବିଭିନ୍ନ ଯୋଜନାର ଟଙ୍କାକୁ ଯୋଜନାବଦ୍ଧ ଭାବେ ଆତ୍ମସାତ୍ କରାଯାଇଛି।