ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କେନ୍ଦୁଝରରେ ସର୍ବାଧିକ ୬୨୭ ରୋଗୀ ଚିହ୍ନଟ । ଦୁଇ ଜିଲ୍ଲାକୁ ଗଲା ଜନସ୍ବାସ୍ଥ୍ୟ ବିଭାଗ ସ୍ପେଶାଲ ଟିମ୍ ।
ଭାଇ ନବୀନ ଓ ପ୍ରେମ ପଟ୍ଟନାୟକଙ୍କ ସହ ସମ୍ପର୍କୀୟ ସାମିଲ । ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ବିଭିନ୍ନ ଦଳର ନେତା ଓ ବ୍ୟକ୍ତି ।
ଶିଳ୍ପୀଙ୍କ ଦୀର୍ଘ ୧୫ ଦିନର ଅକ୍ଳାନ୍ତ ପରିଶ୍ରମରେ ତିଆରି ହୋଇଛି ଏହି ସୁନ୍ଦର ରୁଦ୍ରାକ୍ଷ ଗଣେଷ ମୂର୍ତ୍ତି । ମୂର୍ତ୍ତି ତିଆରି ପାଇଁ ପଶ୍ଚିମବଙ୍ଗରୁ ଆସିଥିଲେ କୁଶଳୀ କାରିଗର । କଲିକତାରୁ ଏସବୁ ରୁଦ୍ରାକ୍ଷକୁ ସଂଗ୍ରହ କରାଯାଇଥିବାବେଳେ କିଛି ପ୍ଲାଷ୍ଟିକର ରୁଦ୍ରାକ୍ଷ ମଧ୍ୟ ଏଥିରେ ବ୍ୟବହାର କରାଯାଇଛି ।
ଶିକ୍ଷକ ଆନ୍ଦୋଳନ ସହ ତେଜୁଛି ରାଜନୀତି । ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ବିରୋଧୀ ଦଳମାନେ ଶିକ୍ଷକଙ୍କ ସମସ୍ୟାକୁ ମୁଖ୍ୟ ମୁଦ୍ଦା କରିବାକୁ ସଜବାଜ ହେଲେଣି ।
‘ସମ୍ବାଦ’ ଅଫିସ୍ରେ କ୍ରାଇମବ୍ରାଞ୍ଚ EOW ଟିମ୍ର ରେଡ୍ । HR ହେଡ୍ ବୈଜୟନ୍ତୀ କରଙ୍କୁ ଜେରା । ଆକାଉଣ୍ଟସ୍ ସେକ୍ସନରେ ବି ଖୋଳତାଡ଼ । ନିଜ କର୍ମଚାରୀଙ୍କ ନାଁରେ ଫେକ୍ ଆକାଉଣ୍ଟ କରି ଲୋନ୍ ଠକେଇ ଅଭିଯୋଗ ମାମଲାରେ ସମ୍ବାଦ ଅଫିସ୍ରେ ଆଜି ଚଢାଉ କରିଛି କ୍ରାଇମବ୍ରାଞ୍ଚ EOW ଟିମ୍ ।
ପାଖେଇ ଆସୁଛି ଗଣେଷ ପୂଜା । ଗାଁ ଗାଁରେ, ଛକ ଛକରେ ପୂଜାକୁ ଜାକ ଯମକରେ କରିବାକୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଂଚିଲାଣି । ହେଲେ ଏଥର ପ୍ଲାଷ୍ଟର ଅଫ୍ ଫ୍ୟାରିସ କି କସମେଟିକ୍ ରଙ୍ଗରେ ନୁହେଁ ବରଂ ମାଟିରେ ଏବଂ ପ୍ରାକୃତିକ ରଙ୍ଗରେ ମୂର୍ତ୍ତି ତିଆରି କରିବାକୁ ନିଆଯାଇଛି ନିଷ୍ପତ୍ତି । ସେଇଥି ଲାଗି ତ ସ୍କୁଲ ପରିସରରେ ତିଆରି ଚାଲିଛି ଏମିତି ପ୍ରସ୍ତୁତି ।
ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ ସୂଚନା ଦେଲେ ମହାସଂଘ ମହାସଚିବ ଚାରୁଲତା ମହାପାତ୍ର । ତେବେ କେଉଁ କାରଣରୁ ସଂଘ ଆନ୍ଦୋଳନ ସ୍ଥଗିତ ରଖିଛି ସେନେଇ ସୂଚନା ମିଳିପାରିନାହିଁ ।
ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଚାଂୟତ ବଡ ନୁଆଁପାଲି ଗାଁରେ ଏବେ କାରିଗରଙ୍କ ସମସ୍ୟା କହିନେ ନସରେ । ଏଠାରେ ସୁକ୍ଷ୍ମ ସୂତାର ନିଖୁଣ କାରିଗରୀରେ ସମ୍ବଲପୁରୀ ଶାଢୀ ଓ ଡ୍ରେସ କପଡା ତିଆରି କରୁଛନ୍ତି ହରିଜନ ସମ୍ପ୍ରଦାୟର ଲୋକେ
ସପ୍ତାହେରୁ ଅଧିକ ସମୟ ହେଲାଣି ନିଜ ଦାବି ପୂରଣ ଲାଗି ଆନ୍ଦୋଳନରେ ବସିଛନ୍ତି ଶିକ୍ଷକ-ଶିକ୍ଷୟିତ୍ରୀ । ତେଣୁ କେଉଁଠି ସ୍କୁଲରେ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି ତ କେଉଁଠି ପାଠପଢା ପୂରା ଠପ୍ ହୋଇଗଲାଣି । କେମିତି ପିଲାମାନେ ଭଲରେ ପାଠ ପଢିବେ ସେନେଇ ଖୋଦ୍ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀରେ ମିଟିଂ ହେବା ପରେ ଗାଁ ଲୋକ ହିଁ ପିଲାଙ୍କୁ ପଢାଇବାର ନିଷ୍ପତ୍ତି ନିଆଗଲା
ଏ ସରକାର କେବଳ ପ୍ରତିଶୃତି ଓ ଘୋଷଣା ସରକାର ହୋଇଯାଇଥିବା କହିଛନ୍ତି ।
ସପ୍ତମ ଶ୍ରେଣୀର ପିଲାଙ୍କୁ ପାଠ ପଢାଉଛନ୍ତି ଅଷ୍ଟମ ଶ୍ରେଣୀର ଛାତ୍ରୀ । କଥାଟା ଶୁଣିବାକୁ ଟିକିଏ ଅବାସ୍ତବ ଲାଗୁଥିଲେ ବି ଏମିତି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ବାସୁଦେବପୁର ଶିକ୍ଷା ସର୍କଲ ଅଧିନ ପାରାପୋଖରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ
ଡାକ୍ତର ୪ଜଣଙ୍କୁ ମୃତ ଘୋଷଣା କରିଥିଲେ । ପରେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ କାର୍ରେ ମୋଟ୍ ୫ଜଣ ଯାତ୍ରା କରୁଥିବାବେଳେ ସେମାନେ କେଉଁଠାରୁ କେଉଁଠାକୁ ଯାଇଥିଲେ ତାହା ଜଣାପଡ଼ିନାହିଁ ।
ଭୁବନେଶ୍ୱର ରସୁଲଗଡ଼ରେ ଥିବା ସମ୍ବାଦ ଅଫିସରେ ଇଓଡବ୍ଲୁ
ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଅହୋରାତ୍ର ଧାରଣା..ସେପ୍ଟେମ୍ବର ୨୩ରେ ଅର୍ଥନୈତିକ ଅବରୋଧ ପାଇଁ ଚେତାବନୀ
ସତରେ ସରକାର କି ପ୍ରହସନ ଚଳାଇଛନ୍ତି ! ଏଠାରେ ୨୦୦ ପିଲାଙ୍କୁ ଅଛନ୍ତି ୨ ଜଣ ଶିକ୍ଷୟିତ୍ରୀ, ଶିକ୍ଷକ ନଥିବାରୁ ସାନ ପିଲାଙ୍କୁ ପାଠ ପଢ଼ାଉଛନ୍ତି ବଡ଼ ଶ୍ରେଣୀର ପିଲାମାନେ..କ’ଣ ଯେ ହେବ ଏମାନଙ୍କ ଭବିଷ୍ୟତ
ଦିଲ୍ଲୀ ଲୋଧି ରୋଡ୍ ଶ୍ମଶାନରେ ହେଲା ଶେଷକୃତ୍ୟ..ମୁଖାଗ୍ନି ଦେଲେ ପୁଅ ଆଦିତ୍ୟ ସିଂ ମେହେଟ୍ଟା..ପରିବାର ସଦସ୍ୟଙ୍କ ଉପସ୍ଥିତିରେ ଅନ୍ତିମ ସଂସ୍କାର ସମ୍ପନ୍ନ
ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ.. ଆଜି ଅପରାହ୍ଣରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ..ସଂଘର କର୍ମକର୍ତ୍ତାଙ୍କୁ ବୈଠକରେ ଯୋଗ ଦେବାକୁ ଆହ୍ୱାନ..
ଜିଲ୍ଲା ଶ୍ରମ ଅଧିକାରୀଙ୍କ ଦଲାଲ୍ ପ୍ରୀତି। ତମର ଅଧେକୁ ଆମର ଅଧେ। ଜଣେ ପଞ୍ଜୀକୃତ ଶ୍ରମିକଙ୍କ ଝିଅ ବାହାଘର ପ୍ରୋତ୍ସାହନ ରାଶି ଆତ୍ମସାତ୍ ଅଭିଯୋଗ ।
ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ଜିତିବା ପରେ ହାଙ୍ଗଝୁ ଏସିଆଡ୍ରେ ସ୍ୱର୍ଣ୍ଣ ପଦକ ଜିତିପାରିବ କି ଭାରତୀୟ ଟିମ୍? କାମ ଦେବ କି ମୁଖ୍ୟ କୋଚ୍ କ୍ରେଗ୍ ଫୁଲ୍ଟନ୍ଙ୍କ ଫର୍ମୂଲା? ଟ୍ରମ୍ପ୍ କାର୍ଡ ସାବ୍ୟସ୍ତ ହେବେ କି ଅଧିନାୟକ ହରମନପ୍ରୀତ ସିଂହ?
ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ଆଜି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି- ୩ୟା ଦିବା ୧୨.୩୯ ଗତେ ୪ର୍ଥୀ, ଘାତ ଚନ୍ଦ୍ର - ନାସ୍ତି, ଘାତ ବାର –ମିଥୁନ, ପୁଷ୍କର ଦୋଷ - ନାସ୍ତି
କାର ସହ ମୋ ବସ୍ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି ।
ଶନିବାର ରାତିରେ ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିଲା । ସାମ୍ବାଦିକତାଠାରୁ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ ଯାଏଁ, ସିଦ୍ଧହସ୍ତ ଥିବା ଗୀତା ମେହେଟ୍ଟାଙ୍କୁ ସାରା ବିଶ୍ୱ ଭିନ୍ନ ଭିନ୍ନ ପରିଚୟରେ ଜାଣେ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।