ଅସହାୟ କୁନି ପୁଅକୁ କୋଳେଇ ନେବାକୁ କର୍ଣ୍ଣାଟକରୁ ଆସି ଓଡ଼ିଶାରେ ପହଞ୍ଚିଲେ ଦମ୍ପତି ।
ରାଜ୍ୟରେ ବର୍ଷା ଲାଗି ରହିଛି ...କେବଳ ଉପକୂଳ ଓଡିଶାକୁ ଛାଡ଼ିଦେଲେ ରାଜ୍ୟର ଆଉ ସମସ୍ତ ଜିଲ୍ଲାକୁ ୱାର୍ଣ୍ଣି ଜାରି କରାଯାଇଛି
ଭକ୍ତି ଓ ଉଲ୍ଲାସର ସହ ପାଳନ ହେବ ନନ୍ଦଲାଲାଙ୍କ ଜନ୍ମୋତ୍ସବ। ଶେଷ କରି ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶ ରହିଛି। ପୁରୀରେ ବାଲୁକାକଳା...
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..
ସାରା ବିଶ୍ୱ ଜାଣିବ ଓଡ଼ିଆ ଆଦିବାସୀଙ୍କ ଜୀବନଶୈଳୀ। ଜି-୨୦ ସମ୍ମିଳନୀରେ ଓଡ଼ିଶାର ଦୁଇ ଜଣ ଯୋଗଦେବେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଦାବି ପୂରଣ ନେଇ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟିରେ ହେବ ଆଲୋଚନା । ଅଧ୍ୟାପକ ଓ ଶିକ୍ଷକଙ୍କ ପ୍ରସଙ୍ଗରେ ମୁହଁ ଖୋଲିଲେନି ମନ୍ତ୍ରୀ ।
ନିଃସ୍ୱାର୍ଥପର ଶିକ୍ଷାଦାନରେ ବ୍ରତୀ ହୋଇଛନ୍ତି । ପରିଣତ ବୟସରେ ଶିକ୍ଷାଦାନ କରୁଛନ୍ତି ।
କେବଳ ପଞ୍ଜୀକୃତ ଭେଣ୍ଡର ହିଁ ବିକିବେ ସିମ୍ କାର୍ଡ । ଖିଲାପ କଲେ ଟେଲିକମ୍ କମ୍ପାନୀ ଦେବେ ୧୦ ଲକ୍ଷ ଟଙ୍କା ଜରିମାନା ।
ମାଓବାଦୀ ଦର୍ଶାଇ ରାତିଅଧିଆ ଗିରଫଦାରୀ ଯୋଗୁଁ ବହୁ ଗାଁ ପୁରୁଷଶୂନ୍ୟ । ଆଦିବାସୀଙ୍କ ଉପରେ ଦମନଲୀଳାକୁ ନେଇ ଘେରିଲେ ବିରୋଧୀ ।
5T ସଚିବଙ୍କ ପଲିଟିକାଲ ପ୍ରମୋସନକୁ ନେଇ ଚର୍ଚ୍ଚା । ଅଣଓଡ଼ିଆ ଏଣ୍ଟ୍ରି ମାରିଲେ ବିରୋଧ କରାଯିବ କହିଲେ ଜୟନାରାୟଣ ।
ବିଜେଡିର ହୋର୍ଡିଂକୁ କେନ୍ଦ୍ରାପଡାରେ ବିଜେପି ପକ୍ଷରୁ କଡ଼ା ବିରୋଧ କରାଯାଇଛି। ମାର୍ଶାଘାଇ କ୍ରସିଂ ଠାରେ ମହାକାଳପଡ଼ାରେ ସର୍ବବୃହତ ଇସ୍ପାତ କାରଖାନା ପାଇଁ ହୋର୍ଡିଂ ମରାଯାଇଛି।
ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ଆଜି ଶପଥ ଗ୍ରହଣ କରିଛନ୍ତି।
ଗତକାଲି କବିସୂର୍ଯ୍ୟନଗର ପଙ୍କଳବାଡି ଗାଁରେ ଦୁଇ ପରିବାର ମଧ୍ୟରେ ବିବାଦ ଉଗ୍ରରୂପ ନେଇଥିଲା। ଗୋଷ୍ଠୀ ସଂଘର୍ଷ ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି।
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଜାଣନ୍ତୁ ଶୁଭ ଅଶୁଭ ସମୟ
ସନ୍ଧ୍ୟାରେ କଟକ ଏବଂ ଭୁବନେଶ୍ୱରରେ ଦେଖା ଦେଉଥିବା ଅସମ୍ଭାଳ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।
ନିଲାମ ଟଙ୍କାରେ ସେ ତିଆରି କରିଥିଲେ ମଣିଷ ତିଆରି କାରଖାନା। ଦୁଇ ବଖରା ଆଜ୍ବେଷ୍ଟସ୍ ଘରୁ ଆରମ୍ଭ ହୋଇଥିବା ସେହି ଶିକ୍ଷାନୁଷ୍ଠାନ ଏବେ ମହାଦ୍ରୁମରେ ପରିଣତ ହୋଇଛି। ସେ ହେଲେ ଢେଙ୍କାନାଳ ପରଜଙ୍ଗ ବ୍ଲକ ସାଆନ୍ଦା ଆଞ୍ଚଳିକ ମହାବିଦ୍ୟାଳୟର ଆଦର୍ଶ ଶିକ୍ଷକ ଶିଶିର ଦେହୁରୀ। ତେବେ ଆସନ୍ତୁ ଆଜି ଗୁରୁ ଦିବସ ଅବସରରେ ତାଙ୍କ ବିଷୟରେ ଜାଣିନେବା।
ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଗଢ଼ିବାରେ ଶିକ୍ଷକମାନଙ୍କ ଅବଦାନ କିଛି କମ୍ ନୁହେଁ। ଅନେକ ସମୟରେ ଏ ସମାଜ ଏମିତି କିଛି ଗୁରୁଙ୍କୁ ପାଏ ଯେଉଁମାନେ ସବୁଦିନ ପାଇଁ ଉଦାହରଣ ହୋଇ ରହିଯାଆନ୍ତି। ସେମିତି ଜଣେ ଗୁରୁ ହେଲେ ମୟୂରଭଞ୍ଜର କଙ୍କ ମୁର୍ମୁ। ସେ ଦିବ୍ୟାଙ୍ଗ ସତ, ହେଲେ ବିନା ଅର୍ଥରେ କରୁଛନ୍ତି ଶିକ୍ଷାଦାନ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବିଜେଡିର ପ୍ରତିଷ୍ଠାତା ସଦସ୍ୟଙ୍କ ପ୍ରତି ଅସମ୍ମାନ କହି ବିରୋଧୀଙ୍କ ନିନ୍ଦା । ଅସମ୍ମାନ ଅଭିଯୋଗକୁ ଖଣ୍ଡନ କଲା ବିଜେଡି ।
ପ୍ରିମିୟମ୍ ଦେଇନପାରି ଅତିରିକ୍ତ ଜାଗା ଫେରାଇବାକୁ ଧାଡ଼ିରେ ହିତାଧିକାରୀ । ବିଏମସି ଅଭିଯୋଗ ପ୍ରକୋଷ୍ଠରେ ବସ୍ତିବାସିନ୍ଦାଙ୍କ ଲାଗୁଛି ଲମ୍ବା ଲାଇନ୍ ।
ବଡ଼ କଥା ହେଉଛି ଯେ, ଜବତ ଜାଲ୍ ନୋଟ୍ ଭିତରେ ୫ ଶହ ସମେତ ଶହେ ଏବଂ ଦୁଇ ଶହର ନୋଟ୍ ବି ରହିଛି । ଯାହାକୁ ନେଇ ବ୍ୟବସାୟୀ ଓ ଗ୍ରାହକଙ୍କ ମଧ୍ୟରେ ଖେଳିଯାଇଛି କୋକୁଆ ଭୟ ।
ଶଙ୍ଖଭବନରେ ବିଧାୟକଙ୍କ ସହ ବିଜେଡିର ମନ୍ତ୍ରଣା । ମନ୍ତ୍ରୀ ବଡ଼ କି ସଚିବ ବଡ଼ ପ୍ରସଙ୍ଗରେ ଅକଳରେ ବିଜେଡି ।
ମ୍ୟାଚ୍ କରୁନି ଡିଏନଏ, କଣ୍ଟେନରରେ 28 ମୃତଦେହ । ଏମସ କର୍ତ୍ତୃପକ୍ଷ କହିଲେ ମିଳୁନାହାନ୍ତି ଦାବିଦାର ।