/odishatv-khabar/media/post_attachments/uploadimage/library/16_9/16_9_0/coronavirus-4_1625346993.jpg)
coronavirus
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ବଲାଙ୍ଗିର, କନ୍ଧମାଳ,ଖୋର୍ଦ୍ଧା,କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
/odishatv-khabar/media/post_attachments/wp-content/uploads/2020/09/Capture-5-2.jpg)
/odishatv-khabar/media/post_attachments/wp-content/uploads/2020/09/Capture-6-5.jpg)
/odishatv-khabar/media/post_attachments/wp-content/uploads/2020/09/Capture-7-2.jpg)
ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦ ହୋଇଛି।
/odishatv-khabar/media/post_attachments/wp-content/uploads/2020/09/Capture-10-1.jpg)
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)