ବିଜେପିକୁ ଆମେ ବିରୋଧ କରୁ, ଯେତେବେଳେ ଜାତୀୟ ପ୍ରସଙ୍ଗ ଆସେ ସେତେବେଳେ ବିଜେପିକୁ ସମର୍ଥନ କରାଗଲା । କିଛି ପ୍ରସଙ୍ଗରେ ସମର୍ଥନ କରାଯାଇଛି ।
ପ୍ରଶ୍ନ ଥିଲା- ଆପଣଙ୍କ ମତରେ ଆମ ଦେଶର ନାଁ କଣ ରହିଲେ ଭଲ ହେବ ? ଭାରତ ନା ଇଣ୍ଡିଆ ?
ଜଣେ ଥରେ ମନ୍ତ୍ରୀ ପଦ ହରାଇଥିଲେ, ଆଉ ଥରେ ହରାଇ ପାରନ୍ତି । ଆଉ ଜଣେ ମନ୍ତ୍ରୀ ପଦ ହରାଇଛନ୍ତି ।
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବାପାଙ୍କ ସହ ବସି ଏ ବିଷୟରେ ଆଉ କଥା ହେବା ବି ଦରକାର ନାହିଁ । ନିଲମ୍ବନ କରି ସେମାନେ ମୋତେ ଆଗକୁ ବଢ଼ିବାକୁ ସଙ୍କେତ ଦେଇଛନ୍ତି ।
ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଦଳ ଭିତରୁ ଘନ ଘନ ଟାର୍ଗେଟ କରାଯାଉଛି। ଅରୁଣ ସାହୁଙ୍କ ପରେ ଏବେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୌମ୍ୟଙ୍କୁ ଟାର୍ଗେଟ୍ କରିଛନ୍ତି।
ପୂର୍ବରୁ ସଙ୍ଘ ପକ୍ଷରୁ ଦାବି ପୂରଣ ନେଇ ବାରମ୍ବାର ଆନ୍ଦୋଳନ ହୋଇଥିଲେ ସୁଦ୍ଧା ସରକାର ଦାବି ପୂରଣ ନେଇ କୌଣସି ପଦକ୍ଷେପ ନେଇନଥିବାରୁ ବିଭିନ୍ନ ପ୍ରାଥମିକ ଶିକ୍ଷକ ସଂଘଗୁଡ଼ିକ ମିଳିତ ଭାବେ ଅନିର୍ଦ୍ଦିଷ୍ଟକାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି।
କିଏ ପଠାଉଛି ଟଙ୍କା ? କାହା ପାଖକୁ ଆସୁଛି ୧୦ ହଜାର ଟଙ୍କା ତ ଆଉ କାହା ପାଖକୁ ଆସୁଛି ୭୦ ହଜାର ଟଙ୍କା। ଏସମ୍ପର୍କରେ ନା ବ୍ୟାଙ୍କ ଆକାଉଣ୍ଟଧାରୀ ଜାଣିପାରୁଛନ୍ତି ନା ନିଜେ ବ୍ୟାଙ୍କ କର୍ତ୍ତୃପକ୍ଷ କିଛି କହିପାରୁଛନ୍ତି।
କଂଗ୍ରେସ ଶୃଙ୍ଖଳା କମିଟି ପକ୍ଷରୁ କାର୍ଯ୍ୟାନୁଷ୍ଠାନ...ପିସିସି ସଦସ୍ୟ ଥାଇ ମଧ୍ୟ କଂଗ୍ରେସରୁ ନଲଢ଼ିବା ନେଇ ମିଡିଆରେ କହିଥିଲେ
5T ସଚିବଙ୍କ ସଭାକୁ ଲୋକ ଆଣିବାକୁ ପିଇଓ ବାଣ୍ଟୁଛନ୍ତି ଟଙ୍କା। ଯାଜପୁର ବିଂଝାରପୁର ଅଞ୍ଚଳରୁ ଏଭଳି ଏକ ଅଭିଯୋଗ ସମ୍ପକିତ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।
ଭେଇକିଲ୍ ଲୋକେସନ ଟ୍ରାକିଂ ଡିଭାଇସ୍ ଓ ପାନିକ ବଟନ୍ ବାଧ୍ୟତାମୂଳକ ନେଇ STA ପବ୍ଲିକ୍ ନୋଟିସ ଜାରି କରିଛି।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଶୁକ୍ରବାର ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସୌମ୍ୟରଂଜନ ନାନା ମନ୍ତବ୍ୟ ଦେବା ସହ ବ୍ଲାକମେଲିଂ ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ ।
୫ଟି ଗାଁର ଚାଷୀଙ୍କ ସ୍ବାର୍ଥକୁ ଦଳିମକଚି ପୋତାଯାଇଛି ଡ୍ୟାମ୍ ଚ୍ୟାନେଲ । ନିଜେ ମାଟି ଖୋଳି ସତ ସାମ୍ନାକୁ ଆଣିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ ।
ରାଜ୍ୟ ସରକାରଙ୍କ ପୁଳା ପୁଳା ବିଜ୍ଞାପନକୁ ନେଇ ଘେରିଲେ ବିରୋଧୀ । ପ୍ରଚାର ସର୍ବସ୍ୱ କହି ଘେରିଲେ ବିରୋଧୀ, ଜବାବ ରଖିଲା ବିଜେଡି ।
5T ସଚିବଙ୍କ ଷ୍ଟିକର ପାଖରେ ମହାପୁରୁଷଙ୍କ ପୋଷ୍ଟର ମରାକୁ ନେଇ ମୁହାଁମୁହିଁ । ଛାତ୍ର ବିଜେଡି-ଏବିଭିପି ମଧ୍ୟରେ ମୁହାଁମୁହିଁ ।
ମନ୍ମଥଙ୍କ ବୟାନ ପରେ ସୁରଙ୍କ ଘରେ ଆରମ୍ଭ ହୋଇଛି ରାଜନୈତିକ ହାଇଡ୍ରାମା । ଛିଡୁନି ନିର୍ବାଚନ ଲଢିବାର ଅଙ୍କ । ବାପା ପୁଅଙ୍କ ମତମତାନ୍ତରକୁ ନେଇ ବଢୁଛି ଦ୍ୱନ୍ଦ୍ୱ ।
ଗୋଟେ ପଟେ ବିବାହ, ଅନ୍ୟପଟେ ଶୁଦ୍ଧିକ୍ରିୟା । ଏପଟେ ବେଦି ଉପରେ ଯିଏ କନ୍ୟା ବେଶରେ ବସିଛି, ତାରି ପାଇଁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳିର ପର୍ବ ।
ଆଗରୁ ଅଭିଯୋଗ ହୋଇଥିଲା ଯେ, ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଞ୍ଚଳରେ ଥିବା ଡେରାସ୍ ଡ୍ୟାମର କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଅବରୋଧ କରାଯାଇଛି । ମାଟି ପକାଇ କେନାଲକୁ ପୋତା ଯାଇଛି ।
ଏହି କାର୍ଯ୍ୟକ୍ରମରେ ପାରାଦୀପ ଓ କେନ୍ଦ୍ରାପଡ଼ା ଅଞ୍ଚଳରୁ ଶତାଧିକ ସାରଥୀ ଅନୁଗତ ଯୋଗଦେଇଥିଲେ । ହୋମ, ଧ୍ୟାନ, ସାମୁହିକ ପ୍ରାର୍ଥନା, ଶ୍ରୀକୃଷ୍ଣଙ୍କ ପୂଜା କରାଯାଉଛି ।
ଗିରଫ ପରେ ସଂପୃକ୍ତ ବ୍ୟବସାୟୀଙ୍କୁ ରିମାଣ୍ଡରେ ଅଣାଯାଇଥିବା ସୂଚନା ମିଳିଛି ।
ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଏହି ଲଗ୍ନ ନିର୍ଦ୍ଧାରଣ କରାଯାଇଛି ।
ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ବାହା ବେଦୀରେ ବସି ଝିଅର ବାହାଘର ଚାଲିଥିବା ବେଳେ, ସେପଟେ ବନ୍ଧୁବାନ୍ଧବଙ୍କୁ ଡାକି ଝିଅର ଶୁଦ୍ଧିକ୍ରିୟା କରିଛନ୍ତି ଯୁବତୀଙ୍କ ପରିବାର ଲୋକ।