Advertisment

ରୋଗୀଙ୍କୁ ଛାଡ଼ି ଫେରିବାବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ଅନୁଗୁଳ(ବିରଜା ପ୍ରସାଦ ଦାସ): ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ରଗୁଡିଆପଡ଼ା ନିକଟରେ ପୋଲ ତଳକୁ ଖସିପଡ଼ିଲା ୧୦୮ ଆମ୍ବୁଲାନ୍ସ। ଆମ୍ବୁଲାନ୍ସଟି କଟକରେ ରୋଗୀଙ୍କୁ ଛାଡ଼ି ବୁର୍ଲା ଅଭିମୁଖେ ଫେରୁଥିବାବେଳେ ରଗୁଡ଼ିଆପଡ଼ା ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ଡ୍ରାଇଭର ସମେତ ୨ ମେଡ଼ିକାଲ କର୍ମଚାରୀ ଆହତ ହୋଇଛନ୍ତି। ବନ୍ତଳା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛି।

ରୋଗୀଙ୍କୁ ଛାଡ଼ି ଫେରିବାବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ambulance1

Advertisment

ଅନୁଗୁଳ(ବିରଜା ପ୍ରସାଦ ଦାସ): ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ରଗୁଡିଆପଡ଼ା ନିକଟରେ ପୋଲ ତଳକୁ ଖସିପଡ଼ିଲା ୧୦୮ ଆମ୍ବୁଲାନ୍ସ।

Advertisment

ଆମ୍ବୁଲାନ୍ସଟି କଟକରେ ରୋଗୀଙ୍କୁ ଛାଡ଼ି ବୁର୍ଲା ଅଭିମୁଖେ ଫେରୁଥିବାବେଳେ ରଗୁଡ଼ିଆପଡ଼ା ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ଡ୍ରାଇଭର ସମେତ ୨ ମେଡ଼ିକାଲ କର୍ମଚାରୀ ଆହତ ହୋଇଛନ୍ତି। ବନ୍ତଳା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ