ଗୁଜରାଟର ସାବରମତୀ ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠା । ଆମ ରାଜ୍ୟର ଲାଇଫଲାଇନ କୁହାଯାଉଥିବା ମହାନଦୀ ହେବ ମହାନଦୀ ବିହାର।
ପୂର୍ବ ଭାରତର ସର୍ବବୃହତ୍ ବାଣିଜ୍ୟିକ ମହାକୁମ୍ଭ ପାଇଁ କଟକ ମହାନଦୀ ପଠା ସମ୍ପୂର୍ଣ୍ଣ ଲୋକାରଣ୍ୟ। ଏଥର ବାଲିଯାତ୍ରାକୁ ଆକର୍ଷଣୀୟ କରିବାକୁ କିଛି ନୂଆ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ।
କିଏ ଚୋରା ମଦ କାରବାର କରୁଛି ତ ଆଉ କିଏ ଗଞ୍ଜେଇ ମାଫିଆଙ୍କ ସୁରକ୍ଷା କବଚ ପାଲଟିଛି। କାହା ନାଁରେ ଏକାଧିକ ମଦ କାଉଣ୍ଟର ତ ଆଉ କିଏ ଜବତ ହୋଇଥିବା କୁଇଣ୍ଟାଲ କୁଇଣ୍ଟାଲ ଗଞ୍ଜେଇ ନେଇ ବିକ୍ରି କରି ଦେଉଛି।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦିଆଯାଇଛି । ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ଜାଲିଆତି ଅଭିଯୋଗ ହୋଇଛି ।
ଲାଞ୍ଚ ନେବା ଓ ଦେବା ଅପରାଧ। ହେଲେ ଏହାକୁ ଫୁ କରି ଉଡ଼ାଇ ଦେଇଛନ୍ତି ମେଡିକାଲ୍ କର୍ତ୍ତୃପକ୍ଷ। ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ ଖମାର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଲାଞ୍ଚ କାରବାର ଚାଲିଥିବା ଅଭିଯୋଗ ହୋଇଛି ।
ସମ୍ବଲପୁର, ବ୍ରହ୍ମପୁର ଏବଂ ବାଲେଶ୍ୱରରେ ନୂଆ ଡାଏରୀ ପ୍ଲାଣ୍ଟ ଖୋଲିବ ଓମଫେଡ଼। ଖୁବଶୀଘ୍ର ମାର୍କେଟକୁ ଆସିବ ଓମ୍ଫେଡ ପାଣି ଓ ଚକୋଲେଟ ।
ପୋଷା କୁକୁର ଓ ବାଘ ମଧ୍ୟରେ ଲଢେଇ । ହାର୍ ମାନିଲା ବାଘ, ଜିତିଲା କୁକୁର । ଏଭଳି ଦୃଶ୍ୟ ସମସ୍ତଙ୍କୁ ଚକିତ କରିଛି । ଭୟଙ୍କର ଲଢେଇର ପୁରା ଘଟଣା ସିସିଟିଭିରେ ହେଲା କଏଦ ।
କୁନି ପିଲାର ପାଦ ତଳେ ତୁଳସୀ । ସୋସିଆଲ୍ ମିଡିଆରେ ଭାଇରାଲ୍ ଫଟୋକୁ ନେଇ ଚର୍ଚ୍ଚା । ଥାନାରେ ଫେରାଦ ହେଲେ ସମାଜସେବୀ ମହାସଂଘ ।
ନୂଆ ମୋହନ ସରକାର ଆସିବାରୁ ଦୀର୍ଘ ଦିନ ଧରି ଅଟକି ରହିଥିବା ପୁଲିସ ମହାସଙ୍ଘ ନିର୍ବାଚନ ଯଦି ହେଇପାରିଲା, ତା’ହେଲେ ଆଗାମୀ ଦିନରେ ଛାତ୍ର ସଂସଦ ନିର୍ବାଚନ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ ହେବାର ଆଶା ସଂଚାର ହୋଇଛି!
ନଭେମ୍ବର ପହିଲାରୁ ସୁନା ଦର ପ୍ରାୟ ୬୦୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ଅର୍ଥାତ୍ ମାତ୍ର ଦୁଇ ସପ୍ତାହ ମଧ୍ୟରେ ସୁନା ଦରରେ ଯଥେଷ୍ଟ ପରିବର୍ତ୍ତନ ହୋଇଛି। ଆସନ୍ତୁ ଜାଣିବା ଆଜି କେଉଁଠି ସୁନାର ଦର କେତେ ରହିଛି...
ଛାଡ଼ଖାଇ, ଓଡ଼ିଶାରେ ପାଳନ ହେଉଥିବା ଏକ ସାମାଜିକ ଚଳଣି। ଏହାକୁ କାର୍ତ୍ତିକ ପୂର୍ଣ୍ଣିମା ପର ଦିନ ପାଳନ କରାଯାଏ। ସେଥିପାଇଁ କାର୍ତ୍ତିକ ବ୍ରତ ପାଳନ କରୁଥିବା ଲୋକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଆମିଷ ଖାଆନ୍ତି ନାହିଁ। କିନ୍ତୁ ଛାଡଖାଇ ଦିନ ଆମିଷ ବଜାରରେ ଦେଖାଦିଏ ଭିଡ଼। ତେବେ ଏହିଦିନ ଆମିଷ ଖାଇବା ଠିକ୍ କି…
ଚଳିତ ଥର ପ୍ରଥମ ଥର ଲାଗି ହାତୀ ଗଣନାରେ ବ୍ୟବହାର ହୋଇଛି ଡ୍ରୋନ୍।
ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ପ୍ରତିପଦ ରାତ୍ରି ୧୧.୫୦ ଗତେ ୨ୟା ଘାତଚନ୍ଦ୍ର- ବିଛା
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ଅଧ୍ୟାପକ ଚୟନ ନିମନ୍ତେ ସର୍ବନିମ୍ନ ଯୋଗ୍ୟତା ଭାବେ SET ( State Eligibility Test) ପରୀକ୍ଷା କରିବାକୁ ଛାତ୍ରଛାତ୍ରୀ ଏବଂ ବୁଦ୍ଧିଜୀବୀ ମହଲରେ ଦାବି ହୋଇ ଆସୁଥିଲେ ମଧ୍ୟ ୨୪ ବର୍ଷର ବିଜେଡି ସରକାର ଏ ଦିଗରେ କର୍ଣ୍ଣପାତ କରିନଥିଲା l
ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଏବଂ ମୁମ୍ବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ଦିଗ ଦେବ ।
ମୈତ୍ରୀବିହାର ଅଞ୍ଚଳର ଘଟଣାକୁ ନେଇ ରାଜଧାନୀରେ ହଇଚଇ । ଡିସିପି କହିଲେ ‘ଦୋଷୀଙ୍କୁ ମିଳିବ କଡ଼ା ଦଣ୍ଡ’ ।
ଜଗା ସହ ମାସକର ଭାବ ତୁଟାଇ ଫେରିଲେ ହବିଷ୍ୟାଳି ।
ଶିମିଳିପାଳ ପାଇଲା ଦ୍ୱିତୀୟ ମରାଠା ବାଘୁଣୀ । ଜିନ୍ଗତ ବିବିଧତା ପାଇଁ ଯମୁନା ପରେ ଜିନତକୁ ନିଜର କରିଛି ରାଜ୍ୟର ସବୁଠୁ ବଡ଼ ବ୍ୟାଘ୍ର ଅଭୟାରଣ୍ୟ ।
ଆଦିବାସୀଙ୍କ ପାଇଁ ଖୁସି ଖବର । ବହୁ ପ୍ରତୀକ୍ଷିତ ପେସା ଆଇନ ପାଇଁ ଏଣିକି ସେମାନଙ୍କୁ ପ୍ରତିବାଦ କରିବାକୁ ପଡିବନି ।
ଆଜି ଯୁଦ୍ଧର ଦେବତା କାର୍ତ୍ତିକେୟଙ୍କ ଜନ୍ମଦିନରେ ଜାଣିବା ଆସନ୍ତୁ ତାଙ୍କର ଜନ୍ମ କାହାଣୀ। ଜାଣିବା ମାତ୍ର ୬ ଦିନରେ ସେ କେମିତି ହେଲେ ଦେବତାଙ୍କର ସେନାପତି ଓ ହରାଇଲେ ତାରକାସୁରକୁ।
କବିତା ସନ୍ଧ୍ୟା ସମୟରେ ଖାଦ୍ୟରେ ଆଚାର ଖାଇବାକୁ ମନ ବଳାଇଥିଲେ । ଏଥିପାଇଁ ସେ ଘର ଛାତ ଉପରେ ରହିଥିବା ଆଚାର ଆଣିବା ପାଇଁ ଯାଇଥିଲେ । କିନ୍ତୁ ଅନ୍ଧାରରେ ଏକ ସାପ ତାଙ୍କ ହାତକୁ କାମୁଡି ଦେଇଥିଲା ।
ନୃଶଂସ ସାଜିଲା ମାଆ । ଅମଣିଷ ସାଜିଲା ଜନ୍ମ କଲା ମାଆ । ସାମ୍ନାକୁ ଆସିଲା ମାଆର ନାରକୀୟ କାଣ୍ଡ ।
ଆଜିଠୁ ଆରମ୍ଭ ହେଲା କଟକ ପ୍ରସିଦ୍ଧ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି ।
ପେସା ଆଇନ୍ ଲାଗୁ କରିବା ପୂର୍ବରୁ ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ରାଜ୍ୟ ସରକାର ।